ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ଏନକାଉଣ୍ଟରରେ ନିପାତ ହେଲେ ୭ ନକ୍ସଲ

The Sakala Picture
Published On

ନୂଆଦିଲ୍ଲୀ: ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା। ଏନକାଉଣ୍ଟରରେ ୭ ନକ୍ସଲ ନିପାତ ହୋଇଛନ୍ତି । ପୁଲିସ ଓ ନକ୍ସଲଙ୍କ ମଧ୍ୟରେ ଦୀର୍ଘସମୟ ଧରି ହୋଇଥିବା ଗୁଳିବିନିମୟରେ ପୁଲିସକୁ ସଫଳତା ମିଳିଛି। ସୂଚନା ଅନୁଯାୟୀ, ଛତିଶଗଡ଼ର ଦନ୍ତେୱାଡ଼ା ଏବଂ ନାରାୟଣପୁର ଜିଲ୍ଲାର ସୀମାନ୍ତ ଅଞ୍ଚଳରେ ପୁଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ନିହତ ହୋଇଥିବା ସମସ୍ତ ନକ୍ସଲଙ୍କ ମୃତଦେହ ଜବତ କରାଯାଇଛି। ଏଥିସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି।

ନୂଆଦିଲ୍ଲୀ: ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା। ଏନକାଉଣ୍ଟରରେ ୭ ନକ୍ସଲ ନିପାତ ହୋଇଛନ୍ତି । ପୁଲିସ ଓ ନକ୍ସଲଙ୍କ ମଧ୍ୟରେ ଦୀର୍ଘସମୟ ଧରି ହୋଇଥିବା ଗୁଳିବିନିମୟରେ ପୁଲିସକୁ ସଫଳତା ମିଳିଛି।

ଆହୁରି ପଢ଼ନ୍ତୁ: ଜନ୍ତର ମନ୍ତରରେ CJP ର ବିକ୍ଷୋଭ: ଦିଲ୍ଲୀରେ ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ

ସୂଚନା ଅନୁଯାୟୀ, ଛତିଶଗଡ଼ର ଦନ୍ତେୱାଡ଼ା ଏବଂ ନାରାୟଣପୁର ଜିଲ୍ଲାର ସୀମାନ୍ତ ଅଞ୍ଚଳରେ ପୁଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ନିହତ ହୋଇଥିବା ସମସ୍ତ ନକ୍ସଲଙ୍କ ମୃତଦେହ ଜବତ କରାଯାଇଛି। ଏଥିସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି।

ଆହୁରି ପଢ଼ନ୍ତୁ: ସିଜେପି ପ୍ରଦର୍ଶନକାରୀଙ୍କ ଉପରେ ପୁଲିସ କାର୍ଯ୍ୟାନୁଷ୍ଠାନ ମାମଲା: ଭୁଲ ଖବର ପ୍ରସାରଣକୁ ନେଇ କ୍ଷୁବ୍ଧ ହେଲେ ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତ

04 Oct 2024 By The Sakala

ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ଏନକାଉଣ୍ଟରରେ ନିପାତ ହେଲେ ୭ ନକ୍ସଲ

ନୂଆଦିଲ୍ଲୀ: ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା। ଏନକାଉଣ୍ଟରରେ ୭ ନକ୍ସଲ ନିପାତ ହୋଇଛନ୍ତି । ପୁଲିସ ଓ ନକ୍ସଲଙ୍କ ମଧ୍ୟରେ ଦୀର୍ଘସମୟ ଧରି ହୋଇଥିବା ଗୁଳିବିନିମୟରେ ପୁଲିସକୁ ସଫଳତା ମିଳିଛି।

ସୂଚନା ଅନୁଯାୟୀ, ଛତିଶଗଡ଼ର ଦନ୍ତେୱାଡ଼ା ଏବଂ ନାରାୟଣପୁର ଜିଲ୍ଲାର ସୀମାନ୍ତ ଅଞ୍ଚଳରେ ପୁଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ନିହତ ହୋଇଥିବା ସମସ୍ତ ନକ୍ସଲଙ୍କ ମୃତଦେହ ଜବତ କରାଯାଇଛି। ଏଥିସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର