କାର୍- ବସ୍ ମୁହାଁମୁହିଁ ଧକ୍କା, ୬ ମୃତ

The Sakala Picture
Published On

ଚେନ୍ନାଇ: ତାମିଲନାଡୁର ଅନ୍ଧାନୁର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସରକାରୀ ବସ୍‌ ଓ କାର୍‌ ମଧ୍ୟରେ ଦୁର୍ଘଟଣା ଘଟି ୬ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ଏକ ଟାଟା ସୁମୋରେ ୧୦ ଜଣ ଲୋକ ଥିରୁଭନ୍ନାମଲାଇରୁ ବେଙ୍ଗାଲୁରୁ ଅଭିମୁଖେ ଯାଉଥିଲେ । ଏହି ସମୟରେ ସେଙ୍ଗମ ନିକଟରେ ଏକ ସରକାରୀ ବସ୍‌ ସହିତ ଧକ୍କା […]

ଚେନ୍ନାଇ: ତାମିଲନାଡୁର ଅନ୍ଧାନୁର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସରକାରୀ ବସ୍‌ ଓ କାର୍‌ ମଧ୍ୟରେ ଦୁର୍ଘଟଣା ଘଟି ୬ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଆହୁରି ପଢ଼ନ୍ତୁ: ଅନଶନ ଭାଙ୍ଗିବାକୁ ୩ ସର୍ତ୍ତ ରଖିଲେ ସୋନମ୍ ୱାଙ୍ଗଚୁକ୍: ନିଟ୍ ପ୍ରଶ୍ନପତ୍ର ଲିକ୍ ନେଇ ସରକାରଙ୍କୁ ଦାବି

ସୂଚନା ଅନୁଯାୟୀ, ଏକ ଟାଟା ସୁମୋରେ ୧୦ ଜଣ ଲୋକ ଥିରୁଭନ୍ନାମଲାଇରୁ ବେଙ୍ଗାଲୁରୁ ଅଭିମୁଖେ ଯାଉଥିଲେ । ଏହି ସମୟରେ ସେଙ୍ଗମ ନିକଟରେ ଏକ ସରକାରୀ ବସ୍‌ ସହିତ ଧକ୍କା ହୋଇଥିଲା ।  କାର୍‌ରେ ଥିବା ୬ଜଣ ଲୋକଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା । ବାକି ୪ ଜଣଙ୍କ ଆହତ ହୋଇଥିଲେ । ଏହାପରେ ଆହତଙ୍କୁ ତୁରନ୍ତ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେପଟେ ବସ୍‌ରେ ଥିବା ୧୦ ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି । ସେଙ୍ଗମ ପୁଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ସୋସିଆଲ୍ ମିଡିଆରେ କୋର୍ଟ ପ୍ରୋସିଡିଙ୍ଗସ୍ ଭିଡିଓର ବ୍ୟବହାର ଓ ମୋନେଟାଇଜେସନ୍ ଉପରେ ରୋକ୍

24 Oct 2023 By The Sakala

କାର୍- ବସ୍ ମୁହାଁମୁହିଁ ଧକ୍କା, ୬ ମୃତ

ଚେନ୍ନାଇ: ତାମିଲନାଡୁର ଅନ୍ଧାନୁର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସରକାରୀ ବସ୍‌ ଓ କାର୍‌ ମଧ୍ୟରେ ଦୁର୍ଘଟଣା ଘଟି ୬ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁଯାୟୀ, ଏକ ଟାଟା ସୁମୋରେ ୧୦ ଜଣ ଲୋକ ଥିରୁଭନ୍ନାମଲାଇରୁ ବେଙ୍ଗାଲୁରୁ ଅଭିମୁଖେ ଯାଉଥିଲେ । ଏହି ସମୟରେ ସେଙ୍ଗମ ନିକଟରେ ଏକ ସରକାରୀ ବସ୍‌ ସହିତ ଧକ୍କା ହୋଇଥିଲା ।  କାର୍‌ରେ ଥିବା ୬ଜଣ ଲୋକଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା । ବାକି ୪ ଜଣଙ୍କ ଆହତ ହୋଇଥିଲେ । ଏହାପରେ ଆହତଙ୍କୁ ତୁରନ୍ତ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେପଟେ ବସ୍‌ରେ ଥିବା ୧୦ ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି । ସେଙ୍ଗମ ପୁଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର