ଛତିଶଗଡ଼ର ବଡ଼ଧରଣର ନକ୍ସଲ ଆକ୍ରମଣ: ଆଇଡି ବିସ୍ଫୋରଣରେ ଉଡିଗଲା ଗାଡ଼ି, ୧୧ ଯବାନ ସହିଦ

ଦନ୍ତେୱାଡା: ଛତିଶଗଡର ଦନ୍ତେୱାଡାରେ ବଡ ଧରଣର ନକ୍ସଲ ଆକ୍ରମଣ । ଆକ୍ରମଣରେ ସହିଦ ହୋଇଛନ୍ତି ୧୧ ଯବାନ । ୧୧ ସହିଦଙ୍କ ମଧ୍ୟରେ ଅଛନ୍ତି ୧୦ ଡିଆରଜି ଯବାନ ଓ ଜଣେ ଡ୍ରାଇଭର । ଦନ୍ତେୱାଡା ଜିଲ୍ଲା ଅରଣପୁରରେ ହୋଇଥିଲା ଭୟଙ୍କର ଆଇଡି ବିସ୍ଫୋରଣ । ଏହି ବିସ୍ଫୋରଣରେ ୧୧ ଯବାନ ସହିଦ ହୋଇଥିଲେ । ଭୟଙ୍କର ବିସ୍ଫୋରଣରେ ଯବାନଙ୍କ ଗାଡି ଉଡ଼ି ଯାଇଛି ।

About The Author: The Sakala