ଆଜି ଘୋଷଣା ହୋଇପାରେ ଗୁଜରାଟ ଓ ହିମାଚଳପ୍ରଦେଶ ନିର୍ବାଚନ ତାରିଖ

The Sakala Picture
Published On

ନୂଆଦିଲ୍ଲୀ: ଆଜି ଘୋଷଣା ହୋଇପାରେ ଗୁଜରାଟ ଓ ହିମାଚଳପ୍ରଦେଶ ନିର୍ବାଚନ ତାରିଖ । ଏନେଇ ଅପରାହ୍ନ ୩ଟାରେ ନିର୍ବାଚନ କମିଶନର ପ୍ରେସମିଟ୍ କରିବେ ବୋଲି ଜଣାପଡ଼ିଛି। ଦିଲ୍ଲୀର ବିଜ୍ଞାନ ଭବନରେ ଭାରତୀୟ ନିର୍ବାଚନ ଆୟୋଗଙ୍କ ପ୍ରେସ କନଫରେନ୍ସ ଡକାଯାଇଛି। ସାମ୍ବାଦିକ ସମ୍ମିଳନୀରେ ଗୁଜରାଟ ଓ ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରିପାରନ୍ତି ନିର୍ବାଚନ ଆୟୋଗ । ଆସନ୍ତା ନଭେମ୍ବରରେ ହିମାଚଳ ପ୍ରଦେଶ ବିଧାନସଭା କାର୍ଯ୍ଯକାଳ ଶେଷ ହେଉଥିବା ବେଳେ ଡିସେମ୍ବରର ଗୁଜରାଟ ବିଧାନସଭା କାର୍ୟ୍ୟକାଳ ଶେଷ […]

ନୂଆଦିଲ୍ଲୀ: ଆଜି ଘୋଷଣା ହୋଇପାରେ ଗୁଜରାଟ ଓ ହିମାଚଳପ୍ରଦେଶ ନିର୍ବାଚନ ତାରିଖ । ଏନେଇ ଅପରାହ୍ନ ୩ଟାରେ ନିର୍ବାଚନ କମିଶନର ପ୍ରେସମିଟ୍ କରିବେ ବୋଲି ଜଣାପଡ଼ିଛି। ଦିଲ୍ଲୀର ବିଜ୍ଞାନ ଭବନରେ ଭାରତୀୟ ନିର୍ବାଚନ ଆୟୋଗଙ୍କ ପ୍ରେସ କନଫରେନ୍ସ ଡକାଯାଇଛି। ସାମ୍ବାଦିକ ସମ୍ମିଳନୀରେ ଗୁଜରାଟ ଓ ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରିପାରନ୍ତି ନିର୍ବାଚନ ଆୟୋଗ । ଆସନ୍ତା ନଭେମ୍ବରରେ ହିମାଚଳ ପ୍ରଦେଶ ବିଧାନସଭା କାର୍ଯ୍ଯକାଳ ଶେଷ ହେଉଥିବା ବେଳେ ଡିସେମ୍ବରର ଗୁଜରାଟ ବିଧାନସଭା କାର୍ୟ୍ୟକାଳ ଶେଷ ହେବ ।

ଆହୁରି ପଢ଼ନ୍ତୁ: ଆମେରିକାରେ ପିଲାଙ୍କ ପାସପୋର୍ଟ ନିୟମରେ ହୋଇପାରେ ପରିବର୍ତ୍ତନ: ବାପା-ମା'ଙ୍କୁ ଦେବାକୁ ପଡ଼ିବ ନାଗରିକତ୍ୱର ପ୍ରମାଣ

୨୦୧୭ ନିର୍ବାଚନରେ ଗୁଜରାଟରେ ବିଜେପି ୯୯ ଆସନରେ ବିଜୟୀ ହୋଇଥିବା ବେଳେ କଂଗ୍ରେସକୁ ୭୭ ସିଟ୍ ମିଳିଥିଲା । ସେହିପରି ହିମାଚଳରେ ବି ମୋଟ ୬୮ ସିଟରୁ ୪୪ ସିଟରେ ବିଜୟୀ ହୋଇଥିଲା ବିଜେପି ।

ଆହୁରି ପଢ଼ନ୍ତୁ: ପଞ୍ଜାବ ଭୋଟର ତାଲିକାରୁ କଟିଲା ରାଘବ ଚଢ଼ାଙ୍କ ନାଁ: ଆଣିଲେ ରାଜନୈତିକ ଷଡ଼ଯନ୍ତ୍ରର ଅଭିଯୋଗ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର