ଅହମ୍ମଦାବାଦରେ ବଡ଼ ବିମାନ ଦୁର୍ଘଟଣା: ବିମାନରେ ଥିଲେ ଗୁଜରାଟ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ !

The Sakala Picture
Published On

ନୂଆଦିଲ୍ଲୀ: ଗୁଜରାଟର ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ୨୪୨ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏହି ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଯାତ୍ରୀଙ୍କ ମଧ୍ୟରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ ଥିଲେ ବୋଲି ସାମ୍ନାକୁ ଆସିଛି। ଏନେଇ ସ୍ପଷ୍ଟ ସୂଚନା ମିଳି ନ ଥିବା ବେଳେ ସେ ଏହି ଧ୍ବଂସ ହୋଇଥିବା ବିମାନରେ ଯାତ୍ରା କରୁଥିବା ଚର୍ଚ୍ଚା ହେଉଛି। ସୂଚନା ଅନୁଯାୟୀ, ଅହମ୍ମଦାବାଦରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଯାତ୍ରୀବାହୀ ବିମାନ ଏଆଇ-୧୭୧ ଲଣ୍ଡନ ଯାଉଥିଲା। ହେଲେ ଉଡ଼ାଣର […]

ନୂଆଦିଲ୍ଲୀ: ଗୁଜରାଟର ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ୨୪୨ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏହି ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଯାତ୍ରୀଙ୍କ ମଧ୍ୟରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ ଥିଲେ ବୋଲି ସାମ୍ନାକୁ ଆସିଛି। ଏନେଇ ସ୍ପଷ୍ଟ ସୂଚନା ମିଳି ନ ଥିବା ବେଳେ ସେ ଏହି ଧ୍ବଂସ ହୋଇଥିବା ବିମାନରେ ଯାତ୍ରା କରୁଥିବା ଚର୍ଚ୍ଚା ହେଉଛି।

ଆହୁରି ପଢ଼ନ୍ତୁ: ଆଇପିଏଲ୍ ପ୍ରତିଷ୍ଠାତା ଲଳିତ ମୋଦୀଙ୍କ ୮ଟି ବଡ଼ ଖୁଲାସା: ଦାଉଦ ଇବ୍ରାହିମ, ପିଏମ ମୋଦୀ ଏବଂ ପୁଅର ଅପହରଣକୁ ନେଇ କହିଲେ ବଡ଼ କଥା

ସୂଚନା ଅନୁଯାୟୀ, ଅହମ୍ମଦାବାଦରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଯାତ୍ରୀବାହୀ ବିମାନ ଏଆଇ-୧୭୧ ଲଣ୍ଡନ ଯାଉଥିଲା। ହେଲେ ଉଡ଼ାଣର କିଛି ମିନିଟ୍ ପରେ ବିମାନଟି ଅହମ୍ମଦାବାଦର ମେଘାନୀନଗରରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବର୍ତ୍ତମାନ ମୃତାହତଙ୍କ ସଂଖ୍ୟା ସାମ୍ନାକୁ ଆସିନଥିବା ବେଳେ ଉଦ୍ଧାର କର୍ଯ୍ୟ ଜାରି ରହିଛି। ଏଥିପାଇଁ ସହରର ରାସ୍ତାଗୁଡ଼ିକୁ ବନ୍ଦ କରିଦିଆଯାଇଛି ଏବଂ ତୁରନ୍ତ ହସ୍ପିଟାଲରେ ୧୨୦୦ ଶଯ୍ୟା ବ୍ୟବସ୍ଥା କରାଯାଇଛି।

ଆହୁରି ପଢ଼ନ୍ତୁ: ଶାଶୁଙ୍କୁ ପ୍ରେମ କରିବସିଲେ ଜ୍ୱାଇଁ: ସବୁ ସମ୍ପର୍କ ଭୁଲି ଘରୁ ଫେରାର୍ ହୋଇଗଲେ, କଲେ କୋର୍ଟ ମ୍ୟାରେଜ

ରୂପାଣୀ ଅଗଷ୍ଟ ୨୦୧୬ରୁ ସେପ୍ଟେମ୍ବର ୨୦୨୧ ପର୍ଯ୍ୟନ୍ତ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ, ଏବଂ ୨୦୨୨ରେ ରାଜ୍ୟ ନିର୍ବାଚନ ପୂର୍ବରୁ ଇସ୍ତଫା ଦେଇଥିଲେ।

ଆହୁରି ପଢ଼ନ୍ତୁ: ପାକିସ୍ତାନ ସେନାର ଏମଆଇ-୧୭ ହେଲିକପ୍ଟର କ୍ରାସ୍: ସମସ୍ତ କର୍ମଚାରୀଙ୍କ ମୃତ୍ୟୁ

12 Jun 2025 By The Sakala

ଅହମ୍ମଦାବାଦରେ ବଡ଼ ବିମାନ ଦୁର୍ଘଟଣା: ବିମାନରେ ଥିଲେ ଗୁଜରାଟ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ !

ନୂଆଦିଲ୍ଲୀ: ଗୁଜରାଟର ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ୨୪୨ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏହି ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଯାତ୍ରୀଙ୍କ ମଧ୍ୟରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ ଥିଲେ ବୋଲି ସାମ୍ନାକୁ ଆସିଛି। ଏନେଇ ସ୍ପଷ୍ଟ ସୂଚନା ମିଳି ନ ଥିବା ବେଳେ ସେ ଏହି ଧ୍ବଂସ ହୋଇଥିବା ବିମାନରେ ଯାତ୍ରା କରୁଥିବା ଚର୍ଚ୍ଚା ହେଉଛି।

ସୂଚନା ଅନୁଯାୟୀ, ଅହମ୍ମଦାବାଦରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଯାତ୍ରୀବାହୀ ବିମାନ ଏଆଇ-୧୭୧ ଲଣ୍ଡନ ଯାଉଥିଲା। ହେଲେ ଉଡ଼ାଣର କିଛି ମିନିଟ୍ ପରେ ବିମାନଟି ଅହମ୍ମଦାବାଦର ମେଘାନୀନଗରରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବର୍ତ୍ତମାନ ମୃତାହତଙ୍କ ସଂଖ୍ୟା ସାମ୍ନାକୁ ଆସିନଥିବା ବେଳେ ଉଦ୍ଧାର କର୍ଯ୍ୟ ଜାରି ରହିଛି। ଏଥିପାଇଁ ସହରର ରାସ୍ତାଗୁଡ଼ିକୁ ବନ୍ଦ କରିଦିଆଯାଇଛି ଏବଂ ତୁରନ୍ତ ହସ୍ପିଟାଲରେ ୧୨୦୦ ଶଯ୍ୟା ବ୍ୟବସ୍ଥା କରାଯାଇଛି।

ରୂପାଣୀ ଅଗଷ୍ଟ ୨୦୧୬ରୁ ସେପ୍ଟେମ୍ବର ୨୦୨୧ ପର୍ଯ୍ୟନ୍ତ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ, ଏବଂ ୨୦୨୨ରେ ରାଜ୍ୟ ନିର୍ବାଚନ ପୂର୍ବରୁ ଇସ୍ତଫା ଦେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର