ଦିଲ୍ଲୀ ଉପ ରାଜ୍ୟପାଳ ଅନୀଲ ବୈଜଲ କରୋନା ସଂକ୍ରମିତ

The Sakala Picture
Published On

ନୂଆଦିଲ୍ଲୀ: ଦିଲ୍ଲୀ ଉପ ରାଜ୍ୟପାଳ ଅନୀଲ ବୈଜଲ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି ।  ସେ ଏବେ ନିଜକୁ ଘରେ ଆଇସୋଲେଟଡ କରିଛନ୍ତି । ସେ ସାମାନ୍ୟ ଅସୁସ୍ଥ ଅନୁଭବ କରିବାରୁ ନିଜର ଟେଷ୍ଟ କରାଇଥିଲେ । ଟେଷ୍ଟ ପରେ ତାଙ୍କର କୋଭିଡ-୧୯  ପଜିଟିଭ ଆସିଛି । ସେ ଏ ନେଇ ନିଜେ ଟ୍ବିଟ କରି ଜଣାଇଛନ୍ତି। I have tested positive for COVID with mild symptoms. Have isolated myself since the […]

ନୂଆଦିଲ୍ଲୀ: ଦିଲ୍ଲୀ ଉପ ରାଜ୍ୟପାଳ ଅନୀଲ ବୈଜଲ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି ।  ସେ ଏବେ ନିଜକୁ ଘରେ ଆଇସୋଲେଟଡ କରିଛନ୍ତି । ସେ ସାମାନ୍ୟ ଅସୁସ୍ଥ ଅନୁଭବ କରିବାରୁ ନିଜର ଟେଷ୍ଟ କରାଇଥିଲେ । ଟେଷ୍ଟ ପରେ ତାଙ୍କର କୋଭିଡ-୧୯  ପଜିଟିଭ ଆସିଛି । ସେ ଏ ନେଇ ନିଜେ ଟ୍ବିଟ କରି ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ: ଇରାନରେ ଘନୀଭୂତ ହେଉଛି ତୈଳ ସଙ୍କଟ: ଆମେରିକାର କଟକଣା ଯୋଗୁଁ ତୈଳ କୂଅ ବନ୍ଦ ହେବା ଆଶଙ୍କା

ସେ ଟ୍ବିଟରେ ଲେଖିଛନ୍ତି ଯେ,  ଯେଉଁମାନେ ମୋ ସମ୍ପର୍କରେ ଆସିଛନ୍ତି ସେମାନେ ତୁରନ୍ତ ପରୀକ୍ଷା କରାଇ ନିଅନ୍ତୁ । ସୁସ୍ଥ ଥିବା ଅଧିକାରୀମାନେ ପୂର୍ବଭଳି କୋଭିଡ-୧୯କୁ କିପରି କାବୁ କରାଯାଇ ପାରିବ ସେ ନେଇ କାର୍ଯ୍ଯ ଜାରୀ ରଖନ୍ତୁ। ଏପ୍ରିଲ ୧୯ରେ ଲକଡାଉନ ଘୋଷଣା କରାଯିବା ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଉପ ରାଜ୍ୟପାଳଙ୍କୁ ଭେଟିଥିଲେ।

30 Apr 2021 By The Sakala

ଦିଲ୍ଲୀ ଉପ ରାଜ୍ୟପାଳ ଅନୀଲ ବୈଜଲ କରୋନା ସଂକ୍ରମିତ

ନୂଆଦିଲ୍ଲୀ: ଦିଲ୍ଲୀ ଉପ ରାଜ୍ୟପାଳ ଅନୀଲ ବୈଜଲ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି ।  ସେ ଏବେ ନିଜକୁ ଘରେ ଆଇସୋଲେଟଡ କରିଛନ୍ତି । ସେ ସାମାନ୍ୟ ଅସୁସ୍ଥ ଅନୁଭବ କରିବାରୁ ନିଜର ଟେଷ୍ଟ କରାଇଥିଲେ । ଟେଷ୍ଟ ପରେ ତାଙ୍କର କୋଭିଡ-୧୯  ପଜିଟିଭ ଆସିଛି । ସେ ଏ ନେଇ ନିଜେ ଟ୍ବିଟ କରି ଜଣାଇଛନ୍ତି।

ସେ ଟ୍ବିଟରେ ଲେଖିଛନ୍ତି ଯେ,  ଯେଉଁମାନେ ମୋ ସମ୍ପର୍କରେ ଆସିଛନ୍ତି ସେମାନେ ତୁରନ୍ତ ପରୀକ୍ଷା କରାଇ ନିଅନ୍ତୁ । ସୁସ୍ଥ ଥିବା ଅଧିକାରୀମାନେ ପୂର୍ବଭଳି କୋଭିଡ-୧୯କୁ କିପରି କାବୁ କରାଯାଇ ପାରିବ ସେ ନେଇ କାର୍ଯ୍ଯ ଜାରୀ ରଖନ୍ତୁ। ଏପ୍ରିଲ ୧୯ରେ ଲକଡାଉନ ଘୋଷଣା କରାଯିବା ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଉପ ରାଜ୍ୟପାଳଙ୍କୁ ଭେଟିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର