କେଜ୍ରିୱାଲଙ୍କ ୩ଜୁଲାଇ ପର୍ଯ୍ଯନ୍ତ ବଢ଼ିଲା ନ୍ୟାୟିକ ହେପାଜତ

ନୂଆଦିଲ୍ଲୀ: ବଢ଼ିଲା କେଜରିୱାଲ ଅଡ଼ୁଆ । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଜଡିତ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଅଡୁଆ । କେଜରିୱାଲଙ୍କ ନ୍ୟାୟିକ ହେପାଜତକୁ ଜୁଲାଇ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ। ଆଜି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ନ୍ୟାୟିକ ହେପାଜତ ସାରୁଥିବା ବେଳେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା । ଶୁଣାଣୀ ବେଳେ କୋର୍ଟ ପୁଣିଥରେ ତାଙ୍କ ନ୍ୟାୟିକ ହେପାଜତର ସମୟ ବୃଦ୍ଧି କରିଛନ୍ତି। ସୂଚନା ଅନୁଯାୟୀ, ଆଜି କେଜ୍ରିୱାଲଙ୍କ ନ୍ୟାୟିକ […]

ନୂଆଦିଲ୍ଲୀ: ବଢ଼ିଲା କେଜରିୱାଲ ଅଡ଼ୁଆ । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଜଡିତ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଅଡୁଆ । କେଜରିୱାଲଙ୍କ ନ୍ୟାୟିକ ହେପାଜତକୁ ଜୁଲାଇ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ। ଆଜି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ନ୍ୟାୟିକ ହେପାଜତ ସାରୁଥିବା ବେଳେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା । ଶୁଣାଣୀ ବେଳେ କୋର୍ଟ ପୁଣିଥରେ ତାଙ୍କ ନ୍ୟାୟିକ ହେପାଜତର ସମୟ ବୃଦ୍ଧି କରିଛନ୍ତି।

ସୂଚନା ଅନୁଯାୟୀ, ଆଜି କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତ ଶେଷ ହେବା ପରେ ତାଙ୍କୁ ତିହାର ଜେଲରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ କୋର୍ଟରେ ହାଜର କରାଯାଇଥିଲା। ଏଠାରୁ କୋର୍ଟ ମଖ୍ୟମନ୍ତ୍ରୀଙ୍କ ନ୍ୟାୟିକ ହେପାଜତକୁ ଜୁଲାଇ ୩ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ।

About The Author: The Sakala