ବଢିବାରେ ଲାଗିଛି କେଜରିୱାଲଙ୍କ ଅଡୁଆ, ଗିରଫ ପରେ ୩ ଦିନଆ ରିମାଣ୍ଡରେ ନେଲା ସିବିଆଇ

The Sakala Picture
Published On

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କର ଦିନକୁ ଦିନ ଅଡୁଆ ବଢିବାରେ ଲାଗିଛି । ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ୩ ଦିନଆ ରିମାଣ୍ଡରେ ନେଲା ସିବିଆଇ। ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ କେଜରିୱାଲଙ୍କୁ ଏବେ ସିବିଆଇ ଗିରଫ କରିଛି। ଗିରଫ ପରେ ତାଙ୍କୁ ୩ ଦିନଆ ରିମାଣ୍ଡରେ ନେଇଛି ସିବିଆଇ। ତେବେ ତେବେ ସିବିଆଇ ୫ ଦିନିଆ ରିମାଣ୍ଡ ମାଗିଥିବା ବେଳେ ୩ଦିନିଆ ରିମାଣ୍ଡ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । […]

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କର ଦିନକୁ ଦିନ ଅଡୁଆ ବଢିବାରେ ଲାଗିଛି । ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ୩ ଦିନଆ ରିମାଣ୍ଡରେ ନେଲା ସିବିଆଇ। ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ କେଜରିୱାଲଙ୍କୁ ଏବେ ସିବିଆଇ ଗିରଫ କରିଛି। ଗିରଫ ପରେ ତାଙ୍କୁ ୩ ଦିନଆ ରିମାଣ୍ଡରେ ନେଇଛି ସିବିଆଇ। ତେବେ ତେବେ ସିବିଆଇ ୫ ଦିନିଆ ରିମାଣ୍ଡ ମାଗିଥିବା ବେଳେ ୩ଦିନିଆ ରିମାଣ୍ଡ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।

ଆହୁରି ପଢ଼ନ୍ତୁ: ସାଉଦି ଆରବର ଆରାମକୋ ରିଫାଇନାରୀ ଉପରେ ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ନୂଆ 'ମକ୍କା ଚୁକ୍ତି' ଉପରେ ଉଠିଲା ପ୍ରଶ୍ନ

ସୂଚନା ଅନୁଯାୟୀ, ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟ ଅରବିନ୍ଦ କେଜ୍ରିୱାଲଙ୍କୁ ୩ଦିନିଆ ସିବିଆଇ ରିମାଣ୍ଡରେ ପଠାଇଛନ୍ତି। ସିବିଆଇ ଜୁନ୍ ୨୯ରେ ସନ୍ଧ୍ୟା ୭ଟା ପୂର୍ବରୁ ପୁଣିଥରେ ଅରବିନ୍ଦ କେଜ୍ରିୱାଲଙ୍କୁ କୋର୍ଟରେ ହାଜର କରିବ। ଅରବିନ୍ଦ କେଜ୍ରିୱାଲଙ୍କ ପାଞ୍ଚ ଦିନିଆ ରିମାଣ୍ଡ ମାଗିଥିଲା ସିବିଆଇ। ହେଲେ କୋର୍ଟ ତାଙ୍କୁ ତିନି ଦିନ ପାଇଁ ରିମାଣ୍ଡରେ ପଠାଇଛନ୍ତି। ଏହା ପୂର୍ବରୁ କେଜ୍ରିୱାଲଙ୍କୁ ଇଡି ଗିରଫ କରିଥିଲା। ଗିରଫ ପରେ ଏବେ ସେ ତିହାର ଜେଲରେ ଅଛନ୍ତି।

ଆହୁରି ପଢ଼ନ୍ତୁ: 'ଜଣେ ମାଜିଷ୍ଟ୍ରେଟ୍ ଏପରି ସାହସ କିପରି କଲେ?': ଗ୍ରେଟର ନୋଏଡା ଛାତ୍ରଙ୍କୁ ନୋଟିସ୍ ପ୍ରସଙ୍ଗରେ ବର୍ଷିଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତ

ସୁଚନାଯୋଗ୍ୟ ଯେ, ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗତ ମାର୍ଚ୍ଚ ୨୧ ତାରିଖରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଗିରଫ କରିଥିଲା ଇଡି।

ଆହୁରି ପଢ଼ନ୍ତୁ: ମୋବାଇଲରେ 'ରିଲ୍ସ' ଦେଖିବାକୁ କେନ୍ଦ୍ର କରି ସ୍ତ୍ରୀକୁ ନିର୍ମମ ଭାବେ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର