ଟ୍ରେନରେ ପଶ୍ଚିମବଙ୍ଗ ଗଲେ RTPCR ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ

ପଶ୍ଚିମବଙ୍ଗ: କରୋନା ସଂକ୍ରମଣ ଦୃତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂକ୍ରମଣ ଚେନରେ ବ୍ରେକ ଲଗାଇବା ପାଇଁ ପଶ୍ଚିମବଙ୍ଗ ସରକାର ଅନ୍ୟ ରାଜ୍ୟରୁ ପଶ୍ଚିମବଙ୍ଗର ଯେ କୌଣସି ସ୍ଥାନକୁ ଯାଉଥିବା ଟ୍ରେନ୍ ଯାତ୍ରୀମାନଙ୍କୁ RTPCR ନେଗେଟିଭ୍  ରିପୋର୍ଟକୁ ବାଧ୍ୟତାମୂଳକ କରିଛନ୍ତି। ଏହି ରିପୋର୍ଟ ମୂଳ ଷ୍ଟେସନରୁ ଟ୍ରେନ୍ ଛାଡିବାର ୭୨ ଘଣ୍ଟା ମଧ୍ୟରେ ପରୀକ୍ଷା କରାଯାଇଥିବା ଦରକାର। ପୁରୀ, ଭୁବନେଶ୍ୱର ଏବଂ ସମ୍ବଲପୁରରୁ ପଶ୍ଚିମବଙ୍ଗ ପାଇଁ ଛାଡ଼ଡୁଥିବା ଟ୍ରେନ ଯାତ୍ରୀମାନଙ୍କୁ ସାଙ୍ଗ‌ରେ RTPCR ନେଗେଟିଭ ରିପୋର୍ଟ […]

ପଶ୍ଚିମବଙ୍ଗ: କରୋନା ସଂକ୍ରମଣ ଦୃତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂକ୍ରମଣ ଚେନରେ ବ୍ରେକ ଲଗାଇବା ପାଇଁ ପଶ୍ଚିମବଙ୍ଗ ସରକାର ଅନ୍ୟ ରାଜ୍ୟରୁ ପଶ୍ଚିମବଙ୍ଗର ଯେ କୌଣସି ସ୍ଥାନକୁ ଯାଉଥିବା ଟ୍ରେନ୍ ଯାତ୍ରୀମାନଙ୍କୁ RTPCR ନେଗେଟିଭ୍  ରିପୋର୍ଟକୁ ବାଧ୍ୟତାମୂଳକ କରିଛନ୍ତି।

ଏହି ରିପୋର୍ଟ ମୂଳ ଷ୍ଟେସନରୁ ଟ୍ରେନ୍ ଛାଡିବାର ୭୨ ଘଣ୍ଟା ମଧ୍ୟରେ ପରୀକ୍ଷା କରାଯାଇଥିବା ଦରକାର। ପୁରୀ, ଭୁବନେଶ୍ୱର ଏବଂ ସମ୍ବଲପୁରରୁ ପଶ୍ଚିମବଙ୍ଗ ପାଇଁ ଛାଡ଼ଡୁଥିବା ଟ୍ରେନ ଯାତ୍ରୀମାନଙ୍କୁ ସାଙ୍ଗ‌ରେ RTPCR ନେଗେଟିଭ ରିପୋର୍ଟ ଆଣିବାକୁ କୁହାଯାଇଛି।

About The Author: The Sakala