ବଙ୍ଗୋପସାଗରରେ ଭୂକମ୍ପ ଝଟ୍‌କା, ୫.୧ ତୀବ୍ରତା ରେକର୍ଡ

The Sakala Picture
Published On

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ଭୂକମ୍ପ ଝଟ୍‌କା । ସମୁୂଦ୍ର ଭିତରେ ଅନୁଭୂତ ହୋଇଛି ଏହି ଭୂକମ୍ପ । ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୫.୧ ରହିଛି । ସମୁଦ୍ର ଭିତରେ ହୋଇଥିବା ଏହି ଭୂକମ୍ପ ଝଟ୍‌କା ନେଇ ସୂଚନା ଦେଇଛି ନ୍ୟାସନାଲ ସେଣ୍ଟର ଫର୍ ସେସମୋଲଜି (NCS)। ଆଜି ସକାଳ ୮ଟା ୩୨ରେ ଏହି ଭୂକମ୍ପ ଅନୁଭୂତ ହୋଇଥିବା ଜଣାପଡ଼ିଛି। ଏହାର ପ୍ରଭାବରେ ଢାକାରେ ମଧ୍ୟ୍ ଅନୁଭୂତ ହୋଇଛି । ଢାକାରେ ମୃଦୁ ଭୂକମ୍ପ ହୋଇଥିବା ସୂଚନା ମିଳିଛି […]

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ଭୂକମ୍ପ ଝଟ୍‌କା । ସମୁୂଦ୍ର ଭିତରେ ଅନୁଭୂତ ହୋଇଛି ଏହି ଭୂକମ୍ପ । ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୫.୧ ରହିଛି । ସମୁଦ୍ର ଭିତରେ ହୋଇଥିବା ଏହି ଭୂକମ୍ପ ଝଟ୍‌କା ନେଇ ସୂଚନା ଦେଇଛି ନ୍ୟାସନାଲ ସେଣ୍ଟର ଫର୍ ସେସମୋଲଜି (NCS)। ଆଜି ସକାଳ ୮ଟା ୩୨ରେ ଏହି ଭୂକମ୍ପ ଅନୁଭୂତ ହୋଇଥିବା ଜଣାପଡ଼ିଛି। ଏହାର ପ୍ରଭାବରେ ଢାକାରେ ମଧ୍ୟ୍ ଅନୁଭୂତ ହୋଇଛି । ଢାକାରେ ମୃଦୁ ଭୂକମ୍ପ ହୋଇଥିବା ସୂଚନା ମିଳିଛି । ଭୂମିକମ୍ପର କେନ୍ଦ୍ରସ୍ଥଳ ଢାକାର ଦକ୍ଷିଣପଶ୍ଚିମଠାରୁ ୫୩୯ କିମି ଦୂରରେ ରହିଛି । ଏହା କୋକ୍ସ ବଜାରର ଦକ୍ଷିଣ ପୂର୍ବକୁ ୩୪୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଥିବା ନ୍ୟାସନାଲ ସେଣ୍ଟର ଫର ସେସମୋଲଜି ପକ୍ଷରୁ ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ଗୋରଖପୁରରେ ନୃଶଂସ କାଣ୍ଡ: କୁରାଢ଼ିରେ ସ୍ତ୍ରୀକୁ ହାଣି ହତ୍ୟା କଲା ସ୍ୱାମୀ, ପୁଅକୁ ମାରିବାକୁ ଗୋଡ଼ାଇ ନିଜେ ପୋଲିସକୁ କଲା ଫୋନ୍

05 Dec 2022 By The Sakala

ବଙ୍ଗୋପସାଗରରେ ଭୂକମ୍ପ ଝଟ୍‌କା, ୫.୧ ତୀବ୍ରତା ରେକର୍ଡ

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ଭୂକମ୍ପ ଝଟ୍‌କା । ସମୁୂଦ୍ର ଭିତରେ ଅନୁଭୂତ ହୋଇଛି ଏହି ଭୂକମ୍ପ । ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୫.୧ ରହିଛି । ସମୁଦ୍ର ଭିତରେ ହୋଇଥିବା ଏହି ଭୂକମ୍ପ ଝଟ୍‌କା ନେଇ ସୂଚନା ଦେଇଛି ନ୍ୟାସନାଲ ସେଣ୍ଟର ଫର୍ ସେସମୋଲଜି (NCS)। ଆଜି ସକାଳ ୮ଟା ୩୨ରେ ଏହି ଭୂକମ୍ପ ଅନୁଭୂତ ହୋଇଥିବା ଜଣାପଡ଼ିଛି। ଏହାର ପ୍ରଭାବରେ ଢାକାରେ ମଧ୍ୟ୍ ଅନୁଭୂତ ହୋଇଛି । ଢାକାରେ ମୃଦୁ ଭୂକମ୍ପ ହୋଇଥିବା ସୂଚନା ମିଳିଛି । ଭୂମିକମ୍ପର କେନ୍ଦ୍ରସ୍ଥଳ ଢାକାର ଦକ୍ଷିଣପଶ୍ଚିମଠାରୁ ୫୩୯ କିମି ଦୂରରେ ରହିଛି । ଏହା କୋକ୍ସ ବଜାରର ଦକ୍ଷିଣ ପୂର୍ବକୁ ୩୪୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଥିବା ନ୍ୟାସନାଲ ସେଣ୍ଟର ଫର ସେସମୋଲଜି ପକ୍ଷରୁ ସୂଚନା ମିଳିଛି ।

https://www.thesakala.in/national-international/earthquake-strikes-in-bay-of-bengal-5-1-intensity-record/article-17092
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର