ଖାରଜ ହେଲା ଅରବିନ୍ଦ କେଜ୍ରିୱାଲ୍‌ଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ, ଆବେଦନ କରିଥିବା ଓକିଲଙ୍କୁ ୭୫ ହଜାର ଟଙ୍କା ଜରିମାନା

The Sakala Picture
Published On

ନୂଆଦିଲ୍ଲୀ: ପୁଣିଥରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ନିରାଶା ମିଳିଛି।  ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍‌ଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନକୁ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ ।  ଓଲଟା ତାଙ୍କ ପାଇଁ ଜାମିନ ଆବେଦନ କରିଥିବା ଓକିଲଙ୍କ ଉପରେ ଜରିମାନା ଲଗାଇଛନ୍ତି କୋର୍ଟ। ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ ପାଇଁ ହୋଇଥିବା ଜନସ୍ୱାର୍ଥ ମାମଲାର ଶୁଣାଣି ଦିଲ୍ଲୀ ହାଇକୋର୍ଟରେ ହୋଇଛି। କୋର୍ଟ କେଜ୍ରିଓ୍ଵାଲଙ୍କ ଜାମିନ ଆବେଦନକୁ ଖାରଜ କରିବା […]

ନୂଆଦିଲ୍ଲୀ: ପୁଣିଥରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ନିରାଶା ମିଳିଛି।  ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍‌ଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନକୁ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ ।  ଓଲଟା ତାଙ୍କ ପାଇଁ ଜାମିନ ଆବେଦନ କରିଥିବା ଓକିଲଙ୍କ ଉପରେ ଜରିମାନା ଲଗାଇଛନ୍ତି କୋର୍ଟ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ଲଜ୍ଜ୍ୟା: ନାବାଳିକାଙ୍କୁ ଗଣଦୁଷ୍କର୍ମ ଓ ହତ୍ୟା, କୁକୁର ଖାଉଥିବା ଗଳିତ ମୃତଦେହ ଉଦ୍ଧାର

ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ ପାଇଁ ହୋଇଥିବା ଜନସ୍ୱାର୍ଥ ମାମଲାର ଶୁଣାଣି ଦିଲ୍ଲୀ ହାଇକୋର୍ଟରେ ହୋଇଛି। କୋର୍ଟ କେଜ୍ରିଓ୍ଵାଲଙ୍କ ଜାମିନ ଆବେଦନକୁ ଖାରଜ କରିବା ସହ ଆବେଦନକାରୀ ଓକିଲଙ୍କୁ ୭୫ ହଜାର ଟଙ୍କା ଜରିମାନା କରିଛନ୍ତି। କେଜ୍ରିୱାଲଙ୍କ ପାଇଁ ପିଟିସନ୍ ଦାଏର କରିଥିବା ଓକିଲଙ୍କ ଉପରେ ବର୍ଷିଛନ୍ତି ହାଇକୋର୍ଟ । ଏହି ଆବେଦନ ଆଦୌ ଗ୍ରହଣୀୟ ନୁହେଁ। ଏଭଳି ଆବେଦନ ଦାଖଲ କରିଥିବା ବ୍ୟକ୍ତି ଜଣକ କିଏ ବୋଲି ପ୍ରଶ୍ନ କରିଛନ୍ତି ଅଦାଲତ।

ଆହୁରି ପଢ଼ନ୍ତୁ: ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ୍ ନିକଟରେ ଟ୍ରେନ୍ ଦୁର୍ଘଟଣା: ରାଜ୍ୟରାଣୀ ଏକ୍ସପ୍ରେସ୍ ଧକ୍କାରେ ୪ ଯୁବକଙ୍କ ମୃତ୍ୟୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର