ମନୋରଞ୍ଜନ
ଓଡ଼ିଶା
କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । କିଛି ଦିନ ପୂର୍ବେ କରୋନାରେ ସଂକ୍ରମିତ ହୋଇଥିଲେ ସୋନିଆ।ରବିବାର ସକାଳେ ତାଙ୍କୁ ଗଙ୍ଗା ରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କଂଗ୍ରେସ ନେତା ରଣଦୀପ ସୁର୍ଜେୱାଲା ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି। ସୁର୍ଜେୱାଲା କହିଛନ୍ତି, ସୋନିଆ ଗାନ୍ଧୀଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ଏବଂ ଡାକ୍ତରୀ ଟିମଙ୍କ ନିରୀକ୍ଷଣରେ ତାଙ୍କୁ ହସ୍ପିଟାଲରେ ରଖାଯାଇଛି। Congress President, Smt. Sonia Gandhi was admitted to Ganga […]
ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । କିଛି ଦିନ ପୂର୍ବେ କରୋନାରେ ସଂକ୍ରମିତ ହୋଇଥିଲେ ସୋନିଆ।ରବିବାର ସକାଳେ ତାଙ୍କୁ ଗଙ୍ଗା ରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କଂଗ୍ରେସ ନେତା ରଣଦୀପ ସୁର୍ଜେୱାଲା ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି। ସୁର୍ଜେୱାଲା କହିଛନ୍ତି, ସୋନିଆ ଗାନ୍ଧୀଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ଏବଂ ଡାକ୍ତରୀ ଟିମଙ୍କ ନିରୀକ୍ଷଣରେ ତାଙ୍କୁ ହସ୍ପିଟାଲରେ ରଖାଯାଇଛି।
Congress President, Smt. Sonia Gandhi was admitted to Ganga Ram Hospital today owing to Covid related issues. She is stable and will be kept at the hospital for observation.
ଆହୁରି ପଢ଼ନ୍ତୁ: ଶ୍ରୀନଗର ବିମାନବନ୍ଦରରେ ଅଘଟଣ: ପାର୍କିଂ ବେଳେ ଖୁଣ୍ଟରେ ପିଟି ହେଲା ଇଣ୍ଡିଗୋ ବିମାନ, ସମସ୍ତ ଯାତ୍ରୀ ସୁରକ୍ଷିତWe thank all the Congress men & women as also all well wishers for their concern and good wishes.
ଆହୁରି ପଢ଼ନ୍ତୁ: ଏଭରେଷ୍ଟର ବେସ୍ କ୍ୟାମ୍ପ୍ରେ ବ୍ୟବହୃତ ଇନ୍ଧନ ଏବଂ ପର୍ବତାରୋହୀଙ୍କ ପରିସ୍ରା ଯୋଗୁଁ ତରଳୁଛି ହିମାଳୟ ବରଫ !— Randeep Singh Surjewala (@rssurjewala) June 12, 2022






