ଟିକା ସାର୍ଟିଫିକେଟରେ ରହିବନି ପ୍ରଧାନମନ୍ତ୍ରୀଙ୍କ ଫଟୋ

The Sakala Picture
Published On

ନୂଆଦିଲ୍ଲୀ: ଟିକା ସାର୍ଟିଫିକେଟରେ ରହିବନି ପ୍ରଧାନମନ୍ତ୍ରୀଙ୍କ ଫଟୋ ।  ବିଧାନସଭା ନିର୍ବାଚନ ହେବାକୁ ଥିବା ୫ ରାଜ୍ୟରେ ଟିକା ସାର୍ଟିଫିକେଟରେ ଆଉ ରହିବନି ପ୍ରଧାନମନ୍ତ୍ରୀଙ୍କ ଫଟୋ । ଉତ୍ତରପ୍ରଦେଶ, ପଞ୍ଜାବ, ଉତ୍ତରାଖଣ୍ଡ, ଗୋଆ ଓ ମଣିପୁରରେ ଆଦି ରାଜ୍ଯରେ ଟିକା ନେବା ପରେ ସାର୍ଟିଫିକେଟରେ ଏଣିକି ପ୍ରଧାନମନ୍ତ୍ରୀଙ୍କ ଫଟୋ ରହିବ ନାହିଁ । ଏହା ନିର୍ବାଚନ ଆଚରଣ ବିଧିର ଉଲଙ୍ଘନ୍ନ କରୁଥିବାରୁ କେନ୍ଦ୍ର ସରକାର ପକ୍ଷରୁ ଏହି ଏହି ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ୫ ରାଜ୍ୟ ପାଇଁ […]

ନୂଆଦିଲ୍ଲୀ: ଟିକା ସାର୍ଟିଫିକେଟରେ ରହିବନି ପ୍ରଧାନମନ୍ତ୍ରୀଙ୍କ ଫଟୋ ।  ବିଧାନସଭା ନିର୍ବାଚନ ହେବାକୁ ଥିବା ୫ ରାଜ୍ୟରେ ଟିକା ସାର୍ଟିଫିକେଟରେ ଆଉ ରହିବନି ପ୍ରଧାନମନ୍ତ୍ରୀଙ୍କ ଫଟୋ । ଉତ୍ତରପ୍ରଦେଶ, ପଞ୍ଜାବ, ଉତ୍ତରାଖଣ୍ଡ, ଗୋଆ ଓ ମଣିପୁରରେ ଆଦି ରାଜ୍ଯରେ ଟିକା ନେବା ପରେ ସାର୍ଟିଫିକେଟରେ ଏଣିକି ପ୍ରଧାନମନ୍ତ୍ରୀଙ୍କ ଫଟୋ ରହିବ ନାହିଁ । ଏହା ନିର୍ବାଚନ ଆଚରଣ ବିଧିର ଉଲଙ୍ଘନ୍ନ କରୁଥିବାରୁ କେନ୍ଦ୍ର ସରକାର ପକ୍ଷରୁ ଏହି ଏହି ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ୫ ରାଜ୍ୟ ପାଇଁ କୋ-ଓ୍ୱିନ୍ ପୋର୍ଟାଲରେ ଆବଶ୍ୟକ ପରିବର୍ତ୍ତନ କରିବାକୁ ହେବ ।

ଆହୁରି ପଢ଼ନ୍ତୁ: ଶାଶୁଙ୍କୁ ପ୍ରେମ କରିବସିଲେ ଜ୍ୱାଇଁ: ସବୁ ସମ୍ପର୍କ ଭୁଲି ଘରୁ ଫେରାର୍ ହୋଇଗଲେ, କଲେ କୋର୍ଟ ମ୍ୟାରେଜ

ସୂଚନା ଅନୁଯାୟୀ, ଗତବର୍ଷ ଏପ୍ରିଲ-ମେ’ ମାସରେ ପଶ୍ଚିମବଙ୍ଗ, କେରଳ, ଆସାମ, ତାମିଲନାଡୁ ଓ ପୁଡୁଚେରୀ ବିଧାନସଭା ନିର୍ବାଚନ ବେଳେ ଟିକା ସାର୍ଟିଫିକେଟରେ ପ୍ରଧାନମନ୍ତ୍ରୀଙ୍କ ଫଟୋକୁ ନେଇ ବିଭିନ୍ନ ରାଜନୈତିକ ଦଳ ଆପତ୍ତି ଉଠାଇଥିଲେ ।

ଆହୁରି ପଢ଼ନ୍ତୁ: ଇସ୍ରାଏଲ୍-ଇରାନ୍ ଯୁଦ୍ଧ ମଧ୍ୟରେ ହୋରମୁଜ୍ ପ୍ରଣାଳୀକୁ ନେଇ ଇରାନର ବଡ଼ ଘୋଷଣା: ଜାହାଜଗୁଡ଼ିକ ଉପରେ ଲାଗିବ ଟ୍ରାଞ୍ଜିଟ୍ ଫି’

ଆହୁରି ପଢ଼ନ୍ତୁ: ଆମେରିକା କୋର୍ଟଙ୍କ ବଡ଼ ନିଷ୍ପତ୍ତି: ବେଆଇନ ଘୋଷିତ ହେଲା ଟ୍ରମ୍ପଙ୍କ ୧ ଲକ୍ଷ ଡଲାରର H-1B ଭିସା ଫି', ଭାରତୀୟଙ୍କ ପାଇଁ ଆଶ୍ୱସ୍ତି

10 Jan 2022 By The Sakala

ଟିକା ସାର୍ଟିଫିକେଟରେ ରହିବନି ପ୍ରଧାନମନ୍ତ୍ରୀଙ୍କ ଫଟୋ

ନୂଆଦିଲ୍ଲୀ: ଟିକା ସାର୍ଟିଫିକେଟରେ ରହିବନି ପ୍ରଧାନମନ୍ତ୍ରୀଙ୍କ ଫଟୋ ।  ବିଧାନସଭା ନିର୍ବାଚନ ହେବାକୁ ଥିବା ୫ ରାଜ୍ୟରେ ଟିକା ସାର୍ଟିଫିକେଟରେ ଆଉ ରହିବନି ପ୍ରଧାନମନ୍ତ୍ରୀଙ୍କ ଫଟୋ । ଉତ୍ତରପ୍ରଦେଶ, ପଞ୍ଜାବ, ଉତ୍ତରାଖଣ୍ଡ, ଗୋଆ ଓ ମଣିପୁରରେ ଆଦି ରାଜ୍ଯରେ ଟିକା ନେବା ପରେ ସାର୍ଟିଫିକେଟରେ ଏଣିକି ପ୍ରଧାନମନ୍ତ୍ରୀଙ୍କ ଫଟୋ ରହିବ ନାହିଁ । ଏହା ନିର୍ବାଚନ ଆଚରଣ ବିଧିର ଉଲଙ୍ଘନ୍ନ କରୁଥିବାରୁ କେନ୍ଦ୍ର ସରକାର ପକ୍ଷରୁ ଏହି ଏହି ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ୫ ରାଜ୍ୟ ପାଇଁ କୋ-ଓ୍ୱିନ୍ ପୋର୍ଟାଲରେ ଆବଶ୍ୟକ ପରିବର୍ତ୍ତନ କରିବାକୁ ହେବ ।

ସୂଚନା ଅନୁଯାୟୀ, ଗତବର୍ଷ ଏପ୍ରିଲ-ମେ’ ମାସରେ ପଶ୍ଚିମବଙ୍ଗ, କେରଳ, ଆସାମ, ତାମିଲନାଡୁ ଓ ପୁଡୁଚେରୀ ବିଧାନସଭା ନିର୍ବାଚନ ବେଳେ ଟିକା ସାର୍ଟିଫିକେଟରେ ପ୍ରଧାନମନ୍ତ୍ରୀଙ୍କ ଫଟୋକୁ ନେଇ ବିଭିନ୍ନ ରାଜନୈତିକ ଦଳ ଆପତ୍ତି ଉଠାଇଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର