ଅଭିନେତ୍ରୀ ୟାମି ଗୌତମଙ୍କୁ ଇଡିର ସମନ

The Sakala Picture
Published On

ମୁମ୍ବାଇ: ଅର୍ଥ ହେରଫେର ମାମଲାରେ ଅଭିନେତ୍ରୀ ୟାମି ଗୌତମଙ୍କୁ ଆଜି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସମନ କରିଛି। ବୈଦେଶିକ ବିନିମୟ ପରିଚାଳନା ଆଇନ (ଫେମା) ଉଲ୍ଲଂଘନ ଅଭିଯୋଗରେ ଅଭିନେତ୍ରୀଙ୍କୁ ଇଡି ପଚରାଉଚରା ପାଇଁ ଡକାଇଥିବା ଜଣାପଡ଼ିଛି। Mumbai: Enforcement Directorate (ED) summons actor Yami Gautam, asking her to appear before them next week to record her statement in connection with alleged irregularities under FEMA (Foreign Exchange […]

ମୁମ୍ବାଇ: ଅର୍ଥ ହେରଫେର ମାମଲାରେ ଅଭିନେତ୍ରୀ ୟାମି ଗୌତମଙ୍କୁ ଆଜି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସମନ କରିଛି। ବୈଦେଶିକ ବିନିମୟ ପରିଚାଳନା ଆଇନ (ଫେମା) ଉଲ୍ଲଂଘନ ଅଭିଯୋଗରେ ଅଭିନେତ୍ରୀଙ୍କୁ ଇଡି ପଚରାଉଚରା ପାଇଁ ଡକାଇଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ସିଜେପିର ବିକ୍ଷୋଭ ପୂର୍ବରୁ ଗୁରୁଗ୍ରାମରେ ୟୁଟ୍ୟୁବର ଧ୍ରୁବ ରାଠୀ ଅଟକ


ନିକଟରେ ଚଳଚ୍ଚିତ୍ର ନିର୍ମାତା ଆଦିତ୍ୟ ଧରଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ୟାମି। ସୂଚନା ଅନୁଯାୟୀ ୟାମି ଫେମା ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ଇଡିର ଜୋନ୍ ୨ ଦ୍ୱାରା ଏହି ମାମଲାର ଅନୁସନ୍ଧାନ କରାଯାଉଛି। ଏହା ଦ୍ୱିତୀୟ ଥର ପାଇଁ ଅଭିନେତ୍ରୀଙ୍କୁ ଇଡି ଡକାଇଥିବା ଜଣାପଡ଼ିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର