ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଅନ୍ତରୀଣ ଜାମିନ, ED ମାମଲାରେ ସୁପ୍ରିମକୋର୍ଟ ପ୍ରଦାନ କଲେ ଜାମିନ

The Sakala Picture
Published On

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଅନ୍ତରୀଣ ଜାମିନ । ଅନ୍ତରୀଣ ଜାମିନ ପ୍ରଦାନ କଲେ ମାନ୍ୟବର ସୁପ୍ରିମକୋର୍ଟ । ED ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଅନ୍ତରୀଣ ଜାମିନ । EDର ଗିରଫଦାରୀକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ଅରବିନ୍ଦ କେଜ୍ରିୱାଲ । ଜଷ୍ଟିସ ସଞ୍ଜୀବ ଖାନ୍ନା ଏବଂ ଦୀପକାନ ଦତ୍ତାଙ୍କୁ ନେଇ ସୁପ୍ରିମକୋର୍ଟର ଦୁଇ ଜଣିଆ ଖଣ୍ଡପୀଠ ଆଜି ରାୟ ପ୍ରକାଶ କରିଛନ୍ତି । ଏଥିସହ ସୁପ୍ରିମକୋର୍ଟ ତାଙ୍କର […]

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଅନ୍ତରୀଣ ଜାମିନ । ଅନ୍ତରୀଣ ଜାମିନ ପ୍ରଦାନ କଲେ ମାନ୍ୟବର ସୁପ୍ରିମକୋର୍ଟ । ED ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଅନ୍ତରୀଣ ଜାମିନ । EDର ଗିରଫଦାରୀକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ଅରବିନ୍ଦ କେଜ୍ରିୱାଲ । ଜଷ୍ଟିସ ସଞ୍ଜୀବ ଖାନ୍ନା ଏବଂ ଦୀପକାନ ଦତ୍ତାଙ୍କୁ ନେଇ ସୁପ୍ରିମକୋର୍ଟର ଦୁଇ ଜଣିଆ ଖଣ୍ଡପୀଠ ଆଜି ରାୟ ପ୍ରକାଶ କରିଛନ୍ତି । ଏଥିସହ ସୁପ୍ରିମକୋର୍ଟ ତାଙ୍କର ମାମଲାକୁ ଉପରିସ୍ଥ ଖଣ୍ଡପୀଠକୁ ହସ୍ତାନ୍ତର କରିଛନ୍ତି । ୩ ଜଣିଆ ଖଣ୍ଡପୀଠରେ ହେବ ମାମଲାର ଶୁଣାଣି । ଏହି ମାମଲାରେ ପ୍ରଧାନ ବିଚାରପତି ୩ ଜଣ ବିଚାରପତିଙ୍କୁ ନିଯୁକ୍ତି ଦେବେ। ବୃହତ ଖଣ୍ଡପୀଠରେ ମାମଲାର ଶୁଣାଣି ନ ହେବା ପର୍ଯ୍ୟନ୍ତ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରାଯାଇଛି ।

ଆହୁରି ପଢ଼ନ୍ତୁ: କେରଳମ୍ ଛୁଇଁଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ: IMD

କିନ୍ତୁ ଜାମିନ ସତ୍ତ୍ବେ କେଜ୍ରିୱାଲ ଏବେ ଜେଲରୁ ମୁକୁଳିପାରିବେ ନାହିଁ । ଅବକାରୀ ନୀତି ଦୁର୍ନୀତି ମାମଲାରେ ସିବିଆଇ ଗିରଫ କରିଥିବାରୁ କେଜ୍ରିୱାଲ ଏବେ ତିହାର ଜେଲରେ ରହିବେ ।

ଆହୁରି ପଢ଼ନ୍ତୁ: ନେପାଳ ସୀମାରୁ ପୋଲିସ ଜାଲରେ ତୃଣମୂଳ ନେତା ଜାହାଙ୍ଗୀର ଖାନ

12 Jul 2024 By The Sakala

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଅନ୍ତରୀଣ ଜାମିନ, ED ମାମଲାରେ ସୁପ୍ରିମକୋର୍ଟ ପ୍ରଦାନ କଲେ ଜାମିନ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଅନ୍ତରୀଣ ଜାମିନ । ଅନ୍ତରୀଣ ଜାମିନ ପ୍ରଦାନ କଲେ ମାନ୍ୟବର ସୁପ୍ରିମକୋର୍ଟ । ED ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଅନ୍ତରୀଣ ଜାମିନ । EDର ଗିରଫଦାରୀକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ଅରବିନ୍ଦ କେଜ୍ରିୱାଲ । ଜଷ୍ଟିସ ସଞ୍ଜୀବ ଖାନ୍ନା ଏବଂ ଦୀପକାନ ଦତ୍ତାଙ୍କୁ ନେଇ ସୁପ୍ରିମକୋର୍ଟର ଦୁଇ ଜଣିଆ ଖଣ୍ଡପୀଠ ଆଜି ରାୟ ପ୍ରକାଶ କରିଛନ୍ତି । ଏଥିସହ ସୁପ୍ରିମକୋର୍ଟ ତାଙ୍କର ମାମଲାକୁ ଉପରିସ୍ଥ ଖଣ୍ଡପୀଠକୁ ହସ୍ତାନ୍ତର କରିଛନ୍ତି । ୩ ଜଣିଆ ଖଣ୍ଡପୀଠରେ ହେବ ମାମଲାର ଶୁଣାଣି । ଏହି ମାମଲାରେ ପ୍ରଧାନ ବିଚାରପତି ୩ ଜଣ ବିଚାରପତିଙ୍କୁ ନିଯୁକ୍ତି ଦେବେ। ବୃହତ ଖଣ୍ଡପୀଠରେ ମାମଲାର ଶୁଣାଣି ନ ହେବା ପର୍ଯ୍ୟନ୍ତ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରାଯାଇଛି ।

କିନ୍ତୁ ଜାମିନ ସତ୍ତ୍ବେ କେଜ୍ରିୱାଲ ଏବେ ଜେଲରୁ ମୁକୁଳିପାରିବେ ନାହିଁ । ଅବକାରୀ ନୀତି ଦୁର୍ନୀତି ମାମଲାରେ ସିବିଆଇ ଗିରଫ କରିଥିବାରୁ କେଜ୍ରିୱାଲ ଏବେ ତିହାର ଜେଲରେ ରହିବେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର