ନୂଆଦିଲ୍ଲୀ: ୪ ରାଜ୍ୟର ୫ ବିଧାନସଭା ଆସନରେ ଉପନିର୍ବାଚନ ନେଇ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ଗୁଜରାଟର କାଦି ଏବଂ ବିସାବଦର ବିଧାନସଭା ଆସନ, କେରଳର ନିଲାମ୍ବୁର, ପଞ୍ଜାବର ଲୁଧିଆନା ଏବଂ ପଶ୍ଚିମବଙ୍ଗର କାଲିଗଞ୍ଜ ବିଧାନସଭା ଆସନରେ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଉପନିର୍ବାଚନ ପାଇଁ ମତଦାନ ତାରିଖ ଜୁନ୍ ୧୯ ସ୍ଥିର କରାଯାଇଛି। ଫଳାଫଳ ଜୁନ୍ ୨୩ ତାରିଖରେ ଆସିବ। ଭାରତୀୟ ନିର୍ବାଚନ କମିଶନ ଗୁଜରାଟ, କେରଳ, ପଞ୍ଜାବ ଏବଂ ପଶ୍ଚିମବଙ୍ଗର ୫ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ସମସ୍ତ ପାଞ୍ଚଟି ଆସନ ଇସ୍ତଫା କିମ୍ବା ମୃତ୍ୟୁ ଯୋଗୁଁ ଖାଲି ପଡ଼ିଥିଲା।
୪ ରାଜ୍ୟର ପାଞ୍ଚଟି ବିଧାନସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା
ନୂଆଦିଲ୍ଲୀ: ୪ ରାଜ୍ୟର ୫ ବିଧାନସଭା ଆସନରେ ଉପନିର୍ବାଚନ ନେଇ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ଗୁଜରାଟର କାଦି ଏବଂ ବିସାବଦର ବିଧାନସଭା ଆସନ, କେରଳର ନିଲାମ୍ବୁର, ପଞ୍ଜାବର ଲୁଧିଆନା ଏବଂ ପଶ୍ଚିମବଙ୍ଗର କାଲିଗଞ୍ଜ ବିଧାନସଭା ଆସନରେ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଉପନିର୍ବାଚନ ପାଇଁ ମତଦାନ ତାରିଖ ଜୁନ୍ ୧୯ ସ୍ଥିର କରାଯାଇଛି। ଫଳାଫଳ ଜୁନ୍ ୨୩ ତାରିଖରେ ଆସିବ। ଭାରତୀୟ ନିର୍ବାଚନ କମିଶନ ଗୁଜରାଟ, କେରଳ, ପଞ୍ଜାବ ଏବଂ ପଶ୍ଚିମବଙ୍ଗର ୫ଟି ବିଧାନସଭା […]