ଚିନ୍ତା ବଢାଉଛି ପ୍ରଦୂଷଣ, ଅନିର୍ଦ୍ଦିଷ୍ଟକାଳ ପାଇଁ ବନ୍ଦ ରହିବ ଦିଲ୍ଲୀର ସମସ୍ତ ବିଦ୍ଯାଳୟ

The Sakala Picture
Published On

ନୂଆଦିଲ୍ଲୀ: ଦିଲ୍ଲୀରେ ପ୍ରଦୂଷଣ ବଢିବାରେ ଲାଗିଛି। ଶୀତ ବଢ଼ିବା ସହ ଦିଲ୍ଲୀରେ ପ୍ରଦୂଷଣ ମଧ୍ୟ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ଥିବା ସମସ୍ତ ସ୍କୁଲଗୁଡ଼ିକୁ ରାଜ୍ୟ ସରକାର ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟି ଘୋଷଣା କରିଛନ୍ତି। ଆଜି ଏ ସମ୍ପର୍କରେ ଦିଲ୍ଲୀର ଶିକ୍ଷା ବିଭାଗ ଘୋଷଣା କରିଛି। ସୂଚନା ଅନୁଯାୟୀସ, ପୂର୍ବରୁ ଦିଲ୍ଲୀ ସରକାର ୭ ଦିନ ପାଇଁ ସ୍କୁଲ ଓ କଲେଜ ବନ୍ଦ କରିଥିଲେ। ଆଜି ଏହି ଅବଧି ଶେଷ ହେଉଥିବା ବେଳେ […]

ନୂଆଦିଲ୍ଲୀ: ଦିଲ୍ଲୀରେ ପ୍ରଦୂଷଣ ବଢିବାରେ ଲାଗିଛି। ଶୀତ ବଢ଼ିବା ସହ ଦିଲ୍ଲୀରେ ପ୍ରଦୂଷଣ ମଧ୍ୟ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ଥିବା ସମସ୍ତ ସ୍କୁଲଗୁଡ଼ିକୁ ରାଜ୍ୟ ସରକାର ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟି ଘୋଷଣା କରିଛନ୍ତି। ଆଜି ଏ ସମ୍ପର୍କରେ ଦିଲ୍ଲୀର ଶିକ୍ଷା ବିଭାଗ ଘୋଷଣା କରିଛି।

ଆହୁରି ପଢ଼ନ୍ତୁ: ବିବାହ ଏବଂ ଜନ୍ମହାର ବୃଦ୍ଧି କରିବାକୁ ଉଦ୍ୟମ: ବ୍ୟାଙ୍କ, ନାଇଟ୍‌ କ୍ଲବ୍‌ରେ ବିବାହ ପଞ୍ଜୀକରଣ କାଉଣ୍ଟର

ସୂଚନା ଅନୁଯାୟୀସ, ପୂର୍ବରୁ ଦିଲ୍ଲୀ ସରକାର ୭ ଦିନ ପାଇଁ ସ୍କୁଲ ଓ କଲେଜ ବନ୍ଦ କରିଥିଲେ। ଆଜି ଏହି ଅବଧି ଶେଷ ହେଉଥିବା ବେଳେ ଆସନ୍ତାକାଲି ଠାରୁ ସ୍କୁଲ ଖୋଲିବାର ଥିଲା। କିନ୍ତୁ ପ୍ରଦୂଷଣ ସ୍ଥିତି ଅତ୍ୟନ୍ତ ଗମ୍ଭୀର ଥିବାରୁ ସରକାର ଆଜି ସ୍କୁଲ ଗୁଡ଼ିକୁ ପରବର୍ତ୍ତୀ ନୋଟିସ ଯାଏ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ସ୍କୁଲ ବନ୍ଦ ରହିଥିଲେ ହେଁ ପିଲାମାନେ ଅନଲାଇନରେ ପାଠ ପଢ଼ିପାରିବେ। ଏଥିପାଇଁ ସବୁ ସ୍କୁଲ କର୍ତ୍ତୃପକ୍ଷଙ୍କୁ ବ୍ୟବସ୍ଥା କରିବାକୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ଇରାନ ସହ ତିକ୍ତତା ମଧ୍ୟରେ ୨୫୦ ଦିନର ଲମ୍ବା ମିଶନ ପରେ ଥାଇଲାଣ୍ଡରେ ପହଞ୍ଚିଲା ଆମେରିକୀୟ ଯୁଦ୍ଧପୋତ 'ୟୁଏସଏସ ଅବ୍ରାହମ ଲିଙ୍କନ'

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର