ମୁମ୍ୱାଇ: ଆଜି ସକାଳୁ ଭୂକମ୍ପରେ ଥରିଲା ମହାରାଷ୍ଟ୍ରର ହିଂଗୋଲ । ୧୦ ମିନିଟରେ ଲଗାତାର ଦୁଇ ଥର ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୫ ଓ ୩.୬ ଥିଲା । ଭୂକମ୍ପର ପ୍ରଥମ ଝଟକା ସକାଳ ୬ଟା ୮ ମିନିଟରେ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫ ରହିଥିଲା । ସେହିପରି ଭୂକମ୍ପର ଦ୍ୱତୀୟ ଝଟକା ସକାଳେ ୬ଟା ୧୯ ମିନିଟରେ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୬ ଥିଲା ।
ଭୂକମ୍ପରେ ଥରିଲା ମହାରାଷ୍ଟ୍ର, ରିକ୍ଟର ସ୍କେଲରେ ତ୍ରୀବ୍ରତା ୪.୫ ଓ ୩.୬
ମୁମ୍ୱାଇ: ଆଜି ସକାଳୁ ଭୂକମ୍ପରେ ଥରିଲା ମହାରାଷ୍ଟ୍ରର ହିଂଗୋଲ । ୧୦ ମିନିଟରେ ଲଗାତାର ଦୁଇ ଥର ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୫ ଓ ୩.୬ ଥିଲା । ଭୂକମ୍ପର ପ୍ରଥମ ଝଟକା ସକାଳ ୬ଟା ୮ ମିନିଟରେ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫ ରହିଥିଲା । ସେହିପରି ଭୂକମ୍ପର ଦ୍ୱତୀୟ ଝଟକା ସକାଳେ ୬ଟା ୧୯ ମିନିଟରେ ଅନୁଭୂତ ହୋଇଥିଲା । ରିକ୍ଟର […]