ମଶାଧୂପରେ ଶ୍ବାସରୁଦ୍ଧ ହୋଇ ଗୋଟିଏ ପରିବାରର ୬ ଜଣଙ୍କ ମୃତ୍ଯୁ

The Sakala Picture
Published On

ନୂଆଦିଲ୍ଲୀ: ଦିଲ୍ଲୀ ଶାସ୍ତ୍ରୀ ପାର୍କ ଅଞ୍ଚଳରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ମଶାଧୂପରୁ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କର ମୃତ୍ଯୁ ଘଟିଛି। ମୃତକ ସମସ୍ତେ ଗୋଟିଏ ପରିବାରର ହୋଇଥିବା ସୂଚନା । ତେବେ ପୁଲିସ ପହଞ୍ଚି ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ, ଗୁରୁବାର ରାତିରେ ଉକ୍ତ ପରିବାର ମଶାଧୂପ ଲଗାଇ ଘରେ ଶୋଇଥିଲେ। ସକାଳୁ ସମସ୍ତଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ରୁମ ବନ୍ଦ ହେତୁ ମଶାଧୂପରୁ ବାହାରୁଥିବା କାର୍ବନ […]

ନୂଆଦିଲ୍ଲୀ: ଦିଲ୍ଲୀ ଶାସ୍ତ୍ରୀ ପାର୍କ ଅଞ୍ଚଳରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ମଶାଧୂପରୁ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କର ମୃତ୍ଯୁ ଘଟିଛି। ମୃତକ ସମସ୍ତେ ଗୋଟିଏ ପରିବାରର ହୋଇଥିବା ସୂଚନା । ତେବେ ପୁଲିସ ପହଞ୍ଚି ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ନେପାଳରେ ବନ୍ୟାର ତାଣ୍ଡବ: ୭୫୦୦ରୁ ଅଧିକ ଘର ଧ୍ୱଂସ, ରାସ୍ତା ଓ ପୋଲ ଭାଙ୍ଗିବା ଯୋଗୁଁ ବିପୁଳ କ୍ଷତି

ସୂଚନା ଅନୁଯାୟୀ, ଗୁରୁବାର ରାତିରେ ଉକ୍ତ ପରିବାର ମଶାଧୂପ ଲଗାଇ ଘରେ ଶୋଇଥିଲେ। ସକାଳୁ ସମସ୍ତଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ରୁମ ବନ୍ଦ ହେତୁ ମଶାଧୂପରୁ ବାହାରୁଥିବା କାର୍ବନ ମନୋକ୍ସାଇଡ୍ ନିଶ୍ୱାସ ନେବା କାରଣରୁ ଏହି ଦୁର୍ଘଟଣା ଘଟି ଥାଇପାରେ ବୋଲି ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି।

ଆହୁରି ପଢ଼ନ୍ତୁ: ରୁଷ-ୟୁକ୍ରେନ ଯୁଦ୍ଧ ଶେଷ କରିବାରେ ସାହାଯ୍ୟ କରିବାକୁ ଭାରତ ପ୍ରସ୍ତୁତ: କିଭ୍ ଗସ୍ତରେ କହିଲେ ଏସ୍ ଜୟଶଙ୍କର

 

ଆହୁରି ପଢ଼ନ୍ତୁ: ୩୬,୦୦୦ ଫୁଟ ଉଚ୍ଚରେ ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି: କିଛି ସେକେଣ୍ଡରେ ଫେଲ୍ ମାରିଲା ସମସ୍ତ ହାଇଡ୍ରୋଲିକ୍ସ, ୨୪ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର