ଦେଶରେ ୨୪ ଘଣ୍ଟାରେ ୧ ଲକ୍ଷ ୮୪ ହଜାର ୩୭୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୧,୦୨୭ ମୃତ

The Sakala Picture
Published On

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଭାରତରେ ୨୪ ଘଣ୍ଟାରେ ଆଉ ୧ ଲକ୍ଷ ୮୪ ହଜାର ୩୭୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧,୦୨୭ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା  ୧ ଲକ୍ଷ ୭୨ ହଜାର ୦୮୫ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୩୮ ଲକ୍ଷ […]

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଭାରତରେ ୨୪ ଘଣ୍ଟାରେ ଆଉ ୧ ଲକ୍ଷ ୮୪ ହଜାର ୩୭୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧,୦୨୭ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା  ୧ ଲକ୍ଷ ୭୨ ହଜାର ୦୮୫ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୩୮ ଲକ୍ଷ ୭୩ ହଜାର ୮୨୫ ରେ ପହଞ୍ଚିଛି। ସେହିପରି ମୋଟ  ୧ କୋଟି ୨୩ ଲକ୍ଷ ୩୬ ହଜାର ୦୩୬ ଜଣ  ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୩ ଲକ୍ଷ ୬୫ ହଜାର ୭୦୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ନେପାଳ ସୀମାରୁ ପୋଲିସ ଜାଲରେ ତୃଣମୂଳ ନେତା ଜାହାଙ୍ଗୀର ଖାନ

ଆହୁରି ପଢ଼ନ୍ତୁ: ଇସ୍ରାଏଲ୍-ଇରାନ୍ ଯୁଦ୍ଧ ମଧ୍ୟରେ ହୋରମୁଜ୍ ପ୍ରଣାଳୀକୁ ନେଇ ଇରାନର ବଡ଼ ଘୋଷଣା: ଜାହାଜଗୁଡ଼ିକ ଉପରେ ଲାଗିବ ଟ୍ରାଞ୍ଜିଟ୍ ଫି’

14 Apr 2021 By The Sakala

ଦେଶରେ ୨୪ ଘଣ୍ଟାରେ ୧ ଲକ୍ଷ ୮୪ ହଜାର ୩୭୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୧,୦୨୭ ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ଯୁ ସଂଖ୍ଯା ମଧ୍ଯ ଚିନ୍ତା ବଢ଼ାଇଛି। ଭାରତରେ ୨୪ ଘଣ୍ଟାରେ ଆଉ ୧ ଲକ୍ଷ ୮୪ ହଜାର ୩୭୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧,୦୨୭ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା  ୧ ଲକ୍ଷ ୭୨ ହଜାର ୦୮୫ କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୩୮ ଲକ୍ଷ ୭୩ ହଜାର ୮୨୫ ରେ ପହଞ୍ଚିଛି। ସେହିପରି ମୋଟ  ୧ କୋଟି ୨୩ ଲକ୍ଷ ୩୬ ହଜାର ୦୩୬ ଜଣ  ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୩ ଲକ୍ଷ ୬୫ ହଜାର ୭୦୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର