ବ୍ରାଜିଲରେ ପ୍ରବଳ ବର୍ଷା ଓ ବନ୍ୟା, ଭୂସ୍ଖଳନରେ ୭୮ ମୃତ

The Sakala Picture
Published On

ବ୍ରାଜିଲ: ବ୍ରାଜିଲରେ ପ୍ରବଳ ବର୍ଷା ଓ ବନ୍ୟା । ଲଗାତାର ତିନି ଦିନ ବର୍ଷା ପରେ ବଡ଼ ଧରଣର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ପ୍ରବଳ ବର୍ଷା ଫଳରେ ଭୂସ୍ଖଳନ ମଧ୍ୟ ହୋଇଛି । ଭୂସ୍ଖଳନରେ ୭୮ ଜଣ ପ୍ରାଣ ହରାଇଥିବାବେଳେ ୨୧ ଜଣଙ୍କୁ ଉଦ୍ଧାର କରାଯାଇଛି । ତେବେ ଏବେ ବି ଅନେକ ଲୋକ ମାଟିତଳେ ଚାପି ହୋଇ ରହିଥିବା ସନ୍ଦେହ କରାଯାଉଛି । ବିପର୍ଯ୍ୟୟରେ ପେଟ୍ରୋ ସହର ଅଧିକ ପ୍ରଭାବିତ ହୋଇଛି । […]

ବ୍ରାଜିଲ: ବ୍ରାଜିଲରେ ପ୍ରବଳ ବର୍ଷା ଓ ବନ୍ୟା । ଲଗାତାର ତିନି ଦିନ ବର୍ଷା ପରେ ବଡ଼ ଧରଣର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ପ୍ରବଳ ବର୍ଷା ଫଳରେ ଭୂସ୍ଖଳନ ମଧ୍ୟ ହୋଇଛି । ଭୂସ୍ଖଳନରେ ୭୮ ଜଣ ପ୍ରାଣ ହରାଇଥିବାବେଳେ ୨୧ ଜଣଙ୍କୁ ଉଦ୍ଧାର କରାଯାଇଛି । ତେବେ ଏବେ ବି ଅନେକ ଲୋକ ମାଟିତଳେ ଚାପି ହୋଇ ରହିଥିବା ସନ୍ଦେହ କରାଯାଉଛି । ବିପର୍ଯ୍ୟୟରେ ପେଟ୍ରୋ ସହର ଅଧିକ ପ୍ରଭାବିତ ହୋଇଛି । ଏବେ ବି ଉଦ୍ଧାରକାର୍ଯ୍ୟ ଜାରି ରହିଛି । ଅନେକ ଲୋକ ମାଟି ତଳେ ଚାପି ହୋଇ ରହିଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବଢିବା ଆଶଙ୍କା କରାଯାଉଛି ।

ଆହୁରି ପଢ଼ନ୍ତୁ: ଦୃଷ୍ଟିହୀନତା ହାରିଲା, ମା’ଙ୍କ ତପସ୍ୟା ଜିତିଲା: ୟୁପିଏସସିରେ ୨୦ ତମ ର଼୍ୟାଙ୍କ ହାସଲ କଲେ ନୱାଦାର ରବି ରାଜ

17 Feb 2022 By The Sakala

ବ୍ରାଜିଲରେ ପ୍ରବଳ ବର୍ଷା ଓ ବନ୍ୟା, ଭୂସ୍ଖଳନରେ ୭୮ ମୃତ

ବ୍ରାଜିଲ: ବ୍ରାଜିଲରେ ପ୍ରବଳ ବର୍ଷା ଓ ବନ୍ୟା । ଲଗାତାର ତିନି ଦିନ ବର୍ଷା ପରେ ବଡ଼ ଧରଣର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ପ୍ରବଳ ବର୍ଷା ଫଳରେ ଭୂସ୍ଖଳନ ମଧ୍ୟ ହୋଇଛି । ଭୂସ୍ଖଳନରେ ୭୮ ଜଣ ପ୍ରାଣ ହରାଇଥିବାବେଳେ ୨୧ ଜଣଙ୍କୁ ଉଦ୍ଧାର କରାଯାଇଛି । ତେବେ ଏବେ ବି ଅନେକ ଲୋକ ମାଟିତଳେ ଚାପି ହୋଇ ରହିଥିବା ସନ୍ଦେହ କରାଯାଉଛି । ବିପର୍ଯ୍ୟୟରେ ପେଟ୍ରୋ ସହର ଅଧିକ ପ୍ରଭାବିତ ହୋଇଛି । ଏବେ ବି ଉଦ୍ଧାରକାର୍ଯ୍ୟ ଜାରି ରହିଛି । ଅନେକ ଲୋକ ମାଟି ତଳେ ଚାପି ହୋଇ ରହିଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବଢିବା ଆଶଙ୍କା କରାଯାଉଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର