ଜାପାନରେ ଭୟଙ୍କର ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୬.୧ ରେକର୍ଡ

The Sakala Picture
Published On

ଟୋକିଓ: ଜାପାନରେ ଭୂମିକମ୍ପ । ଥରି ଉଠିଲା ଦକ୍ଷିଣ-ପୂର୍ବ ଟୋକିଓ । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ରେକର୍ଡ କରାଯାଇଛି । ଶୁକ୍ରବାର ଅପରାହ୍ନ ୩ଟା ୩୩ ମିନିଟ୍ ଭୂମିକମ୍ପ ଝଟକା ଲାଗିଛି । ସେପଟେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ । ନ୍ୟାସନାଲ ସେଣ୍ଟର ଫର୍ ସିସ୍ମୋଲୋଜି ରିପୋର୍ଟ ମୁତାବକ, ଶୁକ୍ରବାର ଜାପାନର ରାଜଧାନୀ ଟୋକିଓରେ ଭୂମିକମ୍ପ ଅନୁଭୂତ ହୋଇଛି । ଏହାର କେନ୍ଦ୍ରସ୍ଥଳି ଟୋକିଓ ଠାରୁ ୧୦୬ କିଲୋମିଟର ଦକ୍ଷିଣ-ପୂର୍ବରେ ରହିଛି […]

ଟୋକିଓ: ଜାପାନରେ ଭୂମିକମ୍ପ । ଥରି ଉଠିଲା ଦକ୍ଷିଣ-ପୂର୍ବ ଟୋକିଓ । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ରେକର୍ଡ କରାଯାଇଛି । ଶୁକ୍ରବାର ଅପରାହ୍ନ ୩ଟା ୩୩ ମିନିଟ୍ ଭୂମିକମ୍ପ ଝଟକା ଲାଗିଛି । ସେପଟେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ ।

ଆହୁରି ପଢ଼ନ୍ତୁ: ଗ୍ରେଟର ନୋଏଡାରେ ଅଭାବନୀୟ ଘଟଣା: ସନ୍ଦେହଜନକ ଅବସ୍ଥାରେ ଗୋଟିଏ ପରିବାରର ୫ ମୃତ, ଶେଷଥର ଖାଇଥିଲେ ନୁଡୁଲ୍ସ

ନ୍ୟାସନାଲ ସେଣ୍ଟର ଫର୍ ସିସ୍ମୋଲୋଜି ରିପୋର୍ଟ ମୁତାବକ, ଶୁକ୍ରବାର ଜାପାନର ରାଜଧାନୀ ଟୋକିଓରେ ଭୂମିକମ୍ପ ଅନୁଭୂତ ହୋଇଛି । ଏହାର କେନ୍ଦ୍ରସ୍ଥଳି ଟୋକିଓ ଠାରୁ ୧୦୬ କିଲୋମିଟର ଦକ୍ଷିଣ-ପୂର୍ବରେ ରହିଛି । ସେହିପରି ଭୂପୃଷ୍ଠରୁ ୬୫ କିଲୋମିଟର ଗଭୀରତାରେ ରହିଛି କେନ୍ଦ୍ରସ୍ଥଳି । ତେବେ ଭୂମିକମ୍ପ ପରେ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ କୌଣସି ସୁନାମୀ ସତର୍କତା ଜାରି କରାଯାଇନାହିଁ ।

ଆହୁରି ପଢ଼ନ୍ତୁ: ୨୦୧୮ ମାନହାନି ମାମଲା: ୟୁଟ୍ୟୁବର ଧ୍ରୁବ ରାଠୀଙ୍କ ବିରୋଧରେ ଜାମିନଯୋଗ୍ୟ ୱାରେଣ୍ଟ ଜାରି କଲେ ଦିଲ୍ଲୀ କୋର୍ଟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର