ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ Z ଶ୍ରେଣୀ ସୁରକ୍ଷା

ନୂଆଦିଲ୍ଲୀ: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ଏଣିକି ତାଙ୍କୁ ‘ଜେଡ୍‌’ ବର୍ଗର ସୁରକ୍ଷା ଯୋଗାଇ ଦିଆଯିବ। ଏହାପୂର୍ବରୁ ୬୮ ବର୍ଷିୟ ଜୟଶଙ୍କରଙ୍କୁ ୱାଇ ବର୍ଗର ସୁରକ୍ଷା କର୍ଡନରେ ଦିଲ୍ଲୀ ପୁଲିସର ଏକ ସଶସ୍ତ୍ର ଦଳ ସୁରକ୍ଷା ଦେଉଥିଲେ। ଖବର ଅନୁଯାୟୀ, କେନ୍ଦ୍ରୀୟ ରିଜର୍ଭ ପୁଲିସ ଫୋର୍ସ(ସିଆରପିଏଫ)କୁ ବୈଦେଶିକ ମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ବ ବହନ କରିବାକୁ କହିଛି କେନ୍ଦ୍ର ଗୃହ ମନ୍ତ୍ରଣାଳୟ। ବର୍ତ୍ତମାନ ପର୍ଯ୍ୟନ୍ତ ଦିଲ୍ଲୀ ପୁଲିସ ଏହି ଦାୟିତ୍ୱ ତୁଲାଉଥିଲେ।

ନୂଆଦିଲ୍ଲୀ: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ଏଣିକି ତାଙ୍କୁ ‘ଜେଡ୍‌’ ବର୍ଗର ସୁରକ୍ଷା ଯୋଗାଇ ଦିଆଯିବ। ଏହାପୂର୍ବରୁ ୬୮ ବର୍ଷିୟ ଜୟଶଙ୍କରଙ୍କୁ ୱାଇ ବର୍ଗର ସୁରକ୍ଷା କର୍ଡନରେ ଦିଲ୍ଲୀ ପୁଲିସର ଏକ ସଶସ୍ତ୍ର ଦଳ ସୁରକ୍ଷା ଦେଉଥିଲେ।

ଖବର ଅନୁଯାୟୀ, କେନ୍ଦ୍ରୀୟ ରିଜର୍ଭ ପୁଲିସ ଫୋର୍ସ(ସିଆରପିଏଫ)କୁ ବୈଦେଶିକ ମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ବ ବହନ କରିବାକୁ କହିଛି କେନ୍ଦ୍ର ଗୃହ ମନ୍ତ୍ରଣାଳୟ। ବର୍ତ୍ତମାନ ପର୍ଯ୍ୟନ୍ତ ଦିଲ୍ଲୀ ପୁଲିସ ଏହି ଦାୟିତ୍ୱ ତୁଲାଉଥିଲେ।

About The Author: The Sakala