ଭୂକମ୍ପରେ ଥରିଲା ମହାରାଷ୍ଟ୍ର, ରିକ୍ଟର ସ୍କେଲରେ ତ୍ରୀବ୍ରତା ୪.୫ ଓ ୩.୬

The Sakala Picture
Published On

ମୁମ୍ୱାଇ: ଆଜି ସକାଳୁ ଭୂକମ୍ପରେ ଥରିଲା ମହାରାଷ୍ଟ୍ରର ହିଂଗୋଲ । ୧୦ ମିନିଟରେ ଲଗାତାର ଦୁଇ ଥର ଭୂକମ୍ପ ଝଟକା ଅନୁଭୂତ ହୋଇଛି।  ରିକ୍ଟର  ସ୍କେଲରେ ଭୂକମ୍ପର ତୀବ୍ରତା ୪.୫ ଓ ୩.୬ ଥିଲା । ଭୂକମ୍ପର ପ୍ରଥମ ଝଟକା ସକାଳ ୬ଟା ୮ ମିନିଟରେ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫ ରହିଥିଲା । ସେହିପରି ଭୂକମ୍ପର ଦ୍ୱତୀୟ ଝଟକା  ସକାଳେ ୬ଟା ୧୯ ମିନିଟରେ ଅନୁଭୂତ ହୋଇଥିଲା । ରିକ୍ଟର […]

ମୁମ୍ୱାଇ: ଆଜି ସକାଳୁ ଭୂକମ୍ପରେ ଥରିଲା ମହାରାଷ୍ଟ୍ରର ହିଂଗୋଲ । ୧୦ ମିନିଟରେ ଲଗାତାର ଦୁଇ ଥର ଭୂକମ୍ପ ଝଟକା ଅନୁଭୂତ ହୋଇଛି।  ରିକ୍ଟର  ସ୍କେଲରେ ଭୂକମ୍ପର ତୀବ୍ରତା ୪.୫ ଓ ୩.୬ ଥିଲା । ଭୂକମ୍ପର ପ୍ରଥମ ଝଟକା ସକାଳ ୬ଟା ୮ ମିନିଟରେ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫ ରହିଥିଲା । ସେହିପରି ଭୂକମ୍ପର ଦ୍ୱତୀୟ ଝଟକା  ସକାଳେ ୬ଟା ୧୯ ମିନିଟରେ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୬ ଥିଲା ।

ଆହୁରି ପଢ଼ନ୍ତୁ: ସୋନମ ରଘୁବଂଶୀଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟକା: ଜାମିନ ଖାରଜ, ୩ ସପ୍ତାହ ମଧ୍ୟରେ ଆତ୍ମସମର୍ପଣ ପାଇଁ ନିର୍ଦ୍ଦେଶ

21 Mar 2024 By The Sakala

ଭୂକମ୍ପରେ ଥରିଲା ମହାରାଷ୍ଟ୍ର, ରିକ୍ଟର ସ୍କେଲରେ ତ୍ରୀବ୍ରତା ୪.୫ ଓ ୩.୬

ମୁମ୍ୱାଇ: ଆଜି ସକାଳୁ ଭୂକମ୍ପରେ ଥରିଲା ମହାରାଷ୍ଟ୍ରର ହିଂଗୋଲ । ୧୦ ମିନିଟରେ ଲଗାତାର ଦୁଇ ଥର ଭୂକମ୍ପ ଝଟକା ଅନୁଭୂତ ହୋଇଛି।  ରିକ୍ଟର  ସ୍କେଲରେ ଭୂକମ୍ପର ତୀବ୍ରତା ୪.୫ ଓ ୩.୬ ଥିଲା । ଭୂକମ୍ପର ପ୍ରଥମ ଝଟକା ସକାଳ ୬ଟା ୮ ମିନିଟରେ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫ ରହିଥିଲା । ସେହିପରି ଭୂକମ୍ପର ଦ୍ୱତୀୟ ଝଟକା  ସକାଳେ ୬ଟା ୧୯ ମିନିଟରେ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୬ ଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର