ଇଡିର ‌ଷଷ୍ଠ ସମନକୁ ବି ଏଡ଼ାଇଗଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ

The Sakala Picture
Published On

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଷଷ୍ଠ ସମନକୁ ଏଡାଇ ଯାଇଛନ୍ତି । ଇଡିର ସମନ ବେଆଇନ ଏବଂ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦୀତ, ମାମଲା ବର୍ତ୍ତମାନ କୋର୍ଟରେ ଅଛି ବୋଲି ଆପ୍ କହିଛି। ଆଜି ଦଳ ଏକ ବିବୃତ୍ତିରେ କହିଛି ଯେ, ଇଡି ଏହି ମାମଲା ଉପରେ ନିଜେ କୋର୍ଟରେ ପହଞ୍ଚିଛି। ତେଣୁ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ଇଡି କାର୍ଯ୍ୟଳୟରେ ପହଞ୍ଚିବାର କୌଣସି ଆବଶ୍ୟକତା ନାହିଁ। ମାମଲା ବର୍ତ୍ତମାନ କୋର୍ଟରେ ଅଛି ଆଉ କୋର୍ଟରେ […]

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଷଷ୍ଠ ସମନକୁ ଏଡାଇ ଯାଇଛନ୍ତି । ଇଡିର ସମନ ବେଆଇନ ଏବଂ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦୀତ, ମାମଲା ବର୍ତ୍ତମାନ କୋର୍ଟରେ ଅଛି ବୋଲି ଆପ୍ କହିଛି।

ଆହୁରି ପଢ଼ନ୍ତୁ: ପାକିସ୍ତାନ ସୀମା ନିକଟରେ ବାୟୁସେନାର ମେଗା ସମରାଭ୍ୟାସ, ସିଜ୍ ହେଲା ଆକାଶମାର୍ଗ, ଗର୍ଜିବେ ଯୁଦ୍ଧ ବିମାନ

ଆଜି ଦଳ ଏକ ବିବୃତ୍ତିରେ କହିଛି ଯେ, ଇଡି ଏହି ମାମଲା ଉପରେ ନିଜେ କୋର୍ଟରେ ପହଞ୍ଚିଛି। ତେଣୁ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ଇଡି କାର୍ଯ୍ୟଳୟରେ ପହଞ୍ଚିବାର କୌଣସି ଆବଶ୍ୟକତା ନାହିଁ। ମାମଲା ବର୍ତ୍ତମାନ କୋର୍ଟରେ ଅଛି ଆଉ କୋର୍ଟରେ ହିଁ ବିଚାର ହେବ।  ଇଡି ବାରମ୍ବାର ସମନ ଜାରି କରିବା ପରିବର୍ତ୍ତେ ମାମଲା ଉପରେ କୋର୍ଟଙ୍କ ନିଷ୍ପତ୍ତିକୁ ଅପେକ୍ଷା କରିବା ଉଚିତ।

ଆହୁରି ପଢ଼ନ୍ତୁ: ତେଜସ୍ ଫାଇଟର୍ ଜେଟ୍ ଉତ୍ପାଦନକୁ ମିଳିଲା ବୁଷ୍ଟ୍, HAL କୁ ଆମେରିକାରୁ ମିଳିଲା ଆଉ ୩ଟି ନୂଆ ଇଞ୍ଜିନ୍

 

ଆହୁରି ପଢ଼ନ୍ତୁ: ଆମେରିକୀୟ ସେନା ଦ୍ୱାରା ଫୋନ୍ ଏବଂ କମ୍ପ୍ୟୁଟରରେ ବିଜ୍ଞାପନ ଟ୍ରାକର୍ ବନ୍ଦ: ମଧ୍ୟପ୍ରାଚ୍ୟରେ ସୈନିକଙ୍କ ସୁରକ୍ଷା ପାଇଁ ପଦକ୍ଷେପ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର