ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା
ନୂଆଦିଲ୍ଲୀ: ଆଜି ସକାଳେ ଦିଲ୍ଲୀ ଏନସିଆରରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି । ତୀବ୍ରତା ୪.୧ ରହିଥିବା ଜଣାପଡିଛି । ଭୂକମ୍ପର କେନ୍ଦ୍ରସ୍ଥଳ ହରିୟାଣାର ରେୱାଡିରେ ଥିଲା । ଫଳରେ ଲୋକେ ୟରେ ଘର ବାହାରକୁ ଦୌଡିଥିଲେ । କିନ୍ତୁ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ନାହିଁ । ସୂଚନାନୁଯାୟୀ, ଆଜି ସକାଳ ୯.୪ ମିନିଟରେ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା । ଯାହାର କେନ୍ଦ୍ରସ୍ଥଳ ରେୱାଡିର ଗୁରୁଗ୍ରାମଠାରୁ ୪ କିଲୋମିଟର ଦୂରରେ ଥିଲା । ଯାହାଦ୍ବାରା […]
ନୂଆଦିଲ୍ଲୀ: ଆଜି ସକାଳେ ଦିଲ୍ଲୀ ଏନସିଆରରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି । ତୀବ୍ରତା ୪.୧ ରହିଥିବା ଜଣାପଡିଛି । ଭୂକମ୍ପର କେନ୍ଦ୍ରସ୍ଥଳ ହରିୟାଣାର ରେୱାଡିରେ ଥିଲା । ଫଳରେ ଲୋକେ ୟରେ ଘର ବାହାରକୁ ଦୌଡିଥିଲେ । କିନ୍ତୁ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ନାହିଁ ।
ଆହୁରି ପଢ଼ନ୍ତୁ: ନେପାଳ ବନ୍ୟା ବିଭୀଷିକା: ସୁଡ଼ଙ୍ଗରେ ଫସିଛନ୍ତି ଶତାଧିକ ଶ୍ରମିକ, ଜୀବନ ବଞ୍ଚାଇବାକୁ ଚାଲିଛି ଆପ୍ରାଣ ଚେଷ୍ଟା
ସୂଚନାନୁଯାୟୀ, ଆଜି ସକାଳ ୯.୪ ମିନିଟରେ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା । ଯାହାର କେନ୍ଦ୍ରସ୍ଥଳ ରେୱାଡିର ଗୁରୁଗ୍ରାମଠାରୁ ୪ କିଲୋମିଟର ଦୂରରେ ଥିଲା । ଯାହାଦ୍ବାରା ପୁରା ହରିୟାଣା, ପଞ୍ଜାବର କିଛି ସ୍ଥାନ ଏବଂ ଦିଲ୍ଲୀ ଏନସିଆରରେ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା ।
ଆହୁରି ପଢ଼ନ୍ତୁ: ନେପାଳକୁ ପ୍ରତି ବିପଦର ଆଗୁଆ ସୂଚନା ଦେବ ଚୀନ୍!






