କେରଳ ଏୟାରପୋର୍ଟ ଛାଡିଲା ବ୍ରିଟେନ ଫାଇଟର ଜେଟ୍‌‌ F-35B, ଦେଖନ୍ତୁ ଭିଡିଓ….

The Sakala Picture
Published On

ତିରୁବନନ୍ତପୁରମ : ୩୮ ଦିନରେ ତିରୁବନନ୍ତପୁରମ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଫସି ରହିବା ପରେ ବ୍ରିଟେନ ରୟାଲ ନେଭିର ଏଫ୍‌‌- ୩୫ବି ଫାଇଟର ଜେଟ୍‌‌ ଶେଷରେ ଉଡାନ ଭରି ପ୍ରତ୍ୟାବର୍ତ୍ତନ କରିଛି।  ଗତ ଜୁନ୍‌‌ ୧୪ରେ ଖରାପ ପାଗ, ଇନ୍ଧନ ଜନିତ ସମସ୍ୟା ଓ ବୈଷୟିକ ତ୍ରୁଟି କାରଣରୁ ଏହି ବିମାନ ଜରୁରୀ ଅବତରଣ କରିଥିଲା। ବିମାନକୁ ଠିକ୍‌‌ କରିବା ଓ ତା’ର ମରାମତି ପାଇଁ ୫ ସପ୍ତାହରୁ ଅଧିକ ସମୟ ଲାଗିଥିଲା। #୫_ସପ୍ତାହ_ପରେ_ଉଡିଲା_ବ୍ରିଟେନ_ଲଢୁଆ_ବିମାନ ୩୭ ଦିନରେ […]

ତିରୁବନନ୍ତପୁରମ : ୩୮ ଦିନରେ ତିରୁବନନ୍ତପୁରମ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଫସି ରହିବା ପରେ ବ୍ରିଟେନ ରୟାଲ ନେଭିର ଏଫ୍‌‌- ୩୫ବି ଫାଇଟର ଜେଟ୍‌‌ ଶେଷରେ ଉଡାନ ଭରି ପ୍ରତ୍ୟାବର୍ତ୍ତନ କରିଛି।  ଗତ ଜୁନ୍‌‌ ୧୪ରେ ଖରାପ ପାଗ, ଇନ୍ଧନ ଜନିତ ସମସ୍ୟା ଓ ବୈଷୟିକ ତ୍ରୁଟି କାରଣରୁ ଏହି ବିମାନ ଜରୁରୀ ଅବତରଣ କରିଥିଲା। ବିମାନକୁ ଠିକ୍‌‌ କରିବା ଓ ତା’ର ମରାମତି ପାଇଁ ୫ ସପ୍ତାହରୁ ଅଧିକ ସମୟ ଲାଗିଥିଲା।

ଆହୁରି ପଢ଼ନ୍ତୁ: ୩୨ ବର୍ଷର ଜଳ ବିବାଦର ଅନ୍ତ: ପାଇପଲାଇନ ଯୋଗେ ରାଜସ୍ଥାନକୁ ଆସିବ ଯମୁନା ପାଣି

ବ୍ରିଟେନର ୨୫ ଜଣ ଇଞ୍ଜିନିୟରଙ୍କୁ ନେଇ ଗଠିତ ଦଳ ଏହାକୁ ଠିକ୍‌‌ କରିବାକୁ ସମର୍ଥ ହୋଇଥିଲେ। ଏହାପରେ ଏହି ଜେଟ ଉଡାଣ ପାଇଁ ସମ୍ପୂର୍ଣ୍ଣ ଭାବେ ହୋଇଥିଲା।  ୫ମ ପିଢ଼ିର ଏହି ଲଢ଼ୁଆ ବିମାନର ମୂଲ୍ୟ ୯୧୫ କୋଟି ଟଙ୍କା। ଏହି ଘଟଣାକ୍ରମରେ ଭାରତୀୟ ବାୟୁସେନା ବ୍ରିଟେନକୁ ସହୟାତା ପ୍ରଦାନ କରିଥିଲା। ବ୍ରିଟିଶ ହାଇକମିଶନର ମଧ୍ୟ ଏଥିପାଇଁ ଭାରତକୁ ଧନ୍ୟବାଦ ଜଣାଇଛନ୍ତି। ୩୮ ଦିନ ଧରି ବିମାନବନ୍ଦରରେ ରହିଥିବାରୁ ଏବେ ବ୍ରିଟେନକୁ ପାର୍କିଂ ପାଉଣା ଦେବାକୁ ହେବ। ଏହିକ୍ରମରେ ବ୍ରିଟେନକୁ ଦିନକୁ ୨୬, ୨୬୧ ଟଙ୍କା ହିସାବରେ ପ୍ରାୟ ୧୦ ଲକ୍ଷ ଟଙ୍କା  ତିରୁବନନ୍ତପୁରମ ବିମାନ ବନ୍ଦର କର୍ତ୍ତୁପକ୍ଷଙ୍କୁ ଦେବାକୁ ହେବ।

22 Jul 2025 By The Sakala

କେରଳ ଏୟାରପୋର୍ଟ ଛାଡିଲା ବ୍ରିଟେନ ଫାଇଟର ଜେଟ୍‌‌ F-35B, ଦେଖନ୍ତୁ ଭିଡିଓ….

ତିରୁବନନ୍ତପୁରମ : ୩୮ ଦିନରେ ତିରୁବନନ୍ତପୁରମ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଫସି ରହିବା ପରେ ବ୍ରିଟେନ ରୟାଲ ନେଭିର ଏଫ୍‌‌- ୩୫ବି ଫାଇଟର ଜେଟ୍‌‌ ଶେଷରେ ଉଡାନ ଭରି ପ୍ରତ୍ୟାବର୍ତ୍ତନ କରିଛି।  ଗତ ଜୁନ୍‌‌ ୧୪ରେ ଖରାପ ପାଗ, ଇନ୍ଧନ ଜନିତ ସମସ୍ୟା ଓ ବୈଷୟିକ ତ୍ରୁଟି କାରଣରୁ ଏହି ବିମାନ ଜରୁରୀ ଅବତରଣ କରିଥିଲା। ବିମାନକୁ ଠିକ୍‌‌ କରିବା ଓ ତା’ର ମରାମତି ପାଇଁ ୫ ସପ୍ତାହରୁ ଅଧିକ ସମୟ ଲାଗିଥିଲା।

ବ୍ରିଟେନର ୨୫ ଜଣ ଇଞ୍ଜିନିୟରଙ୍କୁ ନେଇ ଗଠିତ ଦଳ ଏହାକୁ ଠିକ୍‌‌ କରିବାକୁ ସମର୍ଥ ହୋଇଥିଲେ। ଏହାପରେ ଏହି ଜେଟ ଉଡାଣ ପାଇଁ ସମ୍ପୂର୍ଣ୍ଣ ଭାବେ ହୋଇଥିଲା।  ୫ମ ପିଢ଼ିର ଏହି ଲଢ଼ୁଆ ବିମାନର ମୂଲ୍ୟ ୯୧୫ କୋଟି ଟଙ୍କା। ଏହି ଘଟଣାକ୍ରମରେ ଭାରତୀୟ ବାୟୁସେନା ବ୍ରିଟେନକୁ ସହୟାତା ପ୍ରଦାନ କରିଥିଲା। ବ୍ରିଟିଶ ହାଇକମିଶନର ମଧ୍ୟ ଏଥିପାଇଁ ଭାରତକୁ ଧନ୍ୟବାଦ ଜଣାଇଛନ୍ତି। ୩୮ ଦିନ ଧରି ବିମାନବନ୍ଦରରେ ରହିଥିବାରୁ ଏବେ ବ୍ରିଟେନକୁ ପାର୍କିଂ ପାଉଣା ଦେବାକୁ ହେବ। ଏହିକ୍ରମରେ ବ୍ରିଟେନକୁ ଦିନକୁ ୨୬, ୨୬୧ ଟଙ୍କା ହିସାବରେ ପ୍ରାୟ ୧୦ ଲକ୍ଷ ଟଙ୍କା  ତିରୁବନନ୍ତପୁରମ ବିମାନ ବନ୍ଦର କର୍ତ୍ତୁପକ୍ଷଙ୍କୁ ଦେବାକୁ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର