ଚିକିତ୍ସା କରାଇବାକୁ ଆସି ହସ୍ପିଟାଲରେ ଡାକ୍ତରଙ୍କୁ ଗୁଳିକରି ହତ୍ୟା

The Sakala Picture
Published On

ନୂଆଦିଲ୍ଲୀ: ହସ୍ପିଟାଲରେ ଡାକ୍ତରଙ୍କୁ ଗୁଳିକରି ହତ୍ୟା । ଦିଲ୍ଲୀ ଜୋତପୁରର କାଳିନ୍ଦୀକୁଞ୍ଜ ଥାନା ଅଞ୍ଚଳରେ ହସ୍ପିଟାଲରେ ପଶି ଡାକ୍ତରଙ୍କୁ ଗୁଳିକରି ନିର୍ମମ ହତ୍ୟା କରିଛନ୍ତି ଦୁର୍ବୃତ୍ତ । ଆହତ ଅବସ୍ଥାରେ ଆସି ୨ ଦୁର୍ବୃତ୍ତ କ୍ୟାବିନରେ ପଶି ଡାକ୍ତରଙ୍କୁ ଗୁଳିମାଡ଼ କରିଛନ୍ତି । ଏହାକୁ ନେଇ ପୂରା ଅଞ୍ଚଳରେ ଆତଙ୍କ ଖେଳି ଯାଇଛି । ଡ୍ରେସିଂ କରିବା ପରେ ଡାକ୍ତରଙ୍କୁ ଭେଟିବାକୁ କହିଥିଲେ ଦୁର୍ବୃତ୍ତ । ମୃତ ଡାକ୍ତରଙ୍କ ନାମ ଜାଭେଦ ବୋଲି ସୂଚନା । ତେବେ […]

ନୂଆଦିଲ୍ଲୀ: ହସ୍ପିଟାଲରେ ଡାକ୍ତରଙ୍କୁ ଗୁଳିକରି ହତ୍ୟା । ଦିଲ୍ଲୀ ଜୋତପୁରର କାଳିନ୍ଦୀକୁଞ୍ଜ ଥାନା ଅଞ୍ଚଳରେ ହସ୍ପିଟାଲରେ ପଶି ଡାକ୍ତରଙ୍କୁ ଗୁଳିକରି ନିର୍ମମ ହତ୍ୟା କରିଛନ୍ତି ଦୁର୍ବୃତ୍ତ । ଆହତ ଅବସ୍ଥାରେ ଆସି ୨ ଦୁର୍ବୃତ୍ତ କ୍ୟାବିନରେ ପଶି ଡାକ୍ତରଙ୍କୁ ଗୁଳିମାଡ଼ କରିଛନ୍ତି । ଏହାକୁ ନେଇ ପୂରା ଅଞ୍ଚଳରେ ଆତଙ୍କ ଖେଳି ଯାଇଛି । ଡ୍ରେସିଂ କରିବା ପରେ ଡାକ୍ତରଙ୍କୁ ଭେଟିବାକୁ କହିଥିଲେ ଦୁର୍ବୃତ୍ତ । ମୃତ ଡାକ୍ତରଙ୍କ ନାମ ଜାଭେଦ ବୋଲି ସୂଚନା । ତେବେ ହତ୍ୟାର କାରଣ ଜଣାପଡ଼ିନି, ସିସିଟିଭି ଆଧାରରେ ତଦନ୍ତ କରୁଛି ପୋଲିସ ।

ଆହୁରି ପଢ଼ନ୍ତୁ: ଆସନ୍ତା ୧୭ ତାରିଖରେ ହୋଇପାରେ କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ, ବାଦ୍‌ ପଡ଼ିପାରନ୍ତି ଡଜନେ ମନ୍ତ୍ରୀ

03 Oct 2024 By The Sakala

ଚିକିତ୍ସା କରାଇବାକୁ ଆସି ହସ୍ପିଟାଲରେ ଡାକ୍ତରଙ୍କୁ ଗୁଳିକରି ହତ୍ୟା

ନୂଆଦିଲ୍ଲୀ: ହସ୍ପିଟାଲରେ ଡାକ୍ତରଙ୍କୁ ଗୁଳିକରି ହତ୍ୟା । ଦିଲ୍ଲୀ ଜୋତପୁରର କାଳିନ୍ଦୀକୁଞ୍ଜ ଥାନା ଅଞ୍ଚଳରେ ହସ୍ପିଟାଲରେ ପଶି ଡାକ୍ତରଙ୍କୁ ଗୁଳିକରି ନିର୍ମମ ହତ୍ୟା କରିଛନ୍ତି ଦୁର୍ବୃତ୍ତ । ଆହତ ଅବସ୍ଥାରେ ଆସି ୨ ଦୁର୍ବୃତ୍ତ କ୍ୟାବିନରେ ପଶି ଡାକ୍ତରଙ୍କୁ ଗୁଳିମାଡ଼ କରିଛନ୍ତି । ଏହାକୁ ନେଇ ପୂରା ଅଞ୍ଚଳରେ ଆତଙ୍କ ଖେଳି ଯାଇଛି । ଡ୍ରେସିଂ କରିବା ପରେ ଡାକ୍ତରଙ୍କୁ ଭେଟିବାକୁ କହିଥିଲେ ଦୁର୍ବୃତ୍ତ । ମୃତ ଡାକ୍ତରଙ୍କ ନାମ ଜାଭେଦ ବୋଲି ସୂଚନା । ତେବେ ହତ୍ୟାର କାରଣ ଜଣାପଡ଼ିନି, ସିସିଟିଭି ଆଧାରରେ ତଦନ୍ତ କରୁଛି ପୋଲିସ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର