ଦେଶର ପ୍ରଥମ ଓମିକ୍ରନ ଆକ୍ରାନ୍ତ ମୃତ

The Sakala Picture
Published On

ମୁମ୍ବଇ: ଦେଶରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଆକ୍ରାନ୍ତ ବ୍ୟକ୍ତିଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଛି । ଏହା ଦେଶରେ ପ୍ରଥମ ଓମିକ୍ରନ ଜନିତ ମୃତ୍ୟୁ । ମହାରାଷ୍ଟ୍ରର ପିମ୍ପ୍ରି ଅଞ୍ଚଳର ୫୨ ବର୍ଷ ବୟସ୍କ ଏହି ବ୍ୟକ୍ତିଜଣକ ନାଇଜେରିଆରୁ ଫେରିଥିଲେ । ତାଙ୍କର ନମୁନା ପରୀକ୍ଷା କରାଯିବା ପରେ ସେ କୋଭିଡ ଆକ୍ରାନ୍ତ ହୋଇଥିବା ଜଣାପଡିଥିଲା । ପରେ ଜିନୋମ ସିକ୍ୱେନସିଂରୁ ସେ ଓମିକ୍ରନରେ ଆକ୍ରାନ୍ତ ଥିବା ସାମନାକୁ ଆସିଥିଲା । ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି […]

ମୁମ୍ବଇ: ଦେଶରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଆକ୍ରାନ୍ତ ବ୍ୟକ୍ତିଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଛି । ଏହା ଦେଶରେ ପ୍ରଥମ ଓମିକ୍ରନ ଜନିତ ମୃତ୍ୟୁ । ମହାରାଷ୍ଟ୍ରର ପିମ୍ପ୍ରି ଅଞ୍ଚଳର ୫୨ ବର୍ଷ ବୟସ୍କ ଏହି ବ୍ୟକ୍ତିଜଣକ ନାଇଜେରିଆରୁ ଫେରିଥିଲେ । ତାଙ୍କର ନମୁନା ପରୀକ୍ଷା କରାଯିବା ପରେ ସେ କୋଭିଡ ଆକ୍ରାନ୍ତ ହୋଇଥିବା ଜଣାପଡିଥିଲା । ପରେ ଜିନୋମ ସିକ୍ୱେନସିଂରୁ ସେ ଓମିକ୍ରନରେ ଆକ୍ରାନ୍ତ ଥିବା ସାମନାକୁ ଆସିଥିଲା । ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଥିଲା । ତେବେ ତାଙ୍କର ମୃତ୍ୟୁ ଘଟିଛି । ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଡାକ୍ତରଖାନା ସୂତ୍ରରୁ କୁହାଯାଇଛି ।

ଆହୁରି ପଢ଼ନ୍ତୁ: Monalisa Bhosale: ପ୍ରେମିକଙ୍କ ସହ ରହିବାକୁ ଜିଦ୍: ପରିବାରକୁ ଭୟ କରି କେରଳରେ ଆଶ୍ରୟ ନେଲେ ଭାଇରାଲ୍ ଗାର୍ଲ ମୋନାଲିସା

31 Dec 2021 By The Sakala

ଦେଶର ପ୍ରଥମ ଓମିକ୍ରନ ଆକ୍ରାନ୍ତ ମୃତ

ମୁମ୍ବଇ: ଦେଶରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଆକ୍ରାନ୍ତ ବ୍ୟକ୍ତିଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଛି । ଏହା ଦେଶରେ ପ୍ରଥମ ଓମିକ୍ରନ ଜନିତ ମୃତ୍ୟୁ । ମହାରାଷ୍ଟ୍ରର ପିମ୍ପ୍ରି ଅଞ୍ଚଳର ୫୨ ବର୍ଷ ବୟସ୍କ ଏହି ବ୍ୟକ୍ତିଜଣକ ନାଇଜେରିଆରୁ ଫେରିଥିଲେ । ତାଙ୍କର ନମୁନା ପରୀକ୍ଷା କରାଯିବା ପରେ ସେ କୋଭିଡ ଆକ୍ରାନ୍ତ ହୋଇଥିବା ଜଣାପଡିଥିଲା । ପରେ ଜିନୋମ ସିକ୍ୱେନସିଂରୁ ସେ ଓମିକ୍ରନରେ ଆକ୍ରାନ୍ତ ଥିବା ସାମନାକୁ ଆସିଥିଲା । ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଥିଲା । ତେବେ ତାଙ୍କର ମୃତ୍ୟୁ ଘଟିଛି । ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଡାକ୍ତରଖାନା ସୂତ୍ରରୁ କୁହାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର