ଦେଶରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ଯା, ୨୪ ଘଣ୍ଟାରେ ୪୭ ହଜାର ୨୬୨ ନୂଆ ଆକ୍ରାନ୍ତ, ୨୭୫ ମୃତ

The Sakala Picture
Published On

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ ୨୪ ଘଣ୍ଟାରେ ଆଉ ୪୭ ହଜାର ୨୬୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭୫ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୬୦ ହଜାର ୪୪୧କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୧୭ ଲକ୍ଷ ୩୪ ହଜାର ୦୫୮ରେ ପହଞ୍ଚିଛି। ସେହିପରି ଦିନକରେ ୨୩,୯୦୭ ଆକ୍ରାନ୍ତ ସୁସ୍ଥ […]

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ ୨୪ ଘଣ୍ଟାରେ ଆଉ ୪୭ ହଜାର ୨୬୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭୫ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୬୦ ହଜାର ୪୪୧କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୧୭ ଲକ୍ଷ ୩୪ ହଜାର ୦୫୮ରେ ପହଞ୍ଚିଛି। ସେହିପରି ଦିନକରେ ୨୩,୯୦୭ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧ କୋଟି ୧୨ ଲକ୍ଷ ୦୫ ହଜାର ୧୬୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩ ଲକ୍ଷ ୬୮ ହଜାର ୪୫୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ସଂସଦର ସ୍ୱତନ୍ତ୍ର ଅଧିବେଶନରେ ଆଗତ ହେଲା ୩ଟି ଗୁରୁତ୍ୱପୂର୍ଣ୍ଣ ବିଲ୍, ସୀମା ପୁନଃନିର୍ଦ୍ଧାରଣ ବିଲକୁ ଜୋରଦାର ବିରୋଧ

ଆହୁରି ପଢ଼ନ୍ତୁ: ବିରଳ ରୋଗରେ ପୀଡ଼ିତ ଶିଶୁକନ୍ୟା ପାଇଁ ଦେବଦୂତ ସାଜିଲେ ହେମନ୍ତ ସରକାର, ମଞ୍ଜୁର କଲେ ୧୫ କୋଟି ଟଙ୍କା

24 Mar 2021 By The Sakala

ଦେଶରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ଯା, ୨୪ ଘଣ୍ଟାରେ ୪୭ ହଜାର ୨୬୨ ନୂଆ ଆକ୍ରାନ୍ତ, ୨୭୫ ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ ୨୪ ଘଣ୍ଟାରେ ଆଉ ୪୭ ହଜାର ୨୬୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭୫ ଆକ୍ରାନ୍ତଙ୍କ  ମୃତ୍ଯୁ ଘଟିଛି। ଏଥିସହ ଦେଶରେ ମୋଟ ମୃତ୍ଯୁ ସଂଖ୍ଯା ୧ ଲକ୍ଷ ୬୦ ହଜାର ୪୪୧କୁ ବୃଦ୍ଧି ପାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୧ କୋଟି ୧୭ ଲକ୍ଷ ୩୪ ହଜାର ୦୫୮ରେ ପହଞ୍ଚିଛି। ସେହିପରି ଦିନକରେ ୨୩,୯୦୭ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧ କୋଟି ୧୨ ଲକ୍ଷ ୦୫ ହଜାର ୧୬୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩ ଲକ୍ଷ ୬୮ ହଜାର ୪୫୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର