ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ଯୋଶୀଙ୍କ ପରଲୋକ

The Sakala Picture
Published On

ମୁମ୍ବାଇ: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶିବସେନାର ବରିଷ୍ଠ ନେତା ମନୋହର ଯୋଶୀଙ୍କ ଦେହାନ୍ତ । ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ୮୬ ବର୍ଷରେ ତାଙ୍କର ପରଲୋକ ହୋଇଛି । ହଠାତ୍ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ମନୋହର ଯୋଶୀଙ୍କୁ ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କର ହୃଦଘାତ ହୋଇଥିବା ଡାକ୍ତରମାନେ କହିଥିଲେ। ଗୁରୁବାର ରାତି ୩ଟା ୦୨ ମିନିଟରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଫେବ୍ରୁଆରୀ ୨୧ରେ ମନୋହର ଯୋଶୀଙ୍କୁ ହାର୍ଟଆଟାକ୍ […]

ମୁମ୍ବାଇ: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶିବସେନାର ବରିଷ୍ଠ ନେତା ମନୋହର ଯୋଶୀଙ୍କ ଦେହାନ୍ତ । ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ୮୬ ବର୍ଷରେ ତାଙ୍କର ପରଲୋକ ହୋଇଛି । ହଠାତ୍ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ମନୋହର ଯୋଶୀଙ୍କୁ ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କର ହୃଦଘାତ ହୋଇଥିବା ଡାକ୍ତରମାନେ କହିଥିଲେ। ଗୁରୁବାର ରାତି ୩ଟା ୦୨ ମିନିଟରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।

ଆହୁରି ପଢ଼ନ୍ତୁ: ୨୬ଦିନ ପରେ ଅନଶନ ଭାଙ୍ଗିଲେ ସୋନମ୍ ୱାଙ୍ଗଚୁକ୍, ଦେଶରେ ଶାନ୍ତି ବଜାୟ ରଖିବାକୁ ୱାଙ୍ଗଚୁକ୍ କଲେ ଅପିଲ୍

ଫେବ୍ରୁଆରୀ ୨୧ରେ ମନୋହର ଯୋଶୀଙ୍କୁ ହାର୍ଟଆଟାକ୍ ଆସିଥିଲେ । ପରେ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି କରିଥିଲେ ପରିବାର ଲୋକ । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି ।

ଆହୁରି ପଢ଼ନ୍ତୁ: ଇରାନ ଉପରେ ବାହାରିନ ଏବଂ କୁଏତର ଗୁପ୍ତ ଏୟାର ଷ୍ଟ୍ରାଇକ୍: ପ୍ରଥମ ଥର ପାଇଁ କଲେ ସିଧାସଳଖ ଆକ୍ରମଣ

ମନୋହର ଯୋଶୀ ଶିବସେନାର ଜଣେ ବରିଷ୍ଠ ନେତା ଥିଲେ। ଯୋଶୀ ୧୯୯୫ ରୁ ୧୯୯୯ ପର୍ଯ୍ୟନ୍ତ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଥିଲେ ଏବଂ ଶିବସେନା ଦଳର ପ୍ରଥମ ନେତା ଯିଏକି ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏହା ବ୍ୟତୀତ ମନୋହର ଯୋଶୀ ମଧ୍ୟ ଜଣେ ସାଂସଦ ରହିବା ସହ ତତ୍କାଳୀନ ବାଜପେୟୀ ସରକାରରେ ୨୦୦୨ ରୁ ୨୦୦୪ ପର୍ଯ୍ୟନ୍ତ ଲୋକସଭା ବାଚସ୍ପତି ମଧ୍ୟ ଥିଲେ।

ଆହୁରି ପଢ଼ନ୍ତୁ: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ଗଣତନ୍ତ୍ରର ବିଜୟ କହିଲେ ସୋନମ ୱାଙ୍ଗଚୁକ୍‌, CJP ଏବଂ ଦେଶର ଜେନ୍‌ Zଙ୍କୁ ଅଭିନନ୍ଦନ ଜଣାଇଲେ

23 Feb 2024 By The Sakala

ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ଯୋଶୀଙ୍କ ପରଲୋକ

ମୁମ୍ବାଇ: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶିବସେନାର ବରିଷ୍ଠ ନେତା ମନୋହର ଯୋଶୀଙ୍କ ଦେହାନ୍ତ । ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ୮୬ ବର୍ଷରେ ତାଙ୍କର ପରଲୋକ ହୋଇଛି । ହଠାତ୍ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ମନୋହର ଯୋଶୀଙ୍କୁ ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କର ହୃଦଘାତ ହୋଇଥିବା ଡାକ୍ତରମାନେ କହିଥିଲେ। ଗୁରୁବାର ରାତି ୩ଟା ୦୨ ମିନିଟରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।

ଫେବ୍ରୁଆରୀ ୨୧ରେ ମନୋହର ଯୋଶୀଙ୍କୁ ହାର୍ଟଆଟାକ୍ ଆସିଥିଲେ । ପରେ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି କରିଥିଲେ ପରିବାର ଲୋକ । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି ।

ମନୋହର ଯୋଶୀ ଶିବସେନାର ଜଣେ ବରିଷ୍ଠ ନେତା ଥିଲେ। ଯୋଶୀ ୧୯୯୫ ରୁ ୧୯୯୯ ପର୍ଯ୍ୟନ୍ତ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଥିଲେ ଏବଂ ଶିବସେନା ଦଳର ପ୍ରଥମ ନେତା ଯିଏକି ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏହା ବ୍ୟତୀତ ମନୋହର ଯୋଶୀ ମଧ୍ୟ ଜଣେ ସାଂସଦ ରହିବା ସହ ତତ୍କାଳୀନ ବାଜପେୟୀ ସରକାରରେ ୨୦୦୨ ରୁ ୨୦୦୪ ପର୍ଯ୍ୟନ୍ତ ଲୋକସଭା ବାଚସ୍ପତି ମଧ୍ୟ ଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର