ତାମିଲନାଡୁରେ ଲ୍ୟାଣ୍ଡଫଲ କଲା ବାତ୍ୟା ମ୍ୟାଣ୍ଡସ୍‌, ସ୍ଥଳଭାଗ ଛୁଇଁବା ପରେ ଭୀଷଣ ରୂପ ଧରି ରଚିଲା ତାଣ୍ଡବ

The Sakala Picture
Published On

ଚେନ୍ନାଇ: ସ୍ଥଳଭାଗରେ ମାଡ ହେଲା ବାତ୍ୟା ମ୍ୟାଣ୍ଡସ୍‌ । ତାମିଲନାଡୁର ଚେନ୍ନାଇ ନିକଟ ମହାବଳିପୁରମରେ ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହୋଇ ଏହା ଲ୍ୟାଣ୍ଡଫଲ କରିଛି । ଏହି ସମୟରେ ଘଣ୍ଟାପ୍ରତି ୮୦ରୁ ଅଧିକ କିଲୋମିଟର ବେଗରେ ପବନ ବହିଥିଲା । ପବନରେ ବଡ଼ ବଡ଼ ଗଛ ଭାଙ୍ଗି ଯାଇଥିବାବେଳେ କଚ୍ଚା ଘର ଉଡ଼ିଯାଇଛି । ବିଭିନ୍ନସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି । ସ୍ଥିତିକୁ ଦେଖି ବିଭିନ୍ନ ଜିଲ୍ଲାରେ ସ୍କୁଲ, କଲେଜ ବନ୍ଦ କରାଯାଇଛି । […]

ଚେନ୍ନାଇ: ସ୍ଥଳଭାଗରେ ମାଡ ହେଲା ବାତ୍ୟା ମ୍ୟାଣ୍ଡସ୍‌ । ତାମିଲନାଡୁର ଚେନ୍ନାଇ ନିକଟ ମହାବଳିପୁରମରେ ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହୋଇ ଏହା ଲ୍ୟାଣ୍ଡଫଲ କରିଛି । ଏହି ସମୟରେ ଘଣ୍ଟାପ୍ରତି ୮୦ରୁ ଅଧିକ କିଲୋମିଟର ବେଗରେ ପବନ ବହିଥିଲା । ପବନରେ ବଡ଼ ବଡ଼ ଗଛ ଭାଙ୍ଗି ଯାଇଥିବାବେଳେ କଚ୍ଚା ଘର ଉଡ଼ିଯାଇଛି । ବିଭିନ୍ନସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି । ସ୍ଥିତିକୁ ଦେଖି ବିଭିନ୍ନ ଜିଲ୍ଲାରେ ସ୍କୁଲ, କଲେଜ ବନ୍ଦ କରାଯାଇଛି । ୧୫ଟି ବିମାନକୁ ବାତିଲ କରିଦିଆଯାଇଛି । ଏନଡିଆରଏଫ ଓ ନୌସେନା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଜମ୍ମୁ-କାଶ୍ମୀରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ଶହେ ଫୁଟ୍ ତଳକୁ ଖସିଲା ବସ୍‌, ୧୫ ମୃତ

ସ୍ଥଳଭାଗ ଛୁଇଁବା ପରେ ବାତ୍ୟା ମ୍ୟାଣ୍ଡସ୍‌ ଏବେ ଉତର-ପଶ୍ଚିମ ଦିଗରେ ଗତି କରୁଛି । ଏହାର ପ୍ରଭାବରେ ଘଂଟା ପ୍ରତି ୫୫ ରୁ ୬୫ କିଲୋମିଟର ବେଗରେ ପବନ ବୋହୁଛି । ଏହାର ପ୍ରଭାବରେ ତିରୁଭାଲୁର, ଚେନ୍ନାଇ, ଚେଙ୍ଗଲାପାଟୁ, କାଂଚିପୁରମ ଜିଲ୍ଲାରେ ଭୀଷଣ ବର୍ଷା ସହ ଜୋରରେ ପବନ ବୋହୁଛି । ପ୍ରଶାସନ ପକ୍ଷରୁ ବାତ୍ୟା ଦୁର୍ବଳ ନହେବା ଯାଏଁ ଲୋକଙ୍କୁ ଘରୁ ନାବାହାରିବା ପାଇଁ ପରାମର୍ଶ ଦିଆଯାଇଛି । ସେପଟେ ଉତର-ତାମିଲନାଡୁ ଓ ଦକ୍ଷିଣଆନ୍ଧ୍ରପ୍ରଦେଶର ଉପକୁଳ ଜିଲ୍ଲାଗୁଡିକରେ ମୁଶଳ ଧାରରେ ବର୍ଷା ସହ ପବନର ବେଗ ମଧ୍ୟ ବୃଦ୍ଧି ପାଇଛି । ସାମୁଦ୍ରିକ ଝଡକୁ ଆଖିରେ ରଖି ତାମିଲନାଡୁ, ପୁଡୁଚେରି ଓ ଆନ୍ଧ୍ରପ୍ରଦେଶରେ ରେଡ ଅଲର୍ଟ ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ମଧ୍ୟପ୍ରଦେଶ ରେୱାରେ ପୂର୍ବତନ ଜିଲ୍ଲା ଉପାଧ୍ୟକ୍ଷଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ, ଯୁବତୀଙ୍କ ସହ ଆପତ୍ତିଜନକ ଅବସ୍ଥାରେ ନେତା

10 Dec 2022 By The Sakala

ତାମିଲନାଡୁରେ ଲ୍ୟାଣ୍ଡଫଲ କଲା ବାତ୍ୟା ମ୍ୟାଣ୍ଡସ୍‌, ସ୍ଥଳଭାଗ ଛୁଇଁବା ପରେ ଭୀଷଣ ରୂପ ଧରି ରଚିଲା ତାଣ୍ଡବ

ଚେନ୍ନାଇ: ସ୍ଥଳଭାଗରେ ମାଡ ହେଲା ବାତ୍ୟା ମ୍ୟାଣ୍ଡସ୍‌ । ତାମିଲନାଡୁର ଚେନ୍ନାଇ ନିକଟ ମହାବଳିପୁରମରେ ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହୋଇ ଏହା ଲ୍ୟାଣ୍ଡଫଲ କରିଛି । ଏହି ସମୟରେ ଘଣ୍ଟାପ୍ରତି ୮୦ରୁ ଅଧିକ କିଲୋମିଟର ବେଗରେ ପବନ ବହିଥିଲା । ପବନରେ ବଡ଼ ବଡ଼ ଗଛ ଭାଙ୍ଗି ଯାଇଥିବାବେଳେ କଚ୍ଚା ଘର ଉଡ଼ିଯାଇଛି । ବିଭିନ୍ନସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି । ସ୍ଥିତିକୁ ଦେଖି ବିଭିନ୍ନ ଜିଲ୍ଲାରେ ସ୍କୁଲ, କଲେଜ ବନ୍ଦ କରାଯାଇଛି । ୧୫ଟି ବିମାନକୁ ବାତିଲ କରିଦିଆଯାଇଛି । ଏନଡିଆରଏଫ ଓ ନୌସେନା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି ।

ସ୍ଥଳଭାଗ ଛୁଇଁବା ପରେ ବାତ୍ୟା ମ୍ୟାଣ୍ଡସ୍‌ ଏବେ ଉତର-ପଶ୍ଚିମ ଦିଗରେ ଗତି କରୁଛି । ଏହାର ପ୍ରଭାବରେ ଘଂଟା ପ୍ରତି ୫୫ ରୁ ୬୫ କିଲୋମିଟର ବେଗରେ ପବନ ବୋହୁଛି । ଏହାର ପ୍ରଭାବରେ ତିରୁଭାଲୁର, ଚେନ୍ନାଇ, ଚେଙ୍ଗଲାପାଟୁ, କାଂଚିପୁରମ ଜିଲ୍ଲାରେ ଭୀଷଣ ବର୍ଷା ସହ ଜୋରରେ ପବନ ବୋହୁଛି । ପ୍ରଶାସନ ପକ୍ଷରୁ ବାତ୍ୟା ଦୁର୍ବଳ ନହେବା ଯାଏଁ ଲୋକଙ୍କୁ ଘରୁ ନାବାହାରିବା ପାଇଁ ପରାମର୍ଶ ଦିଆଯାଇଛି । ସେପଟେ ଉତର-ତାମିଲନାଡୁ ଓ ଦକ୍ଷିଣଆନ୍ଧ୍ରପ୍ରଦେଶର ଉପକୁଳ ଜିଲ୍ଲାଗୁଡିକରେ ମୁଶଳ ଧାରରେ ବର୍ଷା ସହ ପବନର ବେଗ ମଧ୍ୟ ବୃଦ୍ଧି ପାଇଛି । ସାମୁଦ୍ରିକ ଝଡକୁ ଆଖିରେ ରଖି ତାମିଲନାଡୁ, ପୁଡୁଚେରି ଓ ଆନ୍ଧ୍ରପ୍ରଦେଶରେ ରେଡ ଅଲର୍ଟ ଜାରି କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର