ଭୟଙ୍କର ଭୁକମ୍ପରେ ଥରିଲା ସୋଲୋମନ ଦ୍ୱୀପ, ରିକ୍ଟର ସ୍କେଲରେ ତୀବ୍ରତା ୭.୦

The Sakala Picture
Published On

ନୂଆଦିଲ୍ଲୀ: ଇଣ୍ଡୋନେସିଆ ପରେ ଭୟଙ୍କର ଭୁମିକମ୍ପରେ ଥରିଲା ସୋଲୋମନ ଦ୍ୱୀପ । ପ୍ରଶାନ୍ତ ମହାସାଗରର ସୋଲୋମନ ଦ୍ୱୀପପୁଞ୍ଜରେ ୭.୩ ତୀବ୍ରତାର ଭୂମିକମ୍ପ ହୋଇଛି । ଭୂମିକମ୍ପ ପରେ ଏଠାରେ ସୁନାମି ଚେତାବନୀ ଦିଆଯାଇଛି । ବର୍ତ୍ତମାନ ଯାଏଁ ଭୂକମ୍ପ ଯୋଗୁଁ କୌଣସି ଧନ ଜୀବନର କ୍ଷୟକ୍ଷତିର କୌଣସି ସୂଚନା ମିଳିନାହିଁ । ଆମେରିକା ଜିଓଲୋଜିକାଲ୍ ସର୍ଭେ ରିପୋର୍ଟ ଅନୁଯାୟୀ, ମଙ୍ଗଳବାର ସକାଳ ୭:୩୩ ରେ ଭୂକମ୍ପ ଘଟିଥିଲା, ଏହାର କେନ୍ଦ୍ର ୧୦ କିଲୋମିଟର ଗଭୀରତାରେ ଥିଲା। ଭୂମିକମ୍ପରେ […]

ନୂଆଦିଲ୍ଲୀ: ଇଣ୍ଡୋନେସିଆ ପରେ ଭୟଙ୍କର ଭୁମିକମ୍ପରେ ଥରିଲା ସୋଲୋମନ ଦ୍ୱୀପ । ପ୍ରଶାନ୍ତ ମହାସାଗରର ସୋଲୋମନ ଦ୍ୱୀପପୁଞ୍ଜରେ ୭.୩ ତୀବ୍ରତାର ଭୂମିକମ୍ପ ହୋଇଛି । ଭୂମିକମ୍ପ ପରେ ଏଠାରେ ସୁନାମି ଚେତାବନୀ ଦିଆଯାଇଛି । ବର୍ତ୍ତମାନ ଯାଏଁ ଭୂକମ୍ପ ଯୋଗୁଁ କୌଣସି ଧନ ଜୀବନର କ୍ଷୟକ୍ଷତିର କୌଣସି ସୂଚନା ମିଳିନାହିଁ । ଆମେରିକା ଜିଓଲୋଜିକାଲ୍ ସର୍ଭେ ରିପୋର୍ଟ ଅନୁଯାୟୀ, ମଙ୍ଗଳବାର ସକାଳ ୭:୩୩ ରେ ଭୂକମ୍ପ ଘଟିଥିଲା, ଏହାର କେନ୍ଦ୍ର ୧୦ କିଲୋମିଟର ଗଭୀରତାରେ ଥିଲା।

ଆହୁରି ପଢ଼ନ୍ତୁ: ସୋନମ ରଘୁବଂଶୀଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟକା: ଜାମିନ ଖାରଜ, ୩ ସପ୍ତାହ ମଧ୍ୟରେ ଆତ୍ମସମର୍ପଣ ପାଇଁ ନିର୍ଦ୍ଦେଶ

ଭୂମିକମ୍ପରେ ପରେ ପ୍ରଶାସନ ପକ୍ଷରୁ ସୁନାମୀ ସତର୍କ ସୂଚନା ଦିଆଯାଇଛି । ଲୋକଙ୍କୁ ଉଚ୍ଚ ସ୍ଥାନକୁ ଚାଲି ଯିବାକୁ କୁହାଯାଇଛି । ଭୟଙ୍କର ଭୂମିକମ୍ପ ପରେ ଏଣେତେଣେ ଦୌଡ଼ିବାକୁ ଲାଗିଥିଲେ ଲୋକ । ତେବେ ଏଥିରେ କ୍ଷୟକ୍ଷତି ରିପୋର୍ଟ ଏଯାଏଁ ମିଳିପାରିନାହିଁ ।

ଆହୁରି ପଢ଼ନ୍ତୁ: ୨୬ଦିନ ପରେ ଅନଶନ ଭାଙ୍ଗିଲେ ସୋନମ୍ ୱାଙ୍ଗଚୁକ୍, ଦେଶରେ ଶାନ୍ତି ବଜାୟ ରଖିବାକୁ ୱାଙ୍ଗଚୁକ୍ କଲେ ଅପିଲ୍

ସୂଚନାଯୋଗ୍ୟ, ସୋମବାର ଇଣ୍ଡୋନେସିଆରେ ଭୂମିକମ୍ପ ଝଟକା ଲାଗିଥିଲା । ରିକ୍ଟର ସ୍କେଲରେ ତୀବ୍ରତା ୫.୫ ରେକର୍ଡ କରାଯାଇଥିଲା । ଜାଭା ଭୂକମ୍ପରେ ୧୬୨ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି । ଅନେକ ଆହତଙ୍କୁ ଉଦ୍ଧାର କରି ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି ।

ଆହୁରି ପଢ଼ନ୍ତୁ: ମୌସୁମୀର ମହାତାଣ୍ଡବ: ବର୍ଷା ଓ ବନ୍ୟାରେ ବେହାଲ ଅଧା ଭାରତ, ଅନେକ ରାଜ୍ୟକୁ ରେଡ୍ ଆଲର୍ଟ

22 Nov 2022 By The Sakala

ଭୟଙ୍କର ଭୁକମ୍ପରେ ଥରିଲା ସୋଲୋମନ ଦ୍ୱୀପ, ରିକ୍ଟର ସ୍କେଲରେ ତୀବ୍ରତା ୭.୦

ନୂଆଦିଲ୍ଲୀ: ଇଣ୍ଡୋନେସିଆ ପରେ ଭୟଙ୍କର ଭୁମିକମ୍ପରେ ଥରିଲା ସୋଲୋମନ ଦ୍ୱୀପ । ପ୍ରଶାନ୍ତ ମହାସାଗରର ସୋଲୋମନ ଦ୍ୱୀପପୁଞ୍ଜରେ ୭.୩ ତୀବ୍ରତାର ଭୂମିକମ୍ପ ହୋଇଛି । ଭୂମିକମ୍ପ ପରେ ଏଠାରେ ସୁନାମି ଚେତାବନୀ ଦିଆଯାଇଛି । ବର୍ତ୍ତମାନ ଯାଏଁ ଭୂକମ୍ପ ଯୋଗୁଁ କୌଣସି ଧନ ଜୀବନର କ୍ଷୟକ୍ଷତିର କୌଣସି ସୂଚନା ମିଳିନାହିଁ । ଆମେରିକା ଜିଓଲୋଜିକାଲ୍ ସର୍ଭେ ରିପୋର୍ଟ ଅନୁଯାୟୀ, ମଙ୍ଗଳବାର ସକାଳ ୭:୩୩ ରେ ଭୂକମ୍ପ ଘଟିଥିଲା, ଏହାର କେନ୍ଦ୍ର ୧୦ କିଲୋମିଟର ଗଭୀରତାରେ ଥିଲା।

ଭୂମିକମ୍ପରେ ପରେ ପ୍ରଶାସନ ପକ୍ଷରୁ ସୁନାମୀ ସତର୍କ ସୂଚନା ଦିଆଯାଇଛି । ଲୋକଙ୍କୁ ଉଚ୍ଚ ସ୍ଥାନକୁ ଚାଲି ଯିବାକୁ କୁହାଯାଇଛି । ଭୟଙ୍କର ଭୂମିକମ୍ପ ପରେ ଏଣେତେଣେ ଦୌଡ଼ିବାକୁ ଲାଗିଥିଲେ ଲୋକ । ତେବେ ଏଥିରେ କ୍ଷୟକ୍ଷତି ରିପୋର୍ଟ ଏଯାଏଁ ମିଳିପାରିନାହିଁ ।

ସୂଚନାଯୋଗ୍ୟ, ସୋମବାର ଇଣ୍ଡୋନେସିଆରେ ଭୂମିକମ୍ପ ଝଟକା ଲାଗିଥିଲା । ରିକ୍ଟର ସ୍କେଲରେ ତୀବ୍ରତା ୫.୫ ରେକର୍ଡ କରାଯାଇଥିଲା । ଜାଭା ଭୂକମ୍ପରେ ୧୬୨ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି । ଅନେକ ଆହତଙ୍କୁ ଉଦ୍ଧାର କରି ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର