ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୪୫ହଜାର ୩୮୪ ନୂଆ କରୋନା ଆକ୍ରାନ୍ତ, ୭୯୪ ମୃତ

The Sakala Picture
Published On

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଭାରତରେ ୨୪ ଘଣ୍ଟାରେ ଆଉ ୧ ଲକ୍ଷ ୪୫ହଜାର ୩୮୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୯୪ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା  ୧ ଲକ୍ଷ ୬୮ ହଜାର ୪୩୬କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୩୨ ଲକ୍ଷ ୫ ହଜାର […]

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଭାରତରେ ୨୪ ଘଣ୍ଟାରେ ଆଉ ୧ ଲକ୍ଷ ୪୫ହଜାର ୩୮୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୯୪ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା  ୧ ଲକ୍ଷ ୬୮ ହଜାର ୪୩୬କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୩୨ ଲକ୍ଷ ୫ ହଜାର ୯୨୬ରେ ପହଞ୍ଚିଛି। ସେହିପରି ମୋଟ  ୧ କୋଟି ୧୯ ଲକ୍ଷ ୯୦ ହଜାର ୮୫୯ ଜଣ  ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୦ ଲକ୍ଷ ୪୬ ହଜାର ୬୩୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ନେପାଳ ସୀମାରୁ ପୋଲିସ ଜାଲରେ ତୃଣମୂଳ ନେତା ଜାହାଙ୍ଗୀର ଖାନ

ଆହୁରି ପଢ଼ନ୍ତୁ: ଶାଶୁଙ୍କୁ ପ୍ରେମ କରିବସିଲେ ଜ୍ୱାଇଁ: ସବୁ ସମ୍ପର୍କ ଭୁଲି ଘରୁ ଫେରାର୍ ହୋଇଗଲେ, କଲେ କୋର୍ଟ ମ୍ୟାରେଜ

10 Apr 2021 By The Sakala

୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୪୫ହଜାର ୩୮୪ ନୂଆ କରୋନା ଆକ୍ରାନ୍ତ, ୭୯୪ ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଭାରତରେ ୨୪ ଘଣ୍ଟାରେ ଆଉ ୧ ଲକ୍ଷ ୪୫ହଜାର ୩୮୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୯୪ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା  ୧ ଲକ୍ଷ ୬୮ ହଜାର ୪୩୬କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୩୨ ଲକ୍ଷ ୫ ହଜାର ୯୨୬ରେ ପହଞ୍ଚିଛି। ସେହିପରି ମୋଟ  ୧ କୋଟି ୧୯ ଲକ୍ଷ ୯୦ ହଜାର ୮୫୯ ଜଣ  ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୦ ଲକ୍ଷ ୪୬ ହଜାର ୬୩୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର