ଚୀନରେ ଶକ୍ତିଶାଳୀ ଭୂମିକମ୍ପ: ରିକ୍ଟର ସ୍କେଲରେ ତୀବ୍ରତା ୭.୨, ଦିଲ୍ଲୀ-ଏନସିଆର ପର୍ଯ୍ୟନ୍ତ ଅନୁଭୂତ

The Sakala Picture
Published On

ନୂଆଦିଲ୍ଲୀ: ଚୀନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି । ସୋମବାର ବିଲମ୍ବିତ ରାତିରେ ଏହି ଝଟକା ଲାଗିଛି । ରିକ୍ଟର ସ୍କେଲରେ ଭୂମିକମ୍ପର ୭.୨ ରେକର୍ଡ କରାଯାଇଛି । ଏହି ଭକମ୍ପ ଝଟକା ରାଜଧାନୀ ଦିଲ୍ଲୀ-ଏନସିଆର ପର୍ଯ୍ୟନ୍ତ ଅନୁଭୂତ ହୋଇଛି । ଏହାର କେନ୍ଦ୍ରସ୍ଥଳି ନେପାଳ-ଚୀନ ସୀମାନ୍ତ ଅଞ୍ଚଳ ବୋଲି କୁହାଯାଇଛି । ଭୂମିକମ୍ପରେ ଏତେ ଭୀଷଣ ଝଟକା ଲାଗିଥିଲା ଭୟରେ ଲୋକେ ଘରୁ ବାହାରି ଆସିଥିଲେ। ନ୍ୟାସନାଲ ସେଣ୍ଟର ଫର୍ ସିସ୍ମୋଲୋଜି ଅନୁଯାୟୀ, ଚୀନର ଦକ୍ଷିଣୀ […]

ନୂଆଦିଲ୍ଲୀ: ଚୀନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି । ସୋମବାର ବିଲମ୍ବିତ ରାତିରେ ଏହି ଝଟକା ଲାଗିଛି । ରିକ୍ଟର ସ୍କେଲରେ ଭୂମିକମ୍ପର ୭.୨ ରେକର୍ଡ କରାଯାଇଛି । ଏହି ଭକମ୍ପ ଝଟକା ରାଜଧାନୀ ଦିଲ୍ଲୀ-ଏନସିଆର ପର୍ଯ୍ୟନ୍ତ ଅନୁଭୂତ ହୋଇଛି । ଏହାର କେନ୍ଦ୍ରସ୍ଥଳି ନେପାଳ-ଚୀନ ସୀମାନ୍ତ ଅଞ୍ଚଳ ବୋଲି କୁହାଯାଇଛି । ଭୂମିକମ୍ପରେ ଏତେ ଭୀଷଣ ଝଟକା ଲାଗିଥିଲା ଭୟରେ ଲୋକେ ଘରୁ ବାହାରି ଆସିଥିଲେ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଶେଷ ହେଉଛି ଆମେରିକା-ଇରାନ ଅସ୍ତ୍ରବିରତି ଅବଧି: ପୁଣି ଯୁଦ୍ଧ ଆରମ୍ଭ ହେବ ନା ଆଲୋଚନାକୁ ଆସିବ ଇରାନ?

ନ୍ୟାସନାଲ ସେଣ୍ଟର ଫର୍ ସିସ୍ମୋଲୋଜି ଅନୁଯାୟୀ, ଚୀନର ଦକ୍ଷିଣୀ ଝଞ୍ଜିୟାଙ୍ଗ ସହର ଭୂମିକମ୍ପ ଝଟକା ଲିଗଛି । ଏହାର କେନ୍ଦ୍ରସ୍ଥଳି ଭୂପୃଷ୍ଠରୁ ୮୦ କିଲୋମିଟର ଗଭୀରତାରେ ରହିଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୨ ରେକର୍ଡ କରାଯାଇଛି ।

ଆହୁରି ପଢ଼ନ୍ତୁ: ମୋତିହାରୀରେ ହାଇ ଭୋଲଟେଜ୍ ଡ୍ରାମା: ଦେଢଶୁରଙ୍କୁ ଜେଲରୁ ବଞ୍ଚାଇବା ପାଇଁ ଟାୱାର ଉପରେ ଚଢ଼ିଗଲେ ମହିଳା, ଦେଲେ ଆତ୍ମହତ୍ୟା ଧମକ

23 Jan 2024 By The Sakala

ଚୀନରେ ଶକ୍ତିଶାଳୀ ଭୂମିକମ୍ପ: ରିକ୍ଟର ସ୍କେଲରେ ତୀବ୍ରତା ୭.୨, ଦିଲ୍ଲୀ-ଏନସିଆର ପର୍ଯ୍ୟନ୍ତ ଅନୁଭୂତ

ନୂଆଦିଲ୍ଲୀ: ଚୀନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି । ସୋମବାର ବିଲମ୍ବିତ ରାତିରେ ଏହି ଝଟକା ଲାଗିଛି । ରିକ୍ଟର ସ୍କେଲରେ ଭୂମିକମ୍ପର ୭.୨ ରେକର୍ଡ କରାଯାଇଛି । ଏହି ଭକମ୍ପ ଝଟକା ରାଜଧାନୀ ଦିଲ୍ଲୀ-ଏନସିଆର ପର୍ଯ୍ୟନ୍ତ ଅନୁଭୂତ ହୋଇଛି । ଏହାର କେନ୍ଦ୍ରସ୍ଥଳି ନେପାଳ-ଚୀନ ସୀମାନ୍ତ ଅଞ୍ଚଳ ବୋଲି କୁହାଯାଇଛି । ଭୂମିକମ୍ପରେ ଏତେ ଭୀଷଣ ଝଟକା ଲାଗିଥିଲା ଭୟରେ ଲୋକେ ଘରୁ ବାହାରି ଆସିଥିଲେ।

ନ୍ୟାସନାଲ ସେଣ୍ଟର ଫର୍ ସିସ୍ମୋଲୋଜି ଅନୁଯାୟୀ, ଚୀନର ଦକ୍ଷିଣୀ ଝଞ୍ଜିୟାଙ୍ଗ ସହର ଭୂମିକମ୍ପ ଝଟକା ଲିଗଛି । ଏହାର କେନ୍ଦ୍ରସ୍ଥଳି ଭୂପୃଷ୍ଠରୁ ୮୦ କିଲୋମିଟର ଗଭୀରତାରେ ରହିଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୨ ରେକର୍ଡ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର