ଧର୍ମଶାଳାରେ ବାଦଲଫଟା ବର୍ଷା

ଧର୍ମଶାଳା: ହିମାଚଳ ପ୍ରଦେଶର ଧର୍ମଶାଳାରେ ସୋମବାର ବାଦଲଫଟା ବର୍ଷା ହୋଇଛି। ପ୍ରବଳ ଓ ଲଗାତାର ବର୍ଷା ଯୋଗୁ ସିମ୍‌ଲା ଜାତୀୟ ରାଜପଥରେ ଯାତାୟାତ ବାଧାପ୍ରାପ୍ତ ହୋଇଥିବା ବେଳ ଦୁଇ ଜଣ ନିଖୋଜ ଥିବା ସୂଚନା ମିଳିଛି। #WATCH Flash flood in Bhagsu Nag, Dharamshala due to heavy rainfall. #HimachalPradesh(Video credit: SHO Mcleodganj Vipin Chaudhary) pic.twitter.com/SaFjg1MTl4 — ANI (@ANI) July 12, 2021 ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଅନୁଯାୟୀ, […]

ଧର୍ମଶାଳା: ହିମାଚଳ ପ୍ରଦେଶର ଧର୍ମଶାଳାରେ ସୋମବାର ବାଦଲଫଟା ବର୍ଷା ହୋଇଛି। ପ୍ରବଳ ଓ ଲଗାତାର ବର୍ଷା ଯୋଗୁ ସିମ୍‌ଲା ଜାତୀୟ ରାଜପଥରେ ଯାତାୟାତ ବାଧାପ୍ରାପ୍ତ ହୋଇଥିବା ବେଳ ଦୁଇ ଜଣ ନିଖୋଜ ଥିବା ସୂଚନା ମିଳିଛି।


ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଅନୁଯାୟୀ, ଆଗାମୀ କିଛି ଦିନ ହିମାଚଳ ପ୍ରଦେଶରେ ପ୍ରବଳ ବର୍ଷା ଲାଗି ରହିବ। ଆଜି ସକାଳେ କଙ୍ଗରା ଜିଲ୍ଲାରେ ବାଦଲଫଟା ବର୍ଷା ହୋଇଥିଲା। ଯାହା ଫଳରେ ସେହି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।

About The Author: The Sakala