ଦିଲ୍ଲୀରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମସ୍ତ ସ୍କୁଲ, କଲେଜ ବନ୍ଦ

The Sakala Picture
Published On

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଶୁକ୍ରବାର ବଡ଼ ନିଷ୍ପତ୍ତି ନୋଇଛନ୍ତି। କରୋନା ପାଇଁ ଦିଲ୍ଲୀର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ କଲେଜକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ । ପରବର୍ତ୍ତୀ ଆଦେଶ ପର୍ଯ୍ଯନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖାଯିବ ବୋଲି ଟ୍ବିଟରେ ଉଲ୍ଲେଖ କରିଛନ୍ତି ଅରବିନ୍ଦ କଜରିଓ୍ବାଲ । कोविड के बढ़ते मामलों के कारण, […]

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଶୁକ୍ରବାର ବଡ଼ ନିଷ୍ପତ୍ତି ନୋଇଛନ୍ତି। କରୋନା ପାଇଁ ଦିଲ୍ଲୀର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ କଲେଜକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ । ପରବର୍ତ୍ତୀ ଆଦେଶ ପର୍ଯ୍ଯନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖାଯିବ ବୋଲି ଟ୍ବିଟରେ ଉଲ୍ଲେଖ କରିଛନ୍ତି ଅରବିନ୍ଦ କଜରିଓ୍ବାଲ ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ଦିଲ୍ଲୀରେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଏହା ପୂର୍ବରୁ ଅଧିକାଂଶ କ୍ଲାସକୁ ପୂର୍ବରୁ ବନ୍ଦ କରାଯାଇଥିଲା। କିନ୍ତୁ ଆଗକୁ ବୋର୍ଡ ପରୀକ୍ଷା ଥିବାରୁ ନବମରୁ ଦ୍ବାଦଶ ଶ୍ରେଣୀର ପିଲାମାନେ ସ୍କୁଲ ଆସୁଥିଲେ। ଏବେ ପରିସ୍ଥିତି ଜଟିଳ ହେଉଥିବାରୁ ଦିଲ୍ଲୀରେ ସବୁ ସ୍କୁଲ ଓ କଲେଜକୁ ବନ୍ଦ ରଖିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି ।

09 Apr 2021 By The Sakala

ଦିଲ୍ଲୀରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମସ୍ତ ସ୍କୁଲ, କଲେଜ ବନ୍ଦ

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଶୁକ୍ରବାର ବଡ଼ ନିଷ୍ପତ୍ତି ନୋଇଛନ୍ତି। କରୋନା ପାଇଁ ଦିଲ୍ଲୀର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ କଲେଜକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ । ପରବର୍ତ୍ତୀ ଆଦେଶ ପର୍ଯ୍ଯନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖାଯିବ ବୋଲି ଟ୍ବିଟରେ ଉଲ୍ଲେଖ କରିଛନ୍ତି ଅରବିନ୍ଦ କଜରିଓ୍ବାଲ ।

ଦିଲ୍ଲୀରେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଏହା ପୂର୍ବରୁ ଅଧିକାଂଶ କ୍ଲାସକୁ ପୂର୍ବରୁ ବନ୍ଦ କରାଯାଇଥିଲା। କିନ୍ତୁ ଆଗକୁ ବୋର୍ଡ ପରୀକ୍ଷା ଥିବାରୁ ନବମରୁ ଦ୍ବାଦଶ ଶ୍ରେଣୀର ପିଲାମାନେ ସ୍କୁଲ ଆସୁଥିଲେ। ଏବେ ପରିସ୍ଥିତି ଜଟିଳ ହେଉଥିବାରୁ ଦିଲ୍ଲୀରେ ସବୁ ସ୍କୁଲ ଓ କଲେଜକୁ ବନ୍ଦ ରଖିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର