By
The Sakala
ନୂଆଦିଲ୍ଲୀ: ଦିଲ୍ଲୀ ଶାସ୍ତ୍ରୀ ପାର୍କ ଅଞ୍ଚଳରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ମଶାଧୂପରୁ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କର ମୃତ୍ଯୁ ଘଟିଛି। ମୃତକ ସମସ୍ତେ ଗୋଟିଏ ପରିବାରର ହୋଇଥିବା ସୂଚନା । ତେବେ ପୁଲିସ ପହଞ୍ଚି ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ, ଗୁରୁବାର ରାତିରେ ଉକ୍ତ ପରିବାର ମଶାଧୂପ ଲଗାଇ ଘରେ ଶୋଇଥିଲେ। ସକାଳୁ ସମସ୍ତଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ରୁମ ବନ୍ଦ ହେତୁ ମଶାଧୂପରୁ ବାହାରୁଥିବା କାର୍ବନ […]
ନୂଆଦିଲ୍ଲୀ: ଦିଲ୍ଲୀ ଶାସ୍ତ୍ରୀ ପାର୍କ ଅଞ୍ଚଳରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ମଶାଧୂପରୁ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କର ମୃତ୍ଯୁ ଘଟିଛି। ମୃତକ ସମସ୍ତେ ଗୋଟିଏ ପରିବାରର ହୋଇଥିବା ସୂଚନା । ତେବେ ପୁଲିସ ପହଞ୍ଚି ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ସୂଚନା ଅନୁଯାୟୀ, ଗୁରୁବାର ରାତିରେ ଉକ୍ତ ପରିବାର ମଶାଧୂପ ଲଗାଇ ଘରେ ଶୋଇଥିଲେ। ସକାଳୁ ସମସ୍ତଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ରୁମ ବନ୍ଦ ହେତୁ ମଶାଧୂପରୁ ବାହାରୁଥିବା କାର୍ବନ ମନୋକ୍ସାଇଡ୍ ନିଶ୍ୱାସ ନେବା କାରଣରୁ ଏହି ଦୁର୍ଘଟଣା ଘଟି ଥାଇପାରେ ବୋଲି ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି।
About The Author: The Sakala