ଆତଙ୍କବାଦୀଙ୍କ ଆକ୍ରମଣ, ଜଣେ ସିଆରପିଏଫ୍ ଅଧିକାରୀ ସହିଦ

The Sakala Picture
Published On

ନୂଆଦିଲ୍ଲୀ: ଜମ୍ମୁ ଓ କଶ୍ମୀରର ଉଧାମପୁର ଜିଲ୍ଲାର ଡୁଡୁ ଅଞ୍ଚଳରେ ଆତଙ୍କବାଦୀଙ୍କ ଗୁଳିରେ ସୋମବାର ଜଣେ ସିଆରପିଏଫ୍ ଅଧିକାରୀ ସହିଦ ହୋଇଛନ୍ତି। ମୃତ ଅଧିକାରୀ ସିଆରପିଏଫରେ ଇନ୍ସପେକ୍ଟର ଥିଲେ। ଡୁଡୁ ପୁଲିସ ଷ୍ଟେସନଠାରୁ ପ୍ରାୟ ୮ କିଲୋମିଟର ଦୂରରେ ସିଆରପିଏଫର ଏକ ପୋଷ୍ଟ ନିର୍ମାଣ ଚାଲିଛି। ଏହି ପୋଷ୍ଟ ନିର୍ମାଣ କାର୍ଯ୍ୟ ଶେଷ ହେଲେ ସେଠାରେ ସିଆରପିଏଫ୍‌ର ଏକ ବାଟାଲିୟନକୁ ମୁତୟନ କରାଯିବ। ସେହି ପୋଷ୍ଟର ନିର୍ମାଣ କାର୍ଯ୍ୟର ଅଗ୍ରଗତି ଦେଖିବା ପାଇଁ ଏକ ଟିମ୍ ସହିତ […]

ନୂଆଦିଲ୍ଲୀ: ଜମ୍ମୁ ଓ କଶ୍ମୀରର ଉଧାମପୁର ଜିଲ୍ଲାର ଡୁଡୁ ଅଞ୍ଚଳରେ ଆତଙ୍କବାଦୀଙ୍କ ଗୁଳିରେ ସୋମବାର ଜଣେ ସିଆରପିଏଫ୍ ଅଧିକାରୀ ସହିଦ ହୋଇଛନ୍ତି। ମୃତ ଅଧିକାରୀ ସିଆରପିଏଫରେ ଇନ୍ସପେକ୍ଟର ଥିଲେ। ଡୁଡୁ ପୁଲିସ ଷ୍ଟେସନଠାରୁ ପ୍ରାୟ ୮ କିଲୋମିଟର ଦୂରରେ ସିଆରପିଏଫର ଏକ ପୋଷ୍ଟ ନିର୍ମାଣ ଚାଲିଛି। ଏହି ପୋଷ୍ଟ ନିର୍ମାଣ କାର୍ଯ୍ୟ ଶେଷ ହେଲେ ସେଠାରେ ସିଆରପିଏଫ୍‌ର ଏକ ବାଟାଲିୟନକୁ ମୁତୟନ କରାଯିବ। ସେହି ପୋଷ୍ଟର ନିର୍ମାଣ କାର୍ଯ୍ୟର ଅଗ୍ରଗତି ଦେଖିବା ପାଇଁ ଏକ ଟିମ୍ ସହିତ ସେଠାକୁ ଯାଇଥିଲେ ସହିଦ ହୋଇଥିବା ଏହି ସିଆରପିଏଫ ଇନ୍ସପେକ୍ଟର। ସେତେବେଳେ ଆତଙ୍କବାଦୀମାନେ ଆମ୍ବୁସ ଲଗାଇ ସେମାନଙ୍କ ଉପରେ ଗୁଳିମାଡ଼ କରିଥିଲେ। ଏହି ଗୁଳିମାଡ଼ରେ ଇନ୍ସପେକ୍ଟରଙ୍କର ମୃତ୍ୟୁ ଘଟିଥିଲା।

ଆହୁରି ପଢ଼ନ୍ତୁ: ଅନଶନ ଭାଙ୍ଗିବାକୁ ୩ ସର୍ତ୍ତ ରଖିଲେ ସୋନମ୍ ୱାଙ୍ଗଚୁକ୍: ନିଟ୍ ପ୍ରଶ୍ନପତ୍ର ଲିକ୍ ନେଇ ସରକାରଙ୍କୁ ଦାବି

ଆହୁରି ପଢ଼ନ୍ତୁ: ପେପର ଲିକ୍ ମାମଲା ପାଇଁ ଗଠନ ହେବ ଫାଷ୍ଟଟ୍ରାକ୍ କୋର୍ଟ, ଦେଶବ୍ୟାପୀ ବିକ୍ଷୋଭ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବଡ଼ ଘୋଷଣା

19 Aug 2024 By The Sakala

ଆତଙ୍କବାଦୀଙ୍କ ଆକ୍ରମଣ, ଜଣେ ସିଆରପିଏଫ୍ ଅଧିକାରୀ ସହିଦ

ନୂଆଦିଲ୍ଲୀ: ଜମ୍ମୁ ଓ କଶ୍ମୀରର ଉଧାମପୁର ଜିଲ୍ଲାର ଡୁଡୁ ଅଞ୍ଚଳରେ ଆତଙ୍କବାଦୀଙ୍କ ଗୁଳିରେ ସୋମବାର ଜଣେ ସିଆରପିଏଫ୍ ଅଧିକାରୀ ସହିଦ ହୋଇଛନ୍ତି। ମୃତ ଅଧିକାରୀ ସିଆରପିଏଫରେ ଇନ୍ସପେକ୍ଟର ଥିଲେ। ଡୁଡୁ ପୁଲିସ ଷ୍ଟେସନଠାରୁ ପ୍ରାୟ ୮ କିଲୋମିଟର ଦୂରରେ ସିଆରପିଏଫର ଏକ ପୋଷ୍ଟ ନିର୍ମାଣ ଚାଲିଛି। ଏହି ପୋଷ୍ଟ ନିର୍ମାଣ କାର୍ଯ୍ୟ ଶେଷ ହେଲେ ସେଠାରେ ସିଆରପିଏଫ୍‌ର ଏକ ବାଟାଲିୟନକୁ ମୁତୟନ କରାଯିବ। ସେହି ପୋଷ୍ଟର ନିର୍ମାଣ କାର୍ଯ୍ୟର ଅଗ୍ରଗତି ଦେଖିବା ପାଇଁ ଏକ ଟିମ୍ ସହିତ ସେଠାକୁ ଯାଇଥିଲେ ସହିଦ ହୋଇଥିବା ଏହି ସିଆରପିଏଫ ଇନ୍ସପେକ୍ଟର। ସେତେବେଳେ ଆତଙ୍କବାଦୀମାନେ ଆମ୍ବୁସ ଲଗାଇ ସେମାନଙ୍କ ଉପରେ ଗୁଳିମାଡ଼ କରିଥିଲେ। ଏହି ଗୁଳିମାଡ଼ରେ ଇନ୍ସପେକ୍ଟରଙ୍କର ମୃତ୍ୟୁ ଘଟିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର