ଇଲେକ୍ଟୋରାଲ ବଣ୍ଡ ତଥ୍ୟ ସାର୍ବଜନୀନ କଲେ ନିର୍ବାଚନ କମିସନ

The Sakala Picture
Published On

ନୂଆଦିଲ୍ଲୀ :  ରବିବାର ନିର୍ବାଚନୀ ବଣ୍ଡ ତଥ୍ୟକୁ ସାର୍ବଜନୀନ କରିଛନ୍ତି ନିର୍ବାଚନ କମିଶନ। ଇଲେକ୍ଟୋରାଲ ବଣ୍ଡ ମାଧ୍ୟମରେ କେଉଁ କେଉଁ ରାଜନୈତିକ ଦଳଗୁଡିକୁ କେତେ ଅର୍ଥ ମିଳିଛି ଏସବୁର ତଥ୍ୟ ୱେବସାଇଟରେ ଅପଲୋଡ କରିଛନ୍ତି ନିର୍ବାଚନ କମିଶନ।    ଏହି ସମସ୍ତ ତଥ୍ୟ ୨୦୧୯ ନିର୍ବାଚନ ପୂର୍ବର ବୋଲି କୁହାଯାଉଛି। ଏହାର ପର ସମୟର ତଥ୍ୟକୁ ଆୟୋଗ ଗୁରୁବାର ପ୍ରକାଶ କରିଥିଲେ। ମାନ୍ୟବର ଉଚ୍ଚତମ ନ୍ୟାୟାଳୟର ରେଜିଷ୍ଟ୍ରି ସିଲ୍ କଭରରେ ଥିବା ଏକ ପେନ୍ ଡ୍ରାଇଭରେ ଡିଜିଟାଇଜଡ୍ ରେକର୍ଡ […]

ନୂଆଦିଲ୍ଲୀ :  ରବିବାର ନିର୍ବାଚନୀ ବଣ୍ଡ ତଥ୍ୟକୁ ସାର୍ବଜନୀନ କରିଛନ୍ତି ନିର୍ବାଚନ କମିଶନ। ଇଲେକ୍ଟୋରାଲ ବଣ୍ଡ ମାଧ୍ୟମରେ କେଉଁ କେଉଁ ରାଜନୈତିକ ଦଳଗୁଡିକୁ କେତେ ଅର୍ଥ ମିଳିଛି ଏସବୁର ତଥ୍ୟ ୱେବସାଇଟରେ ଅପଲୋଡ କରିଛନ୍ତି ନିର୍ବାଚନ କମିଶନ।    ଏହି ସମସ୍ତ ତଥ୍ୟ ୨୦୧୯ ନିର୍ବାଚନ ପୂର୍ବର ବୋଲି କୁହାଯାଉଛି। ଏହାର ପର ସମୟର ତଥ୍ୟକୁ ଆୟୋଗ ଗୁରୁବାର ପ୍ରକାଶ କରିଥିଲେ।

ଆହୁରି ପଢ଼ନ୍ତୁ: ପ୍ରଶ୍ନପତ୍ର ଲିକକୁ ନେଇ କଡ଼ା ଆଇନ ଆଣିବେ କେନ୍ଦ୍ର ସରକାର, ଆସନ୍ତା ସପ୍ତାହରେ ସଂସଦରେ ଆସିବ ବିଲ୍

ମାନ୍ୟବର ଉଚ୍ଚତମ ନ୍ୟାୟାଳୟର ରେଜିଷ୍ଟ୍ରି ସିଲ୍ କଭରରେ ଥିବା ଏକ ପେନ୍ ଡ୍ରାଇଭରେ ଡିଜିଟାଇଜଡ୍ ରେକର୍ଡ ସହିତ ହାର୍ଡ କପି ଆୟୋଗକୁ ପ୍ରଦାନ କରିଥିଲେ। ଆୟୋଗ ଏହି ରେକର୍ଡକୁ ନିଜର ୱେବସାଇଟରେ ଅପଲୋଡ୍ କରିଛନ୍ତି। ୱେବସାଇଟରେ ନିର୍ବାଚନ ବଣ୍ଡ ଅପଲୋଡ଼ ଖବର ଆୟୋଗ ଏକ ବିବୃତ୍ତିରେ କହିଛନ୍ତି। ଲୋକ ସଭା ନିର୍ବାଚନ ଘୋଷଣାର ଗୋଟିଏ ଦିନ ପରେ ଆୟୋଗ ଏହି ତଥ୍ୟ ପ୍ରକାଶ କରିଛନ୍ତି। ଏପ୍ରିଲ ୧୯ ତାରିଖରୁ ଜୁନ ୧ ତାରିଖ ମଧ୍ୟରେ ସାତୋଟି ପର୍ୟ୍ୟାୟରେ ନିର୍ବାଚନ ଆୟୋଜିତ ହେବ।

ଆହୁରି ପଢ଼ନ୍ତୁ: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ଗଣତନ୍ତ୍ରର ବିଜୟ କହିଲେ ସୋନମ ୱାଙ୍ଗଚୁକ୍‌, CJP ଏବଂ ଦେଶର ଜେନ୍‌ Zଙ୍କୁ ଅଭିନନ୍ଦନ ଜଣାଇଲେ

17 Mar 2024 By The Sakala

ଇଲେକ୍ଟୋରାଲ ବଣ୍ଡ ତଥ୍ୟ ସାର୍ବଜନୀନ କଲେ ନିର୍ବାଚନ କମିସନ

ନୂଆଦିଲ୍ଲୀ :  ରବିବାର ନିର୍ବାଚନୀ ବଣ୍ଡ ତଥ୍ୟକୁ ସାର୍ବଜନୀନ କରିଛନ୍ତି ନିର୍ବାଚନ କମିଶନ। ଇଲେକ୍ଟୋରାଲ ବଣ୍ଡ ମାଧ୍ୟମରେ କେଉଁ କେଉଁ ରାଜନୈତିକ ଦଳଗୁଡିକୁ କେତେ ଅର୍ଥ ମିଳିଛି ଏସବୁର ତଥ୍ୟ ୱେବସାଇଟରେ ଅପଲୋଡ କରିଛନ୍ତି ନିର୍ବାଚନ କମିଶନ।    ଏହି ସମସ୍ତ ତଥ୍ୟ ୨୦୧୯ ନିର୍ବାଚନ ପୂର୍ବର ବୋଲି କୁହାଯାଉଛି। ଏହାର ପର ସମୟର ତଥ୍ୟକୁ ଆୟୋଗ ଗୁରୁବାର ପ୍ରକାଶ କରିଥିଲେ।

ମାନ୍ୟବର ଉଚ୍ଚତମ ନ୍ୟାୟାଳୟର ରେଜିଷ୍ଟ୍ରି ସିଲ୍ କଭରରେ ଥିବା ଏକ ପେନ୍ ଡ୍ରାଇଭରେ ଡିଜିଟାଇଜଡ୍ ରେକର୍ଡ ସହିତ ହାର୍ଡ କପି ଆୟୋଗକୁ ପ୍ରଦାନ କରିଥିଲେ। ଆୟୋଗ ଏହି ରେକର୍ଡକୁ ନିଜର ୱେବସାଇଟରେ ଅପଲୋଡ୍ କରିଛନ୍ତି। ୱେବସାଇଟରେ ନିର୍ବାଚନ ବଣ୍ଡ ଅପଲୋଡ଼ ଖବର ଆୟୋଗ ଏକ ବିବୃତ୍ତିରେ କହିଛନ୍ତି। ଲୋକ ସଭା ନିର୍ବାଚନ ଘୋଷଣାର ଗୋଟିଏ ଦିନ ପରେ ଆୟୋଗ ଏହି ତଥ୍ୟ ପ୍ରକାଶ କରିଛନ୍ତି। ଏପ୍ରିଲ ୧୯ ତାରିଖରୁ ଜୁନ ୧ ତାରିଖ ମଧ୍ୟରେ ସାତୋଟି ପର୍ୟ୍ୟାୟରେ ନିର୍ବାଚନ ଆୟୋଜିତ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର