ଦେଶରେ ୨ରୁ ୧୮ ବର୍ଷ ବୟସ୍କଙ୍କ ଉପରେ ହେବ ଭ୍ୟାକ୍ସିନ ଟ୍ରାଏଲ୍

The Sakala Picture
Published On

ସାରା ଦେଶକୁ କବଳିତ କରି ରଖିଛି ମହାମାରୀ କରୋନା । ଧୀରେ ଧୀରେ କରୋନା ଦ୍ୱିତୀୟ ଲହରର ଦ୍ରୁତ ସଂକ୍ରମଣ ପିଲାଙ୍କୁ ସଂକ୍ରମିତ କରୁଥିବା ଖବର ଆସୁଛି । ତେଣୁ ଦେଶରେ ୧୮ ବର୍ଷରୁ କମ ବୟସ୍କଙ୍କ ଟିକାକରଣ ଜରୁରୀ ହୋଇପଡିଛି । ଏତିକିବେଳେ ଭାରତୀୟ ଟିକା କୋଭାକ୍ସିନର ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ଟ୍ରାଏଲ ପାଇଁ ଅନୁମତି ପ୍ରଦାନ କରାଯାଇଥିବା ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି । ଟିକାକରଣ ସଂପର୍କିତ ସବଜେକ୍ଟ ଏକ୍ସପର୍ଟ କମିଟି […]

ସାରା ଦେଶକୁ କବଳିତ କରି ରଖିଛି ମହାମାରୀ କରୋନା । ଧୀରେ ଧୀରେ କରୋନା ଦ୍ୱିତୀୟ ଲହରର ଦ୍ରୁତ ସଂକ୍ରମଣ ପିଲାଙ୍କୁ ସଂକ୍ରମିତ କରୁଥିବା ଖବର ଆସୁଛି । ତେଣୁ ଦେଶରେ ୧୮ ବର୍ଷରୁ କମ ବୟସ୍କଙ୍କ ଟିକାକରଣ ଜରୁରୀ ହୋଇପଡିଛି । ଏତିକିବେଳେ ଭାରତୀୟ ଟିକା କୋଭାକ୍ସିନର ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ଟ୍ରାଏଲ ପାଇଁ ଅନୁମତି ପ୍ରଦାନ କରାଯାଇଥିବା ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି । ଟିକାକରଣ ସଂପର୍କିତ ସବଜେକ୍ଟ ଏକ୍ସପର୍ଟ କମିଟି ଏଥିଲାଗି ମଙ୍ଗଳବାର ଅନୁମତି ଦେଇଥିବା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ଚାଞ୍ଚଲ୍ୟ: ଆଇଆରଏସ ଅଧିକାରୀଙ୍କ ଝିଅକୁ ଦୁଷ୍କର୍ମ ପରେ ମୋବାଇଲ୍ ଚାର୍ଜିଂ କେବୁଲରେ ତଣ୍ଟି ଚିପି ହତ୍ୟା

କେନ୍ଦ୍ରୀୟ ଡ୍ରଗ୍ସ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ୍ ଅର୍ଗାନାଇଜେସନ୍ (ସିଡିଏସଇଓ)ର ବିଶେଷଜ୍ଞ କମିଟି ମଙ୍ଗଳବାର ଦିନ ଭାରତ ବାୟୋଟେକ୍ ତରଫରୁ ୨ ରୁ ୧୮ ବର୍ଷ ବୟସର ବ୍ୟକ୍ତିଙ୍କ ମଧ୍ୟରେ ନିରାପତ୍ତା, ପ୍ରଭାବ ଓ ରୋଗ ପ୍ରତିରୋଧକ ଶକ୍ତି ବଢାଇବା ସମ୍ପର୍କରେ କରାଯାଇଥିବା ଆବେଦନ ଉପରେ ବିଚାର ବିମର୍ଶ କରିଥିଲେ। ଏହାବ୍ୟତୀତ ଅନ୍ୟାନ୍ୟ ଜିନିଷଗୁଡିକର ମୂଲ୍ୟାଙ୍କନ ପାଇଁ ପରୀକ୍ଷଣର ଦ୍ୱିତୀୟ/ତୃତୀୟ ପର୍ଯ୍ୟାୟକୁ ଅନୁମତି ଦେବାକୁ ମଧ୍ୟ ବିଶେଷଜ୍ଞ ଟିମ୍ ପାଖରେ ଅନୁରୋଧ କରାଯାଇଥିଲା।

ଆହୁରି ପଢ଼ନ୍ତୁ: ଟ୍ରମ୍ପଙ୍କ 'ନର୍କକୁଣ୍ଡ' ମନ୍ତବ୍ୟ ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ପ୍ରତିକ୍ରିୟା: କହିଲେ, 'ଆମେ ରିପୋର୍ଟ ଦେଖିଛୁ'

12 May 2021 By The Sakala

ଦେଶରେ ୨ରୁ ୧୮ ବର୍ଷ ବୟସ୍କଙ୍କ ଉପରେ ହେବ ଭ୍ୟାକ୍ସିନ ଟ୍ରାଏଲ୍

ସାରା ଦେଶକୁ କବଳିତ କରି ରଖିଛି ମହାମାରୀ କରୋନା । ଧୀରେ ଧୀରେ କରୋନା ଦ୍ୱିତୀୟ ଲହରର ଦ୍ରୁତ ସଂକ୍ରମଣ ପିଲାଙ୍କୁ ସଂକ୍ରମିତ କରୁଥିବା ଖବର ଆସୁଛି । ତେଣୁ ଦେଶରେ ୧୮ ବର୍ଷରୁ କମ ବୟସ୍କଙ୍କ ଟିକାକରଣ ଜରୁରୀ ହୋଇପଡିଛି । ଏତିକିବେଳେ ଭାରତୀୟ ଟିକା କୋଭାକ୍ସିନର ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ଟ୍ରାଏଲ ପାଇଁ ଅନୁମତି ପ୍ରଦାନ କରାଯାଇଥିବା ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି । ଟିକାକରଣ ସଂପର୍କିତ ସବଜେକ୍ଟ ଏକ୍ସପର୍ଟ କମିଟି ଏଥିଲାଗି ମଙ୍ଗଳବାର ଅନୁମତି ଦେଇଥିବା ସୂଚନା ମିଳିଛି ।

କେନ୍ଦ୍ରୀୟ ଡ୍ରଗ୍ସ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ୍ ଅର୍ଗାନାଇଜେସନ୍ (ସିଡିଏସଇଓ)ର ବିଶେଷଜ୍ଞ କମିଟି ମଙ୍ଗଳବାର ଦିନ ଭାରତ ବାୟୋଟେକ୍ ତରଫରୁ ୨ ରୁ ୧୮ ବର୍ଷ ବୟସର ବ୍ୟକ୍ତିଙ୍କ ମଧ୍ୟରେ ନିରାପତ୍ତା, ପ୍ରଭାବ ଓ ରୋଗ ପ୍ରତିରୋଧକ ଶକ୍ତି ବଢାଇବା ସମ୍ପର୍କରେ କରାଯାଇଥିବା ଆବେଦନ ଉପରେ ବିଚାର ବିମର୍ଶ କରିଥିଲେ। ଏହାବ୍ୟତୀତ ଅନ୍ୟାନ୍ୟ ଜିନିଷଗୁଡିକର ମୂଲ୍ୟାଙ୍କନ ପାଇଁ ପରୀକ୍ଷଣର ଦ୍ୱିତୀୟ/ତୃତୀୟ ପର୍ଯ୍ୟାୟକୁ ଅନୁମତି ଦେବାକୁ ମଧ୍ୟ ବିଶେଷଜ୍ଞ ଟିମ୍ ପାଖରେ ଅନୁରୋଧ କରାଯାଇଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର