ପରଲୋକରେ କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡି, ୭୯ ବର୍ଷ ବୟସରେ ବେଙ୍ଗାଳୁରୁରେ ଦେହାନ୍ତ

The Sakala Picture
Published On

ନୂଆଦିଲ୍ଲୀ : କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଓମନ ଚାଣ୍ଡିଙ୍କ ପରଲୋକ । ଦୀର୍ଘଦିନ ଧରି ଅସୁସ୍ଥ ରହିବା ପରେ ୭୯ ବର୍ଷ ବୟସରେ ବେଙ୍ଗାଲୁରୁର ଏକ ହସ୍ପିଟାଲରେ ଆଖି ବୁଜିଛନ୍ତି କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ। ତାଙ୍କ ପୁଅ ସୋସିଆଲ ମିଡ଼ିଆରେ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି । ଓମେନ ଚାଣ୍ଡିଙ୍କ ଦେହାନ୍ତ ପରେ ରାଜନୀତି ମହଲରେ ଶୋକର ଛାୟା ଖେଳିଯାଇଛି । ଓମେନ ଚାଣ୍ଡି କଂଗ୍ରେସର ଜଣେ ବରିଷ୍ଠ ନେତା […]

ନୂଆଦିଲ୍ଲୀ : କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଓମନ ଚାଣ୍ଡିଙ୍କ ପରଲୋକ । ଦୀର୍ଘଦିନ ଧରି ଅସୁସ୍ଥ ରହିବା ପରେ ୭୯ ବର୍ଷ ବୟସରେ ବେଙ୍ଗାଲୁରୁର ଏକ ହସ୍ପିଟାଲରେ ଆଖି ବୁଜିଛନ୍ତି କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ। ତାଙ୍କ ପୁଅ ସୋସିଆଲ ମିଡ଼ିଆରେ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି । ଓମେନ ଚାଣ୍ଡିଙ୍କ ଦେହାନ୍ତ ପରେ ରାଜନୀତି ମହଲରେ ଶୋକର ଛାୟା ଖେଳିଯାଇଛି ।

ଆହୁରି ପଢ଼ନ୍ତୁ: ସ୍ୱାମୀଙ୍କୁ ଭେଟିବା ପାଇଁ ମୋବାଇଲ୍ ଟାୱାରରେ ଚଢ଼ିଲେ ସ୍ତ୍ରୀ: ବିହାରର ବଗହାରେ ହାଇଭୋଲଟେଜ୍ ଡ୍ରାମା

ଓମେନ ଚାଣ୍ଡି କଂଗ୍ରେସର ଜଣେ ବରିଷ୍ଠ ନେତା ହୋଇଥିବା ବେଳେ କେରଳରେ ଦୁଇଥର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଛନ୍ତି । ପ୍ରଥମେ ସେ ୨୦୦୪ରୁ ୨୦୦୬ ଯାଏଁ କେରଳର ମୁଖ୍ୟମନ୍ତ୍ରୀ ହୋଇଥିଲେ। ପରେ ସେ ୨୦୧୧ରୁ ୨୦୧୬ ଯାଏଁ ମୁଖ୍ୟମନ୍ତ୍ରୀ ହୋଇଥିଲେ। ୨୦୦୬ରୁ ୨୦୧୧ ଯାଏଁ ଚାଣ୍ଡି କେରଳ ବିଧାନସଭାରେ ବିରୋଧୀ ଦଳ ନେତା ଥିଲେ । ଏକମାତ୍ର ଭାରତୀୟ ମୁଖ୍ୟମନ୍ତ୍ରୀ ଭାବେ ଚାଣ୍ଡି ଜନସେବା ପାଇଁ ଜାତିସଂଘର ପୁରସ୍କାର ପାଇଥିଲେ ।

ଆହୁରି ପଢ଼ନ୍ତୁ: ଶାଶୁଙ୍କୁ ପ୍ରେମ କରିବସିଲେ ଜ୍ୱାଇଁ: ସବୁ ସମ୍ପର୍କ ଭୁଲି ଘରୁ ଫେରାର୍ ହୋଇଗଲେ, କଲେ କୋର୍ଟ ମ୍ୟାରେଜ

18 Jul 2023 By The Sakala

ପରଲୋକରେ କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡି, ୭୯ ବର୍ଷ ବୟସରେ ବେଙ୍ଗାଳୁରୁରେ ଦେହାନ୍ତ

ନୂଆଦିଲ୍ଲୀ : କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଓମନ ଚାଣ୍ଡିଙ୍କ ପରଲୋକ । ଦୀର୍ଘଦିନ ଧରି ଅସୁସ୍ଥ ରହିବା ପରେ ୭୯ ବର୍ଷ ବୟସରେ ବେଙ୍ଗାଲୁରୁର ଏକ ହସ୍ପିଟାଲରେ ଆଖି ବୁଜିଛନ୍ତି କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ। ତାଙ୍କ ପୁଅ ସୋସିଆଲ ମିଡ଼ିଆରେ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି । ଓମେନ ଚାଣ୍ଡିଙ୍କ ଦେହାନ୍ତ ପରେ ରାଜନୀତି ମହଲରେ ଶୋକର ଛାୟା ଖେଳିଯାଇଛି ।

ଓମେନ ଚାଣ୍ଡି କଂଗ୍ରେସର ଜଣେ ବରିଷ୍ଠ ନେତା ହୋଇଥିବା ବେଳେ କେରଳରେ ଦୁଇଥର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଛନ୍ତି । ପ୍ରଥମେ ସେ ୨୦୦୪ରୁ ୨୦୦୬ ଯାଏଁ କେରଳର ମୁଖ୍ୟମନ୍ତ୍ରୀ ହୋଇଥିଲେ। ପରେ ସେ ୨୦୧୧ରୁ ୨୦୧୬ ଯାଏଁ ମୁଖ୍ୟମନ୍ତ୍ରୀ ହୋଇଥିଲେ। ୨୦୦୬ରୁ ୨୦୧୧ ଯାଏଁ ଚାଣ୍ଡି କେରଳ ବିଧାନସଭାରେ ବିରୋଧୀ ଦଳ ନେତା ଥିଲେ । ଏକମାତ୍ର ଭାରତୀୟ ମୁଖ୍ୟମନ୍ତ୍ରୀ ଭାବେ ଚାଣ୍ଡି ଜନସେବା ପାଇଁ ଜାତିସଂଘର ପୁରସ୍କାର ପାଇଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର