ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା, ରିକ୍ଟର ସ୍କେଲରେ ୬.୯ ତୀବ୍ରତା ରେକର୍ଡ

The Sakala Picture
Published On

ନୂଆଦିଲ୍ଲୀ: ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା । ରିକ୍ଟର ସ୍କେଲରେ ୬.୯ ତୀବ୍ରତା ରେକର୍ଡ । ବର୍ତ୍ତମାନ ଯାଏଁ କୌଣସି କ୍ଷୟକ୍ଷତିରେ ସୂଚନା ନାହିଁ । ନ୍ୟାସନାଲ ସେଣ୍ଟର ଫର ସିସ୍ମୋଲୋଜି ମୁତାବକ, ଇଣ୍ଡୋନେସିଆରେ ୬.୯ ତୀବ୍ରତାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ସକାଳ ୧୦.୨୩ ସମୟରେ ବାନ୍ଦା ସାଗରେ ଏହି ଝଟ୍‌କା ଅନୁଭୂତ ହୋଇଥିଲା ।ଏପିିରିକି ଲୋକେ ଘର ବାହାରକୁ ଚାଲିଆସିଥିଲେ । କିନ୍ତୁ ଏବେ ସୁଦ୍ଧା କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ । ସେପଟେ ପୁରା […]

ନୂଆଦିଲ୍ଲୀ: ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା । ରିକ୍ଟର ସ୍କେଲରେ ୬.୯ ତୀବ୍ରତା ରେକର୍ଡ । ବର୍ତ୍ତମାନ ଯାଏଁ କୌଣସି କ୍ଷୟକ୍ଷତିରେ ସୂଚନା ନାହିଁ ।

ଆହୁରି ପଢ଼ନ୍ତୁ: ପାକିସ୍ତାନରେ କ୍ଷମତା ଯୁଦ୍ଧ: ଇମ୍ରାନ ବନାମ ସରକାରଙ୍କ ଲଢ଼େଇରେ ଭୁସୁଡ଼ୁଛି ଦେଶର ଅର୍ଥନୀତି

ନ୍ୟାସନାଲ ସେଣ୍ଟର ଫର ସିସ୍ମୋଲୋଜି ମୁତାବକ, ଇଣ୍ଡୋନେସିଆରେ ୬.୯ ତୀବ୍ରତାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ସକାଳ ୧୦.୨୩ ସମୟରେ ବାନ୍ଦା ସାଗରେ ଏହି ଝଟ୍‌କା ଅନୁଭୂତ ହୋଇଥିଲା ।ଏପିିରିକି ଲୋକେ ଘର ବାହାରକୁ ଚାଲିଆସିଥିଲେ । କିନ୍ତୁ ଏବେ ସୁଦ୍ଧା କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ । ସେପଟେ ପୁରା ଇଣ୍ଡୋନେସିଆରେ ସୁନାମୀ ନେଇ ସତର୍କ ସୂଚନା ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ସାଉଦି ଆରବର କିଙ୍ଗ ଫାହଦ ବିମାନବନ୍ଦର ଉପରେ ଅତର୍କିତ ଡ୍ରୋନ୍ ଆକ୍ରମଣ: ଏକାଧିକ ବିମାନର ଗତିପଥ ପରିବର୍ତ୍ତନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର