ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

୧୮ ରୁ ଅଧିକ ବୟସ ବର୍ଗଙ୍କୁ ମାଗଣାରେ ମିଳିବ ପ୍ରିକସନ ଡୋଜ୍‌

The Sakala Picture
Published On

ନୂଆଦିଲ୍ଲୀ: ୧୮ ରୁ ଅଧିକ ବୟସ ବର୍ଗଙ୍କୁ ଜୁଲାଇ ୧୫ରୁ ମାଗଣାରେ ମିଳିବ ପ୍ରିକସନ ଡୋଜ୍‌। ଏହି ପ୍ରିକସନ ଡୋଜ୍‌ ସମସ୍ତ ସରକାରୀ ଟିକା କେନ୍ଦ୍ରରେ ମାଗଣାରେ ମିଳିବ । ୭୫ ଦିନିଆ ସ୍ପେଶାଲ ଡ୍ରାଇଭ୍ କରି ଟିକା ଦିଆଯିବାକୁ ନିଷ୍ପତ୍ତି ନିଆଯାଇଛି। ଭାରତ ସ୍ୱାଧୀନତାର ୭୫ ବର୍ଷ ପାଳନ କରୁଛି। ଆଜାଦି କା ଅମୃତ କାଲ ଅବସରରେ ଏହି ନିଷ୍ପତ୍ତି ନିଆଯାଇଛି । ଏନେଇ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ସୂଚନା […]

ନୂଆଦିଲ୍ଲୀ: ୧୮ ରୁ ଅଧିକ ବୟସ ବର୍ଗଙ୍କୁ ଜୁଲାଇ ୧୫ରୁ ମାଗଣାରେ ମିଳିବ ପ୍ରିକସନ ଡୋଜ୍‌। ଏହି ପ୍ରିକସନ ଡୋଜ୍‌ ସମସ୍ତ ସରକାରୀ ଟିକା କେନ୍ଦ୍ରରେ ମାଗଣାରେ ମିଳିବ । ୭୫ ଦିନିଆ ସ୍ପେଶାଲ ଡ୍ରାଇଭ୍ କରି ଟିକା ଦିଆଯିବାକୁ ନିଷ୍ପତ୍ତି ନିଆଯାଇଛି। ଭାରତ ସ୍ୱାଧୀନତାର ୭୫ ବର୍ଷ ପାଳନ କରୁଛି। ଆଜାଦି କା ଅମୃତ କାଲ ଅବସରରେ ଏହି ନିଷ୍ପତ୍ତି ନିଆଯାଇଛି । ଏନେଇ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଆମେରିକା କୋର୍ଟଙ୍କ ବଡ଼ ନିଷ୍ପତ୍ତି: ବେଆଇନ ଘୋଷିତ ହେଲା ଟ୍ରମ୍ପଙ୍କ ୧ ଲକ୍ଷ ଡଲାରର H-1B ଭିସା ଫି', ଭାରତୀୟଙ୍କ ପାଇଁ ଆଶ୍ୱସ୍ତି

13 Jul 2022 By The Sakala

୧୮ ରୁ ଅଧିକ ବୟସ ବର୍ଗଙ୍କୁ ମାଗଣାରେ ମିଳିବ ପ୍ରିକସନ ଡୋଜ୍‌

ନୂଆଦିଲ୍ଲୀ: ୧୮ ରୁ ଅଧିକ ବୟସ ବର୍ଗଙ୍କୁ ଜୁଲାଇ ୧୫ରୁ ମାଗଣାରେ ମିଳିବ ପ୍ରିକସନ ଡୋଜ୍‌। ଏହି ପ୍ରିକସନ ଡୋଜ୍‌ ସମସ୍ତ ସରକାରୀ ଟିକା କେନ୍ଦ୍ରରେ ମାଗଣାରେ ମିଳିବ । ୭୫ ଦିନିଆ ସ୍ପେଶାଲ ଡ୍ରାଇଭ୍ କରି ଟିକା ଦିଆଯିବାକୁ ନିଷ୍ପତ୍ତି ନିଆଯାଇଛି। ଭାରତ ସ୍ୱାଧୀନତାର ୭୫ ବର୍ଷ ପାଳନ କରୁଛି। ଆଜାଦି କା ଅମୃତ କାଲ ଅବସରରେ ଏହି ନିଷ୍ପତ୍ତି ନିଆଯାଇଛି । ଏନେଇ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ସୂଚନା ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର