ଅସୁସ୍ଥ ପତ୍ନୀଙ୍କୁ ଭେଟିଲେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ

The Sakala Picture
Published On

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ତାଙ୍କ ଅସୁସ୍ଥ ପତ୍ନୀଙ୍କୁ ଭେଟିବା ପାଇଁ ନିଜ ଘରେ ପହଞ୍ଚିଛନ୍ତି । ଦିଲ୍ଲୀ ପୁଲିସ ସିସୋଦିଆଙ୍କୁ ତିହାର ଜେଲରୁ ତାଙ୍କ ଘରକୁ ନେଇଛି। ଏଠାରେ ସୂଚନାଯୋଗ୍ୟ, ସୁପ୍ରିମକୋର୍ଟ ମନୀଷ ସିସୋଦିଆଙ୍କୁ ଶନିବାର ସକାଳ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ତାଙ୍କ ଅସୁସ୍ଥ ପତ୍ନୀଙ୍କୁ ଭେଟିବାକୁ ଅନୁମତି ଦେଇଛନ୍ତି। ଦିଲ୍ଲୀ ପୁଲିସ ସିସୋଦିଆଙ୍କୁ କଏଦୀମାନଙ୍କ ପାଇଁ ଉଦ୍ଦିଷ୍ଟ ଭ୍ୟାନରେ ନେଇ ଶନିବାର ସକାଳ ୧୦ଟାରେ ମଥୁରା ରୋଡସ୍ଥିତ ଥିବା ତାଙ୍କ […]

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ତାଙ୍କ ଅସୁସ୍ଥ ପତ୍ନୀଙ୍କୁ ଭେଟିବା ପାଇଁ ନିଜ ଘରେ ପହଞ୍ଚିଛନ୍ତି । ଦିଲ୍ଲୀ ପୁଲିସ ସିସୋଦିଆଙ୍କୁ ତିହାର ଜେଲରୁ ତାଙ୍କ ଘରକୁ ନେଇଛି। ଏଠାରେ ସୂଚନାଯୋଗ୍ୟ, ସୁପ୍ରିମକୋର୍ଟ ମନୀଷ ସିସୋଦିଆଙ୍କୁ ଶନିବାର ସକାଳ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ତାଙ୍କ ଅସୁସ୍ଥ ପତ୍ନୀଙ୍କୁ ଭେଟିବାକୁ ଅନୁମତି ଦେଇଛନ୍ତି। ଦିଲ୍ଲୀ ପୁଲିସ ସିସୋଦିଆଙ୍କୁ କଏଦୀମାନଙ୍କ ପାଇଁ ଉଦ୍ଦିଷ୍ଟ ଭ୍ୟାନରେ ନେଇ ଶନିବାର ସକାଳ ୧୦ଟାରେ ମଥୁରା ରୋଡସ୍ଥିତ ଥିବା ତାଙ୍କ ଘରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ: ଖାଦ୍ୟ ପଦାର୍ଥରେ ଆଉ ବ୍ୟବହାର ହେବନି ଅଶ୍ୱଗନ୍ଧା ପତ୍ର, କେବଳ ଚେର ବ୍ୟବହାର ପାଇଁ ଅନୁମତି

11 Nov 2023 By The Sakala

ଅସୁସ୍ଥ ପତ୍ନୀଙ୍କୁ ଭେଟିଲେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ତାଙ୍କ ଅସୁସ୍ଥ ପତ୍ନୀଙ୍କୁ ଭେଟିବା ପାଇଁ ନିଜ ଘରେ ପହଞ୍ଚିଛନ୍ତି । ଦିଲ୍ଲୀ ପୁଲିସ ସିସୋଦିଆଙ୍କୁ ତିହାର ଜେଲରୁ ତାଙ୍କ ଘରକୁ ନେଇଛି। ଏଠାରେ ସୂଚନାଯୋଗ୍ୟ, ସୁପ୍ରିମକୋର୍ଟ ମନୀଷ ସିସୋଦିଆଙ୍କୁ ଶନିବାର ସକାଳ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ତାଙ୍କ ଅସୁସ୍ଥ ପତ୍ନୀଙ୍କୁ ଭେଟିବାକୁ ଅନୁମତି ଦେଇଛନ୍ତି। ଦିଲ୍ଲୀ ପୁଲିସ ସିସୋଦିଆଙ୍କୁ କଏଦୀମାନଙ୍କ ପାଇଁ ଉଦ୍ଦିଷ୍ଟ ଭ୍ୟାନରେ ନେଇ ଶନିବାର ସକାଳ ୧୦ଟାରେ ମଥୁରା ରୋଡସ୍ଥିତ ଥିବା ତାଙ୍କ ଘରେ ପହଞ୍ଚିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର