ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା, ରିକ୍ଟର ସ୍କେଲରେ ତୀବ୍ରତା ୬.୭

The Sakala Picture
Published On

ନୂଆଦିଲ୍ଲୀ: ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌‌କା ଅନୁଭୂତ ହୋଇଛି । ତଲାଉଡ୍‌‌ ଦ୍ୱୀପରେ ଶକ୍ତିଶାଳୀ ଭୂକମ୍ପ ହୋଇଥିବା ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ୍‌) ରିପୋର୍ଟ କରିଛି । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୭ ରହିଛି । ତେବେ ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇଥିବା ସୂଚନା ମିଳିପାରିନାହିଁ । ଏନସିଏସ୍‌ ଅନୁଯାୟୀ ଏହି ଭୂକମ୍ପର କେନ୍ଦ୍ରସ୍ଥଳ ୮୦ କିଲୋମିଟର ଗଭୀରତାରେ ହୋଇଛି।

ଆହୁରି ପଢ଼ନ୍ତୁ: ଇରାନ ସହ ତିକ୍ତତା ମଧ୍ୟରେ ୨୫୦ ଦିନର ଲମ୍ବା ମିଶନ ପରେ ଥାଇଲାଣ୍ଡରେ ପହଞ୍ଚିଲା ଆମେରିକୀୟ ଯୁଦ୍ଧପୋତ 'ୟୁଏସଏସ ଅବ୍ରାହମ ଲିଙ୍କନ'

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର