ଶୀତଦିନେ ପ୍ରଦୂଷଣ ହ୍ରାସ ପାଇଁ ଦିଲ୍ଲୀରେ ବାଣ ବିକ୍ରି ଓ ବ୍ୟବହାରରେ ଲାଗିଲା ପ୍ରତିବନ୍ଧକ

The Sakala Picture
Published On

ନୂଆଦିଲ୍ଲୀ: ଶୀତଦିନେ ପ୍ରଦୂଷଣ ସ୍ତରକୁ ହ୍ରାସ କରିବା ପାଇଁ ଦିଲ୍ଲୀ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ରାଜଧାନୀରେ ସମସ୍ତ ପ୍ରକାର ବାଣ ଉତ୍ପାଦନ, ବିକ୍ରି, ସଂରକ୍ଷଣ ଏବଂ ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି ଦିଲ୍ଲୀ ସରକାର। ସହରରେ ଏହି ନିଷେଧାଦେଶ ଲାଗୁ କରିବାକୁ ଦିଲ୍ଲୀ ପୁଲିସକୁ କଡା ନିର୍ଦ୍ଦେଶ ଦିଆଯିବ। ଏ ନେଇ ପରିବେଶ ମନ୍ତ୍ରୀ ଗୋପାଳ ରାୟ ଏହି ସୂଚନା ଦେଇଛନ୍ତି । ଜାନୁଆରୀରୁ ଅଗଷ୍ଟ ମଧ୍ୟରେ ଦିଲ୍ଲୀର ହାରାହାରୀ AQI  […]

ନୂଆଦିଲ୍ଲୀ: ଶୀତଦିନେ ପ୍ରଦୂଷଣ ସ୍ତରକୁ ହ୍ରାସ କରିବା ପାଇଁ ଦିଲ୍ଲୀ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ରାଜଧାନୀରେ ସମସ୍ତ ପ୍ରକାର ବାଣ ଉତ୍ପାଦନ, ବିକ୍ରି, ସଂରକ୍ଷଣ ଏବଂ ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି ଦିଲ୍ଲୀ ସରକାର। ସହରରେ ଏହି ନିଷେଧାଦେଶ ଲାଗୁ କରିବାକୁ ଦିଲ୍ଲୀ ପୁଲିସକୁ କଡା ନିର୍ଦ୍ଦେଶ ଦିଆଯିବ। ଏ ନେଇ ପରିବେଶ ମନ୍ତ୍ରୀ ଗୋପାଳ ରାୟ ଏହି ସୂଚନା ଦେଇଛନ୍ତି । ଜାନୁଆରୀରୁ ଅଗଷ୍ଟ ମଧ୍ୟରେ ଦିଲ୍ଲୀର ହାରାହାରୀ AQI  କମ ରହିଥାଏ । ଶୀତ ବଢ଼ିବା ସହ ବାୟୂ ପ୍ରଦୂଷଣ ମଧ୍ୟ ବଢ଼ିଥାଏ । ଏଣୁ ଚଳିତ ବର୍ଷ ଦୀପାବଳି ସମୟରେ ପ୍ରଦୂଷଣକୁ ଦୃଷ୍ଟିରେ ରଖି କଟକଣା ଲଗାଯାଇଛି ।

ଆହୁରି ପଢ଼ନ୍ତୁ: କେରଳମ୍ ଛୁଇଁଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ: IMD

ସୂଚନା ଅନୁଯାୟୀ, ଗତ ବର୍ଷ ଦିଲ୍ଲୀ ସରକାର ଘୋଷଣା କରିଥିଲେ ଯେ, ସହରରେ ଦୀପାବଳିରେ ବାଣ ଫୁଟାଇବା ଦ୍ୱାରା ୬ମାସ ପର୍ଯ୍ୟନ୍ତ ଜେଲଦଣ୍ଡ ଏବଂ ୨୦୦ଟଙ୍କା ଜରିମାନା ଆଦାୟ ହେବ। ବାଣ ଉତ୍ପାଦନ, ସଂରକ୍ଷଣ ଓ ବିକ୍ରି କଲେ ବିସ୍ଫୋରକ ଆଇନର ଧାରା ୯ବି ଅନୁଯାୟୀ ୫୦୦୦ଟଙ୍କା ପର୍ଯ୍ୟନ୍ତ ଜରିମାନା ଏବଂ ତିନି ବର୍ଷ ପର୍ଯ୍ୟନ୍ତ ଜେଲଦଣ୍ଡ ଦିଆଯିବ।

ଆହୁରି ପଢ଼ନ୍ତୁ: 'ଆପଣ ଗୁଗଲରେ ଅଶ୍ଳୀଳ ଭିଡିଓ ଦେଖିଛନ୍ତି...': କ୍ରାଇମବ୍ରାଞ୍ଚ ଅଫିସର ପରିଚୟ ଦେଇ ମହିଳାଙ୍କଠାରୁ ୪.୫୦ ଲକ୍ଷ ଟଙ୍କାର ସାଇବର ଠକେଇ

11 Sep 2023 By The Sakala

ଶୀତଦିନେ ପ୍ରଦୂଷଣ ହ୍ରାସ ପାଇଁ ଦିଲ୍ଲୀରେ ବାଣ ବିକ୍ରି ଓ ବ୍ୟବହାରରେ ଲାଗିଲା ପ୍ରତିବନ୍ଧକ

ନୂଆଦିଲ୍ଲୀ: ଶୀତଦିନେ ପ୍ରଦୂଷଣ ସ୍ତରକୁ ହ୍ରାସ କରିବା ପାଇଁ ଦିଲ୍ଲୀ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ରାଜଧାନୀରେ ସମସ୍ତ ପ୍ରକାର ବାଣ ଉତ୍ପାଦନ, ବିକ୍ରି, ସଂରକ୍ଷଣ ଏବଂ ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି ଦିଲ୍ଲୀ ସରକାର। ସହରରେ ଏହି ନିଷେଧାଦେଶ ଲାଗୁ କରିବାକୁ ଦିଲ୍ଲୀ ପୁଲିସକୁ କଡା ନିର୍ଦ୍ଦେଶ ଦିଆଯିବ। ଏ ନେଇ ପରିବେଶ ମନ୍ତ୍ରୀ ଗୋପାଳ ରାୟ ଏହି ସୂଚନା ଦେଇଛନ୍ତି । ଜାନୁଆରୀରୁ ଅଗଷ୍ଟ ମଧ୍ୟରେ ଦିଲ୍ଲୀର ହାରାହାରୀ AQI  କମ ରହିଥାଏ । ଶୀତ ବଢ଼ିବା ସହ ବାୟୂ ପ୍ରଦୂଷଣ ମଧ୍ୟ ବଢ଼ିଥାଏ । ଏଣୁ ଚଳିତ ବର୍ଷ ଦୀପାବଳି ସମୟରେ ପ୍ରଦୂଷଣକୁ ଦୃଷ୍ଟିରେ ରଖି କଟକଣା ଲଗାଯାଇଛି ।

ସୂଚନା ଅନୁଯାୟୀ, ଗତ ବର୍ଷ ଦିଲ୍ଲୀ ସରକାର ଘୋଷଣା କରିଥିଲେ ଯେ, ସହରରେ ଦୀପାବଳିରେ ବାଣ ଫୁଟାଇବା ଦ୍ୱାରା ୬ମାସ ପର୍ଯ୍ୟନ୍ତ ଜେଲଦଣ୍ଡ ଏବଂ ୨୦୦ଟଙ୍କା ଜରିମାନା ଆଦାୟ ହେବ। ବାଣ ଉତ୍ପାଦନ, ସଂରକ୍ଷଣ ଓ ବିକ୍ରି କଲେ ବିସ୍ଫୋରକ ଆଇନର ଧାରା ୯ବି ଅନୁଯାୟୀ ୫୦୦୦ଟଙ୍କା ପର୍ଯ୍ୟନ୍ତ ଜରିମାନା ଏବଂ ତିନି ବର୍ଷ ପର୍ଯ୍ୟନ୍ତ ଜେଲଦଣ୍ଡ ଦିଆଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର