ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା: ମୁଖ୍ୟମନ୍ତ୍ରୀ ଚନିଙ୍କ ପୁତୁରାଙ୍କୁ ଗିରଫ କଲା ଇଡି

The Sakala Picture
Published On

ଅମୃତସର: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂହ ଚନ୍ନିଙ୍କୁ ଝଟକା । ତାଙ୍କ ପୁତୁରା ଭୂପିନ୍ଦର ସିଂହ ହନିଙ୍କୁ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ବେଆଇନ ବାଲି ଖନନ ମାମଲାରେ ଆର୍ଥିକ ଅନିୟମିତତା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି । ଗତକାଲି ମଧ୍ୟରାତ୍ରିରେ ଇଡି ଭୂପିନ୍ଦର ସିଂହ ହନୀଙ୍କୁ ଗିରଫ କରିଛି । ସୂଚନା ଅନୁଯାୟୀ, ଗତକାଲି ଇଡିର ଅଧିକାରୀ ମୋହାଲିରେ ଥିବା ହନିଙ୍କ ହିମଲ୍ୟାଣ୍ଡ ସୋସାଇଟି ଫ୍ଲାଟରେ ପହଞ୍ଚିଥିଲା । […]

ଅମୃତସର: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂହ ଚନ୍ନିଙ୍କୁ ଝଟକା । ତାଙ୍କ ପୁତୁରା ଭୂପିନ୍ଦର ସିଂହ ହନିଙ୍କୁ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ବେଆଇନ ବାଲି ଖନନ ମାମଲାରେ ଆର୍ଥିକ ଅନିୟମିତତା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି । ଗତକାଲି ମଧ୍ୟରାତ୍ରିରେ ଇଡି ଭୂପିନ୍ଦର ସିଂହ ହନୀଙ୍କୁ ଗିରଫ କରିଛି ।

ଆହୁରି ପଢ଼ନ୍ତୁ: ବିଜନୌରରେ ଚାଞ୍ଚଲ୍ୟ: କ୍ଲିନିକ ଭିତରେ ପଶି ଡାକ୍ତରଙ୍କୁ ଗୁଳି କରି ହତ୍ୟା, ବାଇକ ଛାଡ଼ି ଫେରାର ହେଲା ଦୁର୍ବୃତ୍ତ

ସୂଚନା ଅନୁଯାୟୀ, ଗତକାଲି ଇଡିର ଅଧିକାରୀ ମୋହାଲିରେ ଥିବା ହନିଙ୍କ ହିମଲ୍ୟାଣ୍ଡ ସୋସାଇଟି ଫ୍ଲାଟରେ ପହଞ୍ଚିଥିଲା । ତାଙ୍କୁ ମାରାଥାନ ଜେରା କରାଯାଇଥିଲା । ୮ ଘଣ୍ଟା ଧରି ଜେରା କରାଯିବା ପରେ ବିଳମ୍ବିତ ରାତିରେ ହନିଙ୍କୁ ଗିରଫ କରାଯାଇଥିଲା । ଗତ ସପ୍ତାହରେ ଇଡି ହନିଙ୍କ ଫ୍ଲାଟରେ ରେଡ୍‌ କରିଥିଲା । ଏହି ସମୟରେ ତାଙ୍କ ଘରୁ ୧୦ କୋଟି ଟଙ୍କାର ସମ୍ପତ୍ତି ଜବତ କରିଥିଲା । ହନିଙ୍କ ସହଯୋଗୀଙ୍କ ଘରେ ବି ରେଡ୍ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।

ଆହୁରି ପଢ଼ନ୍ତୁ: ମିରଟ ହତ୍ୟାକାଣ୍ଡର ବଡ଼ ଖୁଲାସା: ଅର୍ଚିତା ନୁହେଁ, ମୃତ ମହିଳା ହେଲେ ତୁର୍କମେନିସ୍ତାନର 'ମହବତ'

04 Feb 2022 By The Sakala

ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା: ମୁଖ୍ୟମନ୍ତ୍ରୀ ଚନିଙ୍କ ପୁତୁରାଙ୍କୁ ଗିରଫ କଲା ଇଡି

ଅମୃତସର: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂହ ଚନ୍ନିଙ୍କୁ ଝଟକା । ତାଙ୍କ ପୁତୁରା ଭୂପିନ୍ଦର ସିଂହ ହନିଙ୍କୁ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ବେଆଇନ ବାଲି ଖନନ ମାମଲାରେ ଆର୍ଥିକ ଅନିୟମିତତା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି । ଗତକାଲି ମଧ୍ୟରାତ୍ରିରେ ଇଡି ଭୂପିନ୍ଦର ସିଂହ ହନୀଙ୍କୁ ଗିରଫ କରିଛି ।

ସୂଚନା ଅନୁଯାୟୀ, ଗତକାଲି ଇଡିର ଅଧିକାରୀ ମୋହାଲିରେ ଥିବା ହନିଙ୍କ ହିମଲ୍ୟାଣ୍ଡ ସୋସାଇଟି ଫ୍ଲାଟରେ ପହଞ୍ଚିଥିଲା । ତାଙ୍କୁ ମାରାଥାନ ଜେରା କରାଯାଇଥିଲା । ୮ ଘଣ୍ଟା ଧରି ଜେରା କରାଯିବା ପରେ ବିଳମ୍ବିତ ରାତିରେ ହନିଙ୍କୁ ଗିରଫ କରାଯାଇଥିଲା । ଗତ ସପ୍ତାହରେ ଇଡି ହନିଙ୍କ ଫ୍ଲାଟରେ ରେଡ୍‌ କରିଥିଲା । ଏହି ସମୟରେ ତାଙ୍କ ଘରୁ ୧୦ କୋଟି ଟଙ୍କାର ସମ୍ପତ୍ତି ଜବତ କରିଥିଲା । ହନିଙ୍କ ସହଯୋଗୀଙ୍କ ଘରେ ବି ରେଡ୍ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର