ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସୁଖବିନ୍ଦର ସିଂ ସୁଖୁ

The Sakala Picture
Published On

ଶିମ୍‌ଲା: ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସୁଖବିନ୍ଦର ସିଂ ସୁଖୁ । ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୁକେଶ ଅଗ୍ନିହୋତ୍ରୀ । ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ତାଙ୍କ ପଦ ଓ ଗୋପନୀୟତାର ଶପଥ ପାଠ କରାଯାଇଛି । ଶପଥ ଗ୍ରହଣ ସମାରୋହରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ସମେତ ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଭଦ୍ର ମଧ୍ୟ ସାମିଲ ହୋଇଥିଲେ । କଂ‌ଗ୍ରେସ ନେତା ସୁଖବିନ୍ଦର […]

ଶିମ୍‌ଲା: ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସୁଖବିନ୍ଦର ସିଂ ସୁଖୁ । ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୁକେଶ ଅଗ୍ନିହୋତ୍ରୀ । ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ତାଙ୍କ ପଦ ଓ ଗୋପନୀୟତାର ଶପଥ ପାଠ କରାଯାଇଛି । ଶପଥ ଗ୍ରହଣ ସମାରୋହରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ସମେତ ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଭଦ୍ର ମଧ୍ୟ ସାମିଲ ହୋଇଥିଲେ । କଂ‌ଗ୍ରେସ ନେତା ସୁଖବିନ୍ଦର ସିଂ ସୁଖୁ ହିମାଚଳ ପ୍ରଦେଶର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି।

ଆହୁରି ପଢ଼ନ୍ତୁ: ପଶ୍ଚିମ ଏସିଆରେ ବଢ଼ିଲା ଉତ୍ତେଜନା: ଇରାନ ଉପରେ ଇସ୍ରାଏଲର ପାଲଟା ମିସାଇଲ ମାଡ଼, ତେହେରାନରେ ଥରିଲା ଛାତି

ଶିମଲାର ରିଜ ମୈଦାନରେ ଏହି ଶପଥପାଠ ଉତ୍ସବ ଅନୁଷ୍ଠିତ ହୋଇଛି । ଏହି ଶପଥ କାର୍ଯ୍ୟକ୍ରମରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ ମଧ୍ୟ ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ଆମେରିକା କୋର୍ଟଙ୍କ ବଡ଼ ନିଷ୍ପତ୍ତି: ବେଆଇନ ଘୋଷିତ ହେଲା ଟ୍ରମ୍ପଙ୍କ ୧ ଲକ୍ଷ ଡଲାରର H-1B ଭିସା ଫି', ଭାରତୀୟଙ୍କ ପାଇଁ ଆଶ୍ୱସ୍ତି

11 Dec 2022 By The Sakala

ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସୁଖବିନ୍ଦର ସିଂ ସୁଖୁ

ଶିମ୍‌ଲା: ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସୁଖବିନ୍ଦର ସିଂ ସୁଖୁ । ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୁକେଶ ଅଗ୍ନିହୋତ୍ରୀ । ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ତାଙ୍କ ପଦ ଓ ଗୋପନୀୟତାର ଶପଥ ପାଠ କରାଯାଇଛି । ଶପଥ ଗ୍ରହଣ ସମାରୋହରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ସମେତ ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଭଦ୍ର ମଧ୍ୟ ସାମିଲ ହୋଇଥିଲେ । କଂ‌ଗ୍ରେସ ନେତା ସୁଖବିନ୍ଦର ସିଂ ସୁଖୁ ହିମାଚଳ ପ୍ରଦେଶର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି।

ଶିମଲାର ରିଜ ମୈଦାନରେ ଏହି ଶପଥପାଠ ଉତ୍ସବ ଅନୁଷ୍ଠିତ ହୋଇଛି । ଏହି ଶପଥ କାର୍ଯ୍ୟକ୍ରମରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ ମଧ୍ୟ ଉପସ୍ଥିତ ଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର