ନେପାଳରେ ଭୂକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୫.୦

କାଠମାଣ୍ଡୁ: ନେପାଳରେ ସନ୍ଧ୍ୟା ସମୟରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୫.୦ ଥିଲା। ବର୍ତ୍ତମାନ ଏହି ଭୂମିକମ୍ପ ଯୋଗୁଁ କୌଣସି ମୃତାହତର ଖବର ନାହିଁ। ରିପୋର୍ଟ ଅନୁଯାୟୀ, ଉତ୍ତର ଭାରତରେ ମଧ୍ୟ ଭୂମିକମ୍ପର ମୃଦୁ ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ଭୂମିକମ୍ପଟି ୨୦ କିଲୋମିଟର ଗଭୀରତାରେ ଆସିଥିଲା। ଉତ୍ତରାଖଣ୍ଡର ପିଥୋରାଗଡ଼ ଭୂମିକମ୍ପର କେନ୍ଦ୍ରସ୍ଥଳ ଥିଲା।

କାଠମାଣ୍ଡୁ: ନେପାଳରେ ସନ୍ଧ୍ୟା ସମୟରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୫.୦ ଥିଲା। ବର୍ତ୍ତମାନ ଏହି ଭୂମିକମ୍ପ ଯୋଗୁଁ କୌଣସି ମୃତାହତର ଖବର ନାହିଁ।

ରିପୋର୍ଟ ଅନୁଯାୟୀ, ଉତ୍ତର ଭାରତରେ ମଧ୍ୟ ଭୂମିକମ୍ପର ମୃଦୁ ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ଭୂମିକମ୍ପଟି ୨୦ କିଲୋମିଟର ଗଭୀରତାରେ ଆସିଥିଲା। ଉତ୍ତରାଖଣ୍ଡର ପିଥୋରାଗଡ଼ ଭୂମିକମ୍ପର କେନ୍ଦ୍ରସ୍ଥଳ ଥିଲା।

About The Author: The Sakala